୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି
ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ମହାନଦୀ…
୪୦ ଫୁଟ୍ ତଳକୁ ଖସିଲା OSRTC ବସ୍: ୨୪ଯାତ୍ରୀ ଆହତ, ଜଣେ ମୃତ
ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ ହୋଇଥିବା ବେଳେ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ସମୟରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି…
ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍ ଜଣେ ମହିଳା
ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା ଶିଖରଚଣ୍ଡୀ, ନୀଳକଣ୍ଠେଶ୍ୱର ଓ କନକ ଦୁର୍ଗା ମନ୍ଦିରରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ…
୩୧୮ ସ୍ଥାନରେ ‘ଅଟଳ ବସ୍ଷ୍ଟାଣ୍ଡ’:୬ ଜିଲାରେ…
ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍ଷ୍ଟାଣ୍ଡିକୁ ‘ଅଟଳ ବସ୍ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ଅଟଳ ବସ୍ଷ୍ଟାଣ୍ଡ’…
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ କଂଗ୍ରେସ ଭବନରେ ଶତାଧିକ ସମର୍ଥକଙ୍କ ଗହଣରେ ପିସିସି ସଭାପତି ଭକ୍ତ ଚରଣ ଦାସ,…
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ ସଙ୍କଟ ଯୋଗୁ କୋରାପୁଟ ଜିଲାର ଛୋଟ ହୋଟେଲ ଏବଂ ଫାଷ୍ଟ ଫୁଡ୍ ବ୍ୟବସାୟୀମାନେ…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା ନେଇ ଅଭିଯୋଗ ହୋଇଛି। ଏବେ ଏପ୍ରିଲ ମାସ ୨ ତାରିଖରୁ ପ୍ରତ୍ୟେକ ହାଇସ୍କୁଲର…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି । ବଡସହରା ପଞ୍ଚାୟତର ଦଣ୍ଡୁଆମାନେ ଆଜି ସକାଳୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ପାରିତ ହୋଇଛି। ପାର୍ବତୀ ଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ୱ…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ…

