ଚନ୍ଦକାରେ ୪ ଜଙ୍ଗଲ ସଫାରି ଯାନ ଲୋକାର୍ପିତ
ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୩୦ା୧୨(ଡି.ଏନ୍.ଏ.): ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଗୋଡ଼ିବାରିଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରି ଯାନର ଶୁଭାରମ୍ଭ ହୋଇଛି। ବୁଧବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…
ବିଶ୍ୱସ୍ତରୀୟ ଚିଡ଼ିଆଖାନା ହେବ ନନ୍ଦନକାନନ
ବାରଙ୍ଗ,୩୦।୧୨(ଡି.ଏନ୍.ଏ.): ଧଳାବାଘ, ବଜ୍ରକାପ୍ତା ଓ ଘଡ଼ିଆଳ କୁମ୍ଭୀର ପ୍ରଜନନକୁ ନେଇ କେନ୍ଦ୍ରର ଦୃଷ୍ଟିଆକର୍ଷଣ କରିପାରିଥିବା ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଖୁବ୍ଶୀଘ୍ର ହେବାକୁ ଯାଉଛି ବିଶ୍ୱସ୍ତରୀୟ ଚିଡ଼ିଆଖାନା। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର…
ଇଡ୍କୋର ଜମି ବ୍ୟାଙ୍କ ପାଇଁ ଜନଶୁଣାଣି
ପାରାଦୀପ,୩୦ା୧୨(ସ୍ବ.ପ୍ର.): ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୧୧୧ଟି ଗ୍ରାମ ସୀମାରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ନିଗମ (ଇଡ୍କୋ) ୨୮୪.୧୫ ଲକ୍ଷ ବର୍ଗ ମିଟର ବା ୨୮,୪୧୪ ଏକର ଜମି ଅଧିଗ୍ରହଣ କରିବାକୁ ଯାଉଛି। ସେଥିପାଇଁ ବୁଧବାର ପାରାଦୀପ ମଧୁବନ ପୌର କଲ୍ୟାଣମଣ୍ଡପଠାରେ…
ଜୈବ ବିବିଧତା ପର୍ଯ୍ୟଟକଙ୍କ ଆକର୍ଷଣ ସାଜିଛି
କେନ୍ଦ୍ରାପଡ଼ା ଅଫିସ, ୩୦ା୧୨: କେନ୍ଦ୍ରାପଡ଼ା ଜିଲା ରାଜନଗର ପେଣ୍ଠ ବେଳାଭୂମିରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଗତ ୧୫ ତାରିଖରୁ ଜାତୀୟଉଦ୍ୟାନ ଭିତରକନିକା ଇକୋ ରିଟ୍ରିଟ୍ ଆରମ୍ଭ ହୋଇଛି। ଏଥିସହ ଶୀତଋତୁର ଆରମ୍ଭରୁ ବିଦେଶାଗତ ପକ୍ଷୀଙ୍କ ସମାହାର ପାଇଁ ଏଠାରେ ପର୍ଯ୍ୟଟକଙ୍କ…
ତିନିଦିନ ଘନ କୁହୁଡ଼ି
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ,…
ଖୋଲିବ ୬୩ ଆଦର୍ଶ ବିଦ୍ୟାଳୟ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…
ସିଆଇଆର୍ବି ଗଠନକୁ ଅଣଦେଖା
କେନ୍ଦ୍ରାପଡ଼ା ଅଫିସ, ୩୦ା୧୨: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ଏକ କୋଷ୍ଟାଲ ଇଣ୍ଡିଆ ରିଜର୍ଭ ବାଟାଲିଅନ (ସିଆଇଆରବି) ଆବଶ୍ୟକ। ଏହି ବାଟାଲିୟନର ମଞ୍ଜୁର ସକାଶେ ରାଜ୍ୟ ସରକାର ୨୦୧୭ ରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି କରିଥିଲେ। ରାଜ୍ୟ ସରକାରଙ୍କ ତତ୍କାଳୀନ…
୧୫ ଆଇପିଏସ୍ ଅଧିକାରୀଙ୍କ ପଦୋନ୍ନତି
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ…
ସ୍ବାଧୀନତା, ସମ୍ପତ୍ତି ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସରେ ୧୪ ନୂଆ ଥାନାକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଜୀବନ, ସ୍ବାଧୀନତା ଓ ସମ୍ପତ୍ତିର ସୁରକ୍ଷା ସର୍ବୋଚ୍ଚ…
ସୁବର୍ଣ୍ଣପୁର ହସ୍ପିଟାଲରେ ଶିଶୁ ବଦଳ ଅଭିଯୋଗ
ସୋନପୁର,୩୦।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁପୁତ୍ର ବଦଳ କରାଯାଇଥିବା ବୁଧବାର ଅଭିଯୋଗ ହୋଇଛି। ଘଟଣାର ୫ ଦିନ ପରେ ଏ ନେଇ ଉଲୁଣ୍ଡା ଥାନା ଗଣ୍ଡପାଲିର ବିଶିକେଶନ ଝାଙ୍କର ସୋନପୁର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ହସ୍ପିଟାଲକୁ ଯାଇ ଅଭିଯୋଗର…
‘ଆଗ ଓବିସିଙ୍କୁ ସଂରକ୍ଷଣ ଦିଅ, ପରେ ନିର୍ବାଚନ’
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ…
ଶିଳ୍ପ ସମୃଦ୍ଧ ଜିଲାରେ ବେକାରଙ୍କ ସଂଖ୍ୟା ବଢୁଛି
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍.ଏ.),୩୦।୧୨: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିତ୍କରଣ ଓ ଯାଜପୁର ଜିଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ବ୍ୟାସନଗର ସ୍ବୟଂଶାସିତ କଲେଜ ପରିସରରେ ଏକ କ୍ଷୁଦ୍ର ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ତେବେ ଏଠାରୁ କଳିଙ୍ଗନଗର ଶିଳ୍ପାଞ୍ଚଳର ଦୂରତା ମାତ୍ର ୫…
Archives


