ରାଜ୍ୟ

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି...

ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୩ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି। ଏହି ୩୩ ମୃତକଙ୍କ...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୦,୯୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮,୧୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪,୭୬୧ ଜଣ ଲୋକାଲ କେସ୍‌...

ଧାମରା ପାଖରେ ଅତିକ୍ରମ କରିବ ୟାସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ...

ଫନୀଠୁ କମ୍‌ ପ୍ରଭାବୀ ୟାସ୍‌: ଆଇଏମ୍‌ଡି ଡିଜି

ମେ’ ୨୬ରେ ସାମୁଦ୍ରିକ ଝଡ଼ ୟାସ୍‌ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍‌ କରିବ। ଏହା ୨୦୧୮ରେ ଦକ୍ଷିଣ ଓଡ଼ିଶାକୁ ପ୍ରଭାବିତ କରିଥିବା ବାତ୍ୟା ତିତ୍‌ଲି ଭଳି ତୀବ୍ର ହେବ। କିନ୍ତୁ ଫନିଠାରୁ କମ୍‌ ପ୍ରଭାବ ପକାଇବ ବୋଲି ଭାରତୀୟ ପାଣିପାଗ ବିଭାଗ...

ଏମ୍‌ସ ପକ୍ଷରୁ ୪ ସେବା ଆରମ୍ଭ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ ବିଶେଷ କରି ଉପଲବ୍ଧ ଶଯ୍ୟା ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ଠିକ୍‌...

‘ୟାସ୍‌’ ମୁକାବିଲା ସମୀକ୍ଷା କଲେ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ା ଓଡ଼ିଶାରେ ‘ୟାସ୍‌’ ର...

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା...

ଅଗ୍ନିଶମ ବିଭାଗର ୧୯୦ ଉଦ୍ଧାରକାରୀ ଦଳ ନିୟୋଜିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସୋମବାର ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ପୂରା ପ୍ରସ୍ତୁତିର ସମୀକ୍ଷା କରିବା ସହ ଭିଡିଓ କନ୍‌ଫରେନ୍ସରେ ରାଜ୍ୟରେ ସମସ୍ତ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କ...

ଝାରପଡ଼ା ଜେଲ୍‌ରେ ଆକ୍ରାନ୍ତଙ୍କ ସ୍ଥିତି ବିଗୁଡୁଛି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଝାରପଡା ଜେଲ୍‌ର ଆଇସୋଲେଶନରେ ଥିବା କରୋନା ଆକ୍ରାନ୍ତଙ୍କ ସ୍ଥିତି ବିଗିଡିବାରେ ଲାଗିଛି। ଆଜୀବନ ସଜା କାଟୁଥିବା ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ସୋମବାର ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡିବାରୁ ତାଙ୍କୁ ଭୁବନେଶବରର...

ବାତ୍ୟା ମୁକାବିଲା: ଆଶ୍ରୟ ସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଜନିତ ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରସ୍ତୁତ ହୋଇଛି। ଆବଶ୍ୟକ ସମୟରେ ଲୋକଙ୍କୁ କିପରି ଆଶ୍ରୟସ୍ଥଳୀକୁ ଅଣାଯିବ ସେ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି। ପୂର୍ବ ଜୋନ୍‌ରେ ସମସ୍ତ ଆଶ୍ରୟସ୍ଥଳୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri