ରାଜ୍ୟ

ଜାନୁୟାରୀରେ ପିକ୍‌ନିକ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରାକର ଗୁରୁବାର ସନ୍ଧ୍ୟାରେ ଜାନୁୟାରୀ ପାଇଁ ନୂଆଁ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି। ଜାନୁଆରୀରେ କୋଭିଡ୍‌ କଟକଣାକୁ କଡାକଡି କରାଯାଇଛି । ମାସରେ ସମସ୍ତ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି ରହିବ। ରାତି ୧୦ରୁ ସକାଳ ୫ଟା ଯାଏଁ ଏହି…

ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଝାରସୁଗୁଡ଼ା ଅଫିସ,୩୦।୧୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ନିଶ୍ୱାସ ଜନିତ ସମସ୍ୟା କାରଣରୁ ତାଙ୍କୁ ଝାରସୁଗୁଡ଼ାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ପୁଣି ବାଘଛାଲ ଜବତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ପୁଣି ଏସଟିଏଫ ଦ୍ବାରା ବାଘଛାଲ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବାଣପୁର ଗମ୍ଭାରୀପଡାରୁ ଏସଟିଏଫ ବାଘଛାଲ ଜବତ କରିଛି । ଏ ନେଇ ଜଣଙ୍କୁ ଗିରଫ କରାଯାଇଛି। ସେହେଲେ ରତ୍ନାକର ନାମକ ବ୍ୟବସାୟୀ। ବିଭିନ୍ନ ସ୍ଥାନରେ ଚଢାଉ କରି ୨୨ଟି…

୩ ଦିନ ବନ୍ଦ ରହିବ ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଏମ୍‌ସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । ୩୧ରୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ। ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।…

ରାଜ୍ୟରେ ଚିନ୍ତା ବଢାଉଛି ଓମିକ୍ରନ,ଆଉ ୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ବୁଧବାର ମଧ୍ୟ ଜଣେ ଆକ୍ରାନ୍ତ…

ଡ. ହୃଷୀକେଶ ମଲ୍ଲିକ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି। ତେବେ ‘ସରିଯାଇଥିବା ଅପେରା’ ପୁସ୍ତକ ପାଇଁ ଡ. ହୃଷୀକେଶ ମଲ୍ଲିକ ଏବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ କବିତା ପୁସ୍ତକ ‘ଧାନ…

‘ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ’

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍‌ସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ପଞ୍ଚାୟତ ନିର୍ବାଚନରେ ଲଢିବାକୁ ଥିବା ପ୍ରାର୍ଥୀଙ୍କ ଲାଗି ବିଭିନ୍ନ ପ୍ରକାର ଚିହ୍ନ ଜାରି ହୋଇଛି। ପଞ୍ଚାୟତ ନିର୍ବାଚନରେ ଲଢୁଥିବା ସରପଞ୍ଚ…

ମାସେ ଭିତରେ ପିଲାଙ୍କୁ ଟିକା: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ୧୫ରୁ ୧୮ ବର୍ଷ ପିଲାଙ୍କ ଟିକାକରଣ କାର୍ଯ୍ୟକ୍ରମ ମାସେ ଭିତରେ ଶେଷ ହେବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ୧୫ରୁ ୧୮ ବର୍ଷର ୨୩ ଲକ୍ଷ ୬୫ ହଜାର ପିଲା କୋଭାକ୍ସିନ୍‌ ଟିକା ନେବେ।…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୮କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଜାନୁୟାରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ

କଟକ ଅଫିସ, ୩୦।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଠାରୁ ଜାନୁୟାରୀ ୩ ଯାଏ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । ଓମିକ୍ରନର ସଂକ୍ରମଣ ବଢ଼ୁଥିବା ସହ ନୂଆବର୍ଷରେ ପର୍ଯ୍ୟଟକଙ୍କର ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏ…

ରାଜ୍ୟରେ ଚିହ୍ନଟ ହେଲେ ୨୨୫ କରୋନା ଆକ୍ରାନ୍ତ

  ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୩ ଜଣ ଲୋକାଲ…

ଆଜି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ

କେନ୍ଦ୍ରାପଡା ଅଫିସ,୩୦।୧୨: ପର୍ଯ୍ୟଟକଙ୍କ ପାଇଁ ଗୁରୁବାର ଶିମିଳିପାଳ ବନ୍ଦ ରହିବ। ଏ ନେଇ ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ସୂଚନା ଦେଇଛନ୍ତି। ତେବେ ବର୍ଷା ଯୋଗୁ କେବଳ ଆଜି ଦିନକ ପାଇଁ ବନ୍ଦ ରହିବ ବୋଲି ସୂଚନା ମିଳିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri