ରାଜ୍ୟ

୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡିତଙ୍କୁ ଏହି ଟିକା ମିଳିବ। ତେବେ କେଉଁ…

ଆଜି ଭିଜିବ ୧୦ ଜିଲା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲାରେ ବର୍ଷା ହେବା ସହ ୩୦…

୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଏ ନେଇ ୧୦ ଦିନ ଭିତରକନିକାକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ…

ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୫କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ ଗଞ୍ଜାମ ଜିଲାର। ତେବେ ଆଜି ରାଜ୍ୟରେ ୧୫୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ…

ନାସାରେ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ

ରାଜକନିକା,୨୮।୧୨(ଡି.ଏନ.ଏ.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାରେ ଶନିବାର ନୂଆ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ ଓଁ ନାରାୟଣୀ ନାୟକ(୩୦)। କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ହାଟସାହିର ବିରଞ୍ଚତ୍ ନାରାୟଣ ନାୟକଙ୍କ ସେ ଏକମାତ୍ର କନ୍ୟା। ସେ ‘ଜେମ୍ସ ଓ୍ବେବ୍‌ ସ୍ପେସ୍‌…

‘ଜୱାଦ’ କ୍ଷତିଗ୍ରସ୍ତଙ୍କୁ ୫୦୭ କୋଟି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ବାସୁଦେବପୁର,୨୮ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସୁଗୋ ଓ ପଦ୍ମପୁର ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସୋମବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ସମୀକ୍ଷା କରିଛନ୍ତି। ବିଧାୟକ ରାଉତରାୟ ସୁଗୋ ହାଇସ୍କୁଲ, ସୁଗୋ, ପାଟଣା ଉନ୍ନୀତ ଗ୍ରନ୍ଥି ବିଦ୍ୟାଳୟର ଭିତ୍ତିଭୂମିର ବିକାଶ…

୪ ଦିନ ହେଲା ପାନୀୟଜଳ ଯୋଗାଣ ବନ୍ଦ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.) କେନ୍ଦୁଝର ସହରର ବିଭିନ୍ନ ଅଞ୍ଚଳକୁ ୪ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ସାହିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଯିବାରୁ ପଞ୍ଚଦେବ…

ବାଲେଶ୍ୱରରେ ‘ମିଶନ ଶକ୍ତି କାଫେ’

ବାଲେଶ୍ୱର ଅଫିସ, ୨୮ା୧୨ ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସାମାଜିକ ନିରାପତ୍ତା ଓ ସଶକ୍ତୀକରଣ ବିଭାଗ ସହାୟତା ତଥା ମିଶନ ଶକ୍ତି ସହଯୋଗରେ କିନ୍ନର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ପକ୍ଷରୁ ଏକ ଅତ୍ୟାଧୁନିକ କଫି…

ବାହାର ରାଜ୍ୟ ଟ୍ରେଲର ଚଳାଚଳକୁ ବିରୋଧ

କେନ୍ଦୁଝର, ୨୮ା୧୨ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବାହାର ରାଜ୍ୟର ଟ୍ରେଲର ଚଳାଚଳକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏନେଇ ବିଭିନ୍ନ ଅଞ୍ଚଳର ୬ଟି ଟ୍ରକ ମାଲିକ ସଂଘକୁ ନେଇ ଗଠିତ କୋର କମିଟି ସଦସ୍ୟ ସୋମବାର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଭେଟି ସମସ୍ୟା…

ଆରମ୍ଭ ହେଲା ମଣ୍ଡି

କାମାକ୍ଷାନଗର, ୨୮ା୧୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାରେ ସୋମବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ଖରିଫ୍‌ ଧାନ କିଣା। କାମାକ୍ଷାନଗର ବ୍ଲକ ରାୟନୃସିଂହପୁର ପଞ୍ଚାୟତ ଗୋଦରିବିଲିରେ ଜିଲାପାଳ ସରୋଜ କୁମାର ସେଠୀ ଧାନ କିଣାବିକା ଲାଗି ମଣ୍ଡିର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri