ହସ୍ପିଟାଲରେ ଖୋଲିବ ଶିଶୁ କୋଭିଡ୍ ଓ୍ବିଙ୍ଗ୍
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଶିଶୁମାନେ କରୋନା ସଂକ୍ରମିତ ହେଉଥିବା ଜଣାପଡ଼ବା ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏ ନେଇ ଗାଇଡ୍ଲାଇନ ଜାରି କରାଯାଇଛି। ତଦନୁଯାୟୀ ପିଲାମାନଙ୍କ ପାଇଁ ପ୍ରତ୍ୟେକ ଡେଡିକେଟେଡ୍...
ଆରୁହା ପାହାଡ଼ରୁ କଳାପଥର ଚୋରି: ଚେତିଲା ପୋଲିସ ପ୍ରଶାସନ
ଯାଜପୁର ଅଫିସ/ଧର୍ମଶାଳା (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରେ ପୋଲିସ ପକ୍ଷରୁ ଶନିବାର ଚଢାଉ ହୋଇଛି। କଳାପଥର ଚୋରିରେ ନିୟୋଜିତ ୧୧ ଟିପ୍ପର, ଟ୍ରକ, ଟ୍ରାକ୍ଟର ଓ ହିଟାଚି ମେଶିନକୁ ପୋଲିସ ଜବତ କରିଛି। ଏହାସହ...
ଜନ୍ମନେଲେ ୨୮ ଘଡ଼ିଆଳ ଶାବକ
ବନ୍ତଳା,୨୩ା୫(ଡି.ଏନ.ଏ.): ସାତକୋଶିଆ ଅଭୟାରଣ୍ୟର ଅନୁଗୋଳ ଜିଲା ମହାନଦୀ ଗଣ୍ଡରେ ଶନିବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଗଣ୍ଡର ଉପରମୁଣ୍ଡ ବଳଦମରା ଠାରେ ୨୮ ଘଡ଼ିଆଳ ଶାବକ ଜନ୍ମ ନେବା ସହ ଦୀର୍ଘ ୪୦ ବର୍ଷର ଅଭିଯାନ ସଫଳ ହୋଇଛି।...
କେନ୍ଦ୍ର ପଠାଇଥିବା ୭୩ ଭେଣ୍ଟିଲେଟର ଅଚଳ
ଭୁବନେଶ୍ୱର, ୨୩ା୫(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପଠାଇଥିବା ୫୬୭ ଭେଣ୍ଟିଲେଟର ମଧ୍ୟରୁ ୭୩ଟି ଅଚଳ ହୋଇପଡ଼ିରହିଛି। ସେଥିରୁ ୧୮ଟିରେ ଉତ୍ପାଦନଗତ ତ୍ରୁଟି ରହିଥିବାବେଳେ ଅବଶିଷ୍ଟ ୫୫ ଯନ୍ତ୍ରାଂଶ ଅଭାବରୁ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରୀ...
ଘାରିଛି କୋଭିଡ୍ ଭୟ: ଜେଲରେ ବଢୁଛି ସଂକ୍ରମଣ
ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଚିନ୍ତା ବଢ଼ିଛି। ରାଜ୍ୟର ହାଇପ୍ରୋଫାଇଲ ଅପରାଧୀଙ୍କ କାରଗାର...
ହକି ଫେଡେରେଶନ ପକ୍ଷରୁ ପାଣ୍ଡିଆନଙ୍କୁ ପ୍ରେସିଡେଣ୍ଟ ଆଓ୍ବାର୍ଡ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ କରାଯାଇଛି। ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ...
ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫, କଳହାଣ୍ଡିରୁ ୪, ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ଅନୁଗୋଳରୁ...
ସଂକ୍ରମଣରେ ଲାଗୁନି ବ୍ରେକ୍: ଆଜି ଚିହ୍ନଟ ହେଲେ ୧୨,୮୫୨ ଆକ୍ରାନ୍ତ; ଖୋର୍ଦ୍ଧା-କଟକରୁ ସର୍ବାଧିକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲକ୍ଡାଉନ୍ ସତ୍ତ୍ୱେ ବେଲଗାମ ସ୍ଥିତିରେ କରୋନା। ଦୈନିକ ସଂକ୍ରମଣ ୧୦ ହଜାରରୁ କମିବାର ନା ନେଉନାହିଁ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨,୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ...
ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ
ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ ୨ ସଡୁଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ଼...
ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ...
ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ
ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି ।...
ସପ୍ତାହେ ପାଇଁ ଶଟ୍ଡାଉନ
ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ...
Archives


