ରାଜ୍ୟ

ଘରୁ ମିଳିଲା ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୮।୧୨: ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ…

ବୁଦାମୂଳେ ପଡିଥିଲା ରକ୍ତ ଭିଜା ପୁଟୁଳି

ଖଇରା,୨୮।୧୨(ଡି.ଏନ.ଏ.): ମଙ୍ଗଳବାର ଅପରାହ୍ନ ୨ଟା। ବାଲେଶ୍ୱର ଜିଲା ଖଇରା ଥାନା ବାରଭାଗିଆ ଗ୍ରାମର ଏକ ପରିତ୍ୟକ୍ତ ସ୍ଥାନକୁ ଲୋକଙ୍କ ସୁଅ ଛୁଟିଥିଲା। କେହି ଦୁର୍ବୃତ୍ତ ଶିଶୁକୁ ହତ୍ୟା କରି ଲୁଗା ଗଣ୍ଠିଲେ ଗୁଡାଇ ବୁଦାମୂଳକୁ ଫିଙ୍ଗି ଦେଇଥିବା ଚର୍ଚ୍ଚା ହୋଇଥିଲା। ସ୍ଥାନୀୟ…

ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଅମ୍ବାଭୋନା,୨୮।୧୨(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭେନା ବ୍ଲକରେ ମଙ୍ଗଳବାର ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏଥିରେ ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି । କ୍ଷେତ, ଖଳାରେ ରହିଥିବା ଅମଳ ଧାନ ବର୍ଷା, କୁଆପଥର ମାଡ଼ ଯୋଗୁ ନଷ୍ଟ ହୋଇଛି…

ଆଖି ଆଗରେ ଚାଲିଗଲା ୩୦ରୁ ଅଧିକ ମେଣ୍ଢାଙ୍କ ଜୀବନ

ପାତ୍ରପୁର,୨୮ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଚୁଡିଆଲାଞ୍ଜିଠାରେ ମଙ୍ଗଳବାର ଧାନ ଫସଲ ଖାଇ ପ୍ରାୟ ୩୦ରୁ ଊର୍ଦ୍ଧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। କେଶରୀପଡା ପଞ୍ଚାୟତ ଭେଜିପଦର ଗ୍ରାମର ଡି ଲାଛମାୟା, କେ କୃଷ୍ଣମୂର୍ତ୍ତି ଓ ଏମ୍‌ ସନ୍ତୋଷ ମେଣ୍ଢାକୁ ମଙ୍ଗଳବାର ଚରାଇବାକୁ…

ଆଉ ବିଡିଏ ଅନୁମତି ଲୋଡାନାହିଁ

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): ସହରାଞ୍ଚଳରେ ଜମି କିଣାବିକା ସହଜ ହେବ। କାରଣ ରାଜ୍ୟ ସରକାର ସମସ୍ତ ଲିଜ ଜମିକୁ ଫ୍ରି ହୋଲ୍ଡ କରିବେ। ବର୍ତ୍ତମାନ ସ୍ଥିତିରେ ଲିଜ ଜମିରେ ଜମି ମାଲିକଙ୍କୁ କେବଳ ହେରିଟେବୁଲ ରାଇଟ୍ସ ଦିଆଯାଇଛି। ଏହାର ଅର୍ଥ ଲିଜ୍‌ଧାରୀ କେବଳ…

ଏକାମ୍ର କ୍ଷେତ୍ରର ବିକାଶ ଲାଗି ୧୩ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ୧୦୩ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଏକାମ୍ର ଅଞ୍ଚଳର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୩ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିଲାଗି ୧୦୩ କୋଟି ଟଙ୍କା ବିନିଯୋଗ କରାଯିବ। ସେଥିମଧ୍ୟରେ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର…

୩ ଦିନ ଦର୍ଶନ ବନ୍ଦ

ଆରଡ଼ି,୨୮।୧୨(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିସ୍ଥିତ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ୩ ଦିନ ପାଇଁ ବନ୍ଦ ରହିବ। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ଏବଂ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ସକାଳ…

ଜାନୁୟାରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା…

ଫେବୃୟାରୀରେ ପିକ୍‌ ନେଇପାରେ ତୃତୀୟ ଲହର: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍‌ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ…

ପ୍ରଦୂଷଣ ନିୟନ୍ତ୍ରଣ: ରାଜ୍ୟକୁ ଏନ୍‌ଜିଟି ଅଧ୍ୟକ୍ଷଙ୍କ ପ୍ରଶଂସା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଶିଳ୍ପାଞ୍ଚଳ ଓ ସହରାଞ୍ଚଳ ପ୍ରଦୂଷଣକୁ ହ୍ରାସ କରିବା ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପରିଚାଳିତ ସରକାରଙ୍କ ଅଭିନବ କାର୍ଯ୍ୟକ୍ରମ ‘ମୋ ସରକାର’ ଜରିଆରେ ଲୋକମାନଙ୍କ ଠାରୁ ପରିବେଶ ସମ୍ପର୍କରେ ମତାମତ…

ଖୁବ୍‌ଶୀଘ୍ର ସଂରକ୍ଷଣ ତାଲିକା ଦାଖଲ କରିବେ ସରକାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଆଉ ପାଦେ ଆଗେଇଛନ୍ତି। ଖୁବ୍‌ଶୀଘ୍ର ସରକାର ସଂରକ୍ଷଣ ତାଲିକା ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବେ । ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି । ଜିଲା ପରିଷଦ…

ପଇସାବାଲା ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ ଦେବ ଦଳ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କ ମତକୁ ନିଜ ସପକ୍ଷରେ ନେବା ସକାଶେ ବିଜେଡି ଓ ଭାଜପା ସବୁ ପ୍ରକାର ଉଦ୍ୟମ ଆରମ୍ଭ କରିଦେଲେଣି। ଏହି କ୍ରମରେ ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦଳର ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri