ଆରପାରିରେ ‘ଖଇରୀ’ର ପାଳିତା ମା’
କଟକ ଅଫିସ/ବାରିପଦା ଅଫିସ , ୩୦ା୧୨: ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନୀହାର ନଳିନୀ ସ୍ବାଇଁ(୮୮)ଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ନଳିନୀ ବେଶ୍ ପରିଚିତ…
ଆରପାରିରେ ବାଘୁଣୀର ପାଳିତ ମା’
ବାରିପଦା ଅଫିସ,୨୯ା୧୨- ବହୁଚର୍ଚ୍ଚିତ ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନିହାର ନଳିନୀ ସ୍ବାଇଁ(୮୮)ଙ୍କର ମଙ୍ଗଳବାର ରାତି ୧ଟାରେ କଟକଠାରେ ପରଲୋକ ହୋଇଯାଇଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ସେ ବେଶ୍ ପରିଚିତ ଥିଲେ।…
ମହିଳାଙ୍କ ଆକାଉଣ୍ଟରୁ ଗାଏବ ହୋଇଗଲା ୧୨.୪୫ ଲକ୍ଷ
ବାଲେଶ୍ୱର ଅଫିସ, ୨୯।୧୨: ବାଲେଶ୍ୱର ଜିଲାରେ ଏକ ବଡ଼ଧରଣର ସାଇବର ଠକେଇ ସାମ୍ନାକୁ ଆସିଛି। ଜଣେ ମହିଳାଙ୍କ ଇଣ୍ଡସ୍ଇଣ୍ଡ ବ୍ୟାଙ୍କ, ବାଲେଶ୍ୱର ବ୍ରାଞ୍ଚରେ ଥିବା ଫିକ୍ସଡ୍ ଡିପୋଜିଟ୍ (ଏଫ୍ଡି) ୧୦ଲକ୍ଷ ଏବଂ ସେଭିଂ ଆକାଉଣ୍ଟରୁ ୨ଲକ୍ଷ ୪୫ହଜାର ଟଙ୍କା ଗାଏବ ହୋଇଯାଇଛି।…
ବାଘରାଣୀ ‘ଖଇରୀ’କୁ ପାଳି ଚର୍ଚ୍ଚାରେ ଥିବା ସାହସୀ ମହିଳାଙ୍କ ପରଲୋକ
କଟକ ଅଫିସ,୨୯ା୧୨: ବାଘରାଣୀ ‘ଖଇରୀ’କୁ ଘରେ ପାଳି ଚର୍ଚ୍ଚାରେ ରହିଥିବା ସାହସୀ ମହିଳା ନିହାର ନଳିନୀ ସ୍ବାଇଁଙ୍କର ପରଲୋକ ହୋଇଛି। କଟକ ସିଦ୍ଧେଶ୍ୱର ସାହିଠାରେ ଥିବା ଏକ ବୃଦ୍ଧା ଆଶ୍ରମରେ ମଙ୍ଗଳବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…
ଆଧାରକାର୍ଡ ନ ଥିଲେ ସ୍କୁଲ ଆଇ କାର୍ଡରେ ନେଇ ପାରିବେ ଟିକା
ଭୁବନେଶ୍ବର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଏ ନେଇ ସ୍କୁଲରେ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେବେ…
ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପିଲାଙ୍କୁ ଟିକା
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ପିଲାଙ୍କୁ ଟିକା ଦିଆଯିବ । ସାରା ଦେଶରେ ୧୫ ରୁ ୧୮ ବର୍ଷର ପିଲାଙ୍କୁ ଏହି ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଯେଉଁଠି ପିଲାଙ୍କ ପାଇଁ ଟିକାକରଣ କେନ୍ଦ୍ର…
ବଦଳିପାରେ ସ୍କୁଲ୍ ଖୋଲିବା ନିଷ୍ପତ୍ତି: ଡିଏମ୍ଇଟି
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିପାରେ। ଏ ନେଇ ଡିଏମ୍ଇଟି ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ସରକାର ପୂର୍ବ ସ୍ଥିତି ଦେଖି ସ୍କୁଲ୍ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ରାଜ୍ୟକୁ ଓମିକ୍ରନ ଆସି ନ ଥିଲା କି ସଂକ୍ରମଣ ବଢି…
ଆଜି ବି ବର୍ଷିବ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ମଙ୍ଗଳବାର ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବୁଧବାର ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବୁଧବାର ଓ ଆସନ୍ତା…
୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ
ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଡିସେମ୍ବର ୩୧ ସକାଳ ୬ରୁ ଜାନୁୟାରୀ ୨ ରାତି…
ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୭କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ କୋରାପୁଟ ଜିଲାର। ତେବେ ଆଜି ରାଜ୍ୟରେ ୧୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ବୋତଲ ମାଡ଼ରେ କର୍ମଚାରୀଙ୍କ ମୁଣ୍ଡ ଫାଟିଲା
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ଡେଲ୍ଟା ଛକସ୍ଥିତ ବିଅର୍ ପାର୍ଲରରେ ମଙ୍ଗଳବାର ଜଣେ କର୍ମଚାରୀଙ୍କୁ ଆକ୍ରମଣ କରାଯାଇଛି। ଗ୍ରାହକଙ୍କ ବୋତଲ ମାଡ଼ରେ ବାର୍ କର୍ମଚାରୀ ଅଶୋକ ବାରିକଙ୍କ ମୁଣ୍ଡ ଫାଟିଛି। ତାଙ୍କୁ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗକ୍ରମେ…
ରାଜ୍ୟରେ ଚିହ୍ନଟ ହେଲେ ୨୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୨ ଜଣ ଲୋକାଲ କେସ…
Archives


