ରାଜ୍ୟ

ବିଳମ୍ବ ନ କରି ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ,...

ରେଡ ୱାର୍ଣ୍ଣିଂ କାଟାଗୋରି-୧’ରେ ଏସବୁ ଜିଲା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ଓ ଗଭୀର ଅବପାତ ପରେ ବାତ୍ୟାର ରୂପ ନେଇ ସାରିଛି। ଏହା ୨୬ ତାରିଖ ମଧ୍ୟାହ୍ନରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ଅତି ଭୀଷଣ ରୂପ ନେବ।...

ବାତ୍ୟା ମୁକାବିଲା: ଏହି ୫ ବରିଷ୍ଠ ଆଇଏଏସ୍‌ଙ୍କୁ ଏସବୁ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌କୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ତେଣୁ ଏହି ୫ ଜିଲାରେ ବାତ୍ୟା ମୁକାବିଲା...

ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା

ବଇଣ୍ଡା,୨୪ା୫:  କୋଭିଡ୍‌ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ...

ଭୋକ ସହ ୫ ପ୍ରାଣୀଙ୍କ ଲଢ଼େଇ

କାମାକ୍ଷାନଗର, ୨୪ା୫(ଡି.ଏନ.ଏ.):  ‘ଗରିବଗୁରୁବାଙ୍କୁ ମାଗଣାରେ ଖାଇବାକୁ ଦେଉଥିବା ଜାଣିବା ପରେ ଧାଇଁ ଆସିଥିଲି। ହେଲେ ଆସିବା ବେଳକୁ ସବୁ ସରିଗଲାଣି। ଲୋକମାନେ ପଳାଇଲେଣି। ମତେ ନ ହେଲା ନାହିଁ, ମୋ ପାଗଳା ପୁଅଟା ପାଇଁ ଦି ମୁଠା ଖାଇବାକୁ ଦିଅ।...

ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍‌’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି...

ବାତ୍ୟା ଯୋଗୁ କୋହଳ ହେଲା ଲକ୍‌ଡାଉନ୍‌ କଟକଣା

ଭୁବନେଶ୍ୱର,୨୪।୫: ସମ୍ଭାବ୍ୟ ବାତ୍ୟା ୟାସ୍‌କୁ ଦୃଷ୍ଟିରେ ରଖି ରାଜ୍ୟର ୧୦ଟି ଜିଲାରେ ଲକଡାଉନ କଟକଣା ଆସନ୍ତା ୨ ଦିନ ପାଇଁ ସାମାନ୍ୟ କୋହଳ ହୋଇଛି। ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା...

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ...

ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ...

୩୦ ଜିଲାରେ ହେବ ‘ଲୋକକଳା ଦଳ’

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ପାଇଁ ଏହି ସ୍ବୟଂ ସହାୟକ ଦଳ କାର୍ଯ୍ୟ କରିବ। ଏଥିପାଇଁ କଳାକାର...

କୁଶଳୀ ଶିଳ୍ପୀ ନିହଣ ସଙ୍ଗେ ଅସ୍ତ୍ର ବି ଧରୁଥିଲେ

ପୂର୍ବ ଆଲୋଚନାରେ (ଧରିତ୍ରୀ, ୨୬ା୪ା୨୧) ‘ମଗୋ ଜାତୀୟ ବ୍ରାହ୍ମଣ’ଙ୍କ ପ୍ରସଙ୍ଗ ଆମେ ଆଲୋଚନା କରିଥିଲେ। ପ୍ରାଚୀନ ଭାରତର ଇତିହାସ ପୁସ୍ତକରେ ବା ଭଗବତ୍‌ ଶରଣ ଉପାଧ୍ୟାୟ ଏ ସମ୍ପର୍କିତ ମତ ଦେବାପରେ ଡ. ରାମ୍‌ଜୀ ଉପାଧ୍ୟାୟ ଏହି ମତକୁ ଆଗେଇ...

ରାଜଧାନୀରେ ୭୦ହଜାର ମୁହାଁ ସଂକ୍ରମଣ

ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଜଟିଳ ଲାଗିଛି। ଉଭୟ ସଂକ୍ରମଣ ଓ ମୃତ୍ୟୁ ବଢ଼ି ଚାଲିଛି। ଦୈନିକ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏକାଧିକ ଜୀବନ ଯାଉଛି। ସ୍ଥିତି ଏପରି ହୋଇଛି ସହରରୁ ୬୦ହଜାରରୁ ଊର୍ଦ୍ଧ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri