ରାଜ୍ୟ

କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍‌ମେଲିଂ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍‌ କଣ୍ଠଶିଳ୍ପୀ ପୁରୀର ଅଙ୍କିତ ମିଶ୍ର ଫସିଯାଇଛନ୍ତି। ଶେଷରେ ଏନେଇ ବଡ଼ଗଡ଼ ଥାନାରେ ଅଭିଯୋଗ...

ଝାରପଡ଼ା ଜେଲରୁ ବିଦେଶକୁ ଯାଉଥିଲା କଲ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ):କଟକଣା ସତ୍ତ୍ୱେ ଝାରପଡା ଜେଲକୁ ବେଆଇନ ମୋବାଇଲ୍‌ ଫୋନ୍‌ ଯାଉଛି। ଯେତେ ଜବତ କଲେ ସେତେ ମିଳୁଛି। ଅଧିକାଂଶ ମୋବାଇଲ୍‌ ଫୋନ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଓ ହାଇପ୍ରୋଫାଇଲ୍‌ ଅଭିଯୁକ୍ତଙ୍କ ସେଲ୍‌ ନିକଟ ମାଟିତଳୁ ମିଳୁଥିବାରୁ ସତେ ଯେମିତି ଏଠାରେ ଖଣି...

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର...

‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ...

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ...

୪ ଜିଲାକୁ ବଡ଼ ବିପଦ

ଭୁବନେଶ୍ୱର,୨୪।୫(ବ୍ୟୁରୋ)ସାମୁଦ୍ରିକ ଝଡ଼ ୟାସ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲା ପାଇଁ ବଡ଼ ବିପଦ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ୨୫ ତାରିଖ ରାତିରୁ ଉପରୋକ୍ତ ୪ ଜିଲା ସମେତ ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର...

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ...

‘ଓଡିସିଏଲ୍‌ ୟୁନିଟ୍‌ ବିକ୍ରି କରା ନ ଯାଉ’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ମହାମାରୀ ସମୟରେ ଓଡ଼ିଶାରେ ଥିବା ଏକମାତ୍ର ଔଷଧ ବିନିର୍ମାଣ ୟୁନିଟ୍‌ ଓଡ଼ିଶା ଡ୍ରଗ୍ସ ଆଣ୍ଡ୍‌ କେମିକାଲ୍ସ ଲିମିଟେଡ୍‌ (ଓଡିସିଏଲ୍‌)କୁ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଉଭୟ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ରହିଥିବା...

୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ...

କମ୍ପାନୀକୁ ୧୨ କୋଟି ଟଙ୍କାର ଚୂନା ଲଗାଇଥିଲେ କ୍ୟାସିୟର

ଝାରସୁଗୁଡା ଅଫିସ୍‌,୨୩।୫, ଝାରସୁଗୁଡ଼ା ସରବାହାଲ ସ୍ଥିତ ଓଡ଼ିଶା-ବେଙ୍ଗଲ କ୍ୟାରିୟର ଲିଃ ନାମକ ଟ୍ରାନ୍ସପୋର୍ଟ କମ୍ପାନୀରୁ ୧୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ କମ୍ପାନୀରେ କାର୍ଯ୍ୟରତ କ୍ୟାସିୟର ଏବଂ ତାଙ୍କର ସହଯୋଗୀଙ୍କୁ ଗିରଫ...

ଦୁର୍ଘଟଣାରେ ମାମୁ-ଭଣଜା ମୃତ, ଭାଣିଜୀ ଗୁରୁତର

ମାଲକାନଗିରି,୨୩।୫: ମାଲକାନଗିରି ଜିଲା ଗୌଡ଼ଗୁଡ଼ାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାମୁ ଓ ଭଣଜାଙ୍କ ମୃତ୍ୟୁ ଘଟିଛି। ସେହିପରି ଭାଣିଜୀ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଏମ୍‌ଭି-୦୧ ଗ୍ରାମର ମାମୁ ମିଥୁନ ବଶ୍ୱାସ(୨୮) ଏବଂ ଭଣଜା...

ଶିଶୁ ବିଶେଷଜ୍ଞ ବୋଲାଉଥିବା ନକଲି ଡାକ୍ତର ଗିରଫ

ଝାରସୁଗୁଡ଼ା ଅଫିସ,୨୩ା୫: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରୁ ଜଣେ ନକଲି ଡାକ୍ତରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିିଛି। ସେ ହେଲେ ଛତିଶଗଡ଼ ଦୁର୍ଗ ଜିଲା ଭଂସୁଲିର ରମେଶ କୁମାର ସାହୁ(୪୫)। ଏ ନେଇ ବେଲପାହାଡ଼ ଥାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri