ଅନୁବନ୍ଧିତ ଦୋକାନରୁ ମିଳୁନି ସେବା
କଟକ ଅଫିସ,୩୧ା୧୨: ରାଜ୍ୟ ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଇ ଅନେକ ଯୋଜନା କରୁଛନ୍ତି। ଏପରି କି ଗରିବ ରୋଗୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାର ସୁଫଳ…
ଭୁବନେଶ୍ୱରରେ ବର୍ଷକରେ ୨୫୮ ଅପହରଣ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ବିଭିନ୍ନ ଥାନାରେ ଏବର୍ଷ ୨୫୮ଟି ଅପହରଣ ମାମଲା ରୁଜୁ କରାଯାଇଛି। ଏଥିମଧ୍ୟରୁ ୧୪୭ଟି ମାମଲାର ତଦନ୍ତ ଶେଷ କରାଯାଇଥିବାବେଳେ ସମ୍ପୃକ୍ତ ୪୦ଜଣ ଅଭିଯୁକ୍ତ ଗିରଫ ହୋଇଥିବା କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନୟାପଲ୍ଲୀ…
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ଶିମିଳିପାଳ ପ୍ରାଣୀଙ୍କୁ ସୁରକ୍ଷା ଦେବ ଡଗ୍ ସ୍କ୍ବାଡ୍
ବାରିପଦା ଅଫିସ,୩୧।୧୨-ବନ୍ୟଜନ୍ତୁଙ୍କ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା ନିମନ୍ତେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାଘ ସଂଖ୍ୟା ବୃଦ୍ଧି ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ ସହିତ ବନ୍ୟଜନ୍ତୁ ଓ ଶିକାରୀମାନଙ୍କ ଚଳପ୍ରଚଳକୁ ନେଇ ବିଭାଗ…
ଆଜି ଦାୟିତ୍ୱ ଗ୍ରହଣ କରିବେ ଡିଜିପି ସୁନୀଲ ବଂଶଲ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ନବନିଯୁକ୍ତ ଡିଜିପି ସୁନୀଲ ବଂଶଲ ଶୁକ୍ରବାର ଅପରାହ୍ଣରେ ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ନେବେ। ଏହି ଅବସରରେ ନୂତନ ଡିଜିପିଙ୍କୁ ଗାର୍ଡ ଅଫ ଅନର୍ ପ୍ରଦାନ କରାଯିବା…
ପରିବେଶପ୍ରେମୀ ପକ୍ଷୀଙ୍କ ପାଇଁ ବସା ବାନ୍ଧିଲେ
ମହାକାଳପଡ଼ା,୩୧ା୧୨(ଡି.ଏନ.ଏ.): ଜଳବାୟୁର ପରିବର୍ତ୍ତନ, ମଣିଷକୃତ ଶିଳ୍ପାୟନର ପ୍ରଭାବ, ସରକାରୀ ସ୍ତରରେ ଇଚ୍ଛାଶକ୍ତିର ଅଭାବ, ଦିନକୁ ଦିନ ବଢୁଥିବା ପ୍ରଦୂଷଣ ପ୍ରଭାବରେ ହଜାର ହଜାର ବର୍ଷ ତଳର ଜୀବଜନ୍ତୁ, ପକ୍ଷୀ, କିଟ ପତଙ୍ଗ ଓ ବିଭିନ୍ନ ସାମୁଦ୍ରିକ ପ୍ରାଣୀ ପ୍ରଭୃତି ଲୁପ୍ତ ହେବାକୁ…
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୭ ଜଣ ଲୋକାଲ କେସ…
୩ ଦିନ କାଳିଜାଇ ଦର୍ଶନ ମନା
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): କାଳିଜାଇ ମନ୍ଦିର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଆଜି ଠାରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ପର୍ଯ୍ୟଟକ ଦର୍ଶନ କରିବାକୁ ବାରଣ କରାଯାଇଛି। ସଂକ୍ରମଣ ଆଶଙ୍କା ଯୋଗୁ ସର୍ବସାଧାରଣଙ୍କ ଲାଗି ମନ୍ଦିର ବନ୍ଦ ରଖାଯିବା ନେଇ ନିଷ୍ପତ୍ତି ହୋଇଛି। ଆଜି ସକାଳ…
ଶିମିଳିପାଳ ୨ ଦିନ ବନ୍ଦ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶିମିଳିପାଳ ଅଭୟାରଣ୍ୟ ଶୁକ୍ରବାର ଏବଂ ଶନିବାର ବନ୍ଦ ରହିବ । ଘନ କୁହୁଡି ଯୋଗୁ ରାସ୍ତା ଠିକ୍ ଭାବେ ଦେଖାଯାଉ ନ ଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା…
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସାଢେ ୧୨ଟା ସମୟରେ ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଭର୍ଚୁଆଲ ମୋଡ୍ରେ ବସିବାକୁ ଥିବା କ୍ୟାବିନେଟ୍ରେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିବାର କାର୍ଯ୍ୟକ୍ରମ ରହିଛି।…
ରାୟଗଡ଼ା ପିଲା ପଢ଼ୁଛନ୍ତି ଆନ୍ଧ୍ର ସ୍କୁଲରେ
ରାୟଗଡ଼ା ଅଫିସ,୩୧ା୧୨: ପିଲା ଅଭାବ ଦର୍ଶାଇ ରାଜ୍ୟ ସରକାର ଅନେକ ସ୍କୁଲ ବନ୍ଦ କଲେ। ପରେ କରୋନା ଯୋଗୁ ଦୀର୍ଘ ୨ ବର୍ଷ ହେଲା ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଦୀର୍ଘ ୨ ବର୍ଷ ଧରି ସ୍କୁଲ ବନ୍ଦର ସୁଯୋଗ…
ହଜାରେ ଟଙ୍କା ପାଇଁ ଜିଆର୍ଏସ୍, ପିଇଓଙ୍କୁ ନିସ୍ତୁକ ମାଡ଼
ହାଟଡିହୀ,୩୦l୧୨(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଜିଆରଏସ୍ ଗୋଲଖ ନାଏକ ଏବଂ ପିଇଓ (କାର୍ଯ୍ୟ ର୍ନିବାହୀ ଅଧିକାରୀ)ଜିତେନ୍ଦ୍ର କୁମାର ଜେନାଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି l ପିଇଓ ଜେନା ଏବଂ ଜିଆରଏସ ନାଏକଙ୍କ ଅଭିଯୋଗ ମୁତାବକ, ସରକାରଙ୍କ…
Archives


