ରାଜ୍ୟ

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ...

ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ...

୩୦ ଜିଲାରେ ହେବ ‘ଲୋକକଳା ଦଳ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ପାଇଁ ଏହି ସ୍ବୟଂ ସହାୟକ ଦଳ କାର୍ଯ୍ୟ କରିବ। ଏଥିପାଇଁ କଳାକାର...

କୁଶଳୀ ଶିଳ୍ପୀ ନିହଣ ସଙ୍ଗେ ଅସ୍ତ୍ର ବି ଧରୁଥିଲେ

ପୂର୍ବ ଆଲୋଚନାରେ (ଧରିତ୍ରୀ, ୨୬ା୪ା୨୧) ‘ମଗୋ ଜାତୀୟ ବ୍ରାହ୍ମଣ’ଙ୍କ ପ୍ରସଙ୍ଗ ଆମେ ଆଲୋଚନା କରିଥିଲେ। ପ୍ରାଚୀନ ଭାରତର ଇତିହାସ ପୁସ୍ତକରେ ବା ଭଗବତ୍‌ ଶରଣ ଉପାଧ୍ୟାୟ ଏ ସମ୍ପର୍କିତ ମତ ଦେବାପରେ ଡ. ରାମ୍‌ଜୀ ଉପାଧ୍ୟାୟ ଏହି ମତକୁ ଆଗେଇ...

ରାଜଧାନୀରେ ୭୦ହଜାର ମୁହାଁ ସଂକ୍ରମଣ

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଜଟିଳ ଲାଗିଛି। ଉଭୟ ସଂକ୍ରମଣ ଓ ମୃତ୍ୟୁ ବଢ଼ି ଚାଲିଛି। ଦୈନିକ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏକାଧିକ ଜୀବନ ଯାଉଛି। ସ୍ଥିତି ଏପରି ହୋଇଛି ସହରରୁ ୬୦ହଜାରରୁ ଊର୍ଦ୍ଧ୍ୱ...

କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍‌ମେଲିଂ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍‌ କଣ୍ଠଶିଳ୍ପୀ ପୁରୀର ଅଙ୍କିତ ମିଶ୍ର ଫସିଯାଇଛନ୍ତି। ଶେଷରେ ଏନେଇ ବଡ଼ଗଡ଼ ଥାନାରେ ଅଭିଯୋଗ...

ଝାରପଡ଼ା ଜେଲରୁ ବିଦେଶକୁ ଯାଉଥିଲା କଲ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ):କଟକଣା ସତ୍ତ୍ୱେ ଝାରପଡା ଜେଲକୁ ବେଆଇନ ମୋବାଇଲ୍‌ ଫୋନ୍‌ ଯାଉଛି। ଯେତେ ଜବତ କଲେ ସେତେ ମିଳୁଛି। ଅଧିକାଂଶ ମୋବାଇଲ୍‌ ଫୋନ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଓ ହାଇପ୍ରୋଫାଇଲ୍‌ ଅଭିଯୁକ୍ତଙ୍କ ସେଲ୍‌ ନିକଟ ମାଟିତଳୁ ମିଳୁଥିବାରୁ ସତେ ଯେମିତି ଏଠାରେ ଖଣି...

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର...

‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ...

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ...

୪ ଜିଲାକୁ ବଡ଼ ବିପଦ

ଭୁବନେଶ୍ୱର,୨୪।୫(ବ୍ୟୁରୋ)ସାମୁଦ୍ରିକ ଝଡ଼ ୟାସ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲା ପାଇଁ ବଡ଼ ବିପଦ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ୨୫ ତାରିଖ ରାତିରୁ ଉପରୋକ୍ତ ୪ ଜିଲା ସମେତ ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର...

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri