ଓଡ଼ିଶା ଉପକୂଳରେ ବାଂଲାଦେଶୀ ବୋଟ୍
ପାରାଦୀପ,୨୭।୧୨(ସ୍ବ.ପ୍ର.): ପାରାଦୀପ-ଅସ୍ତରଙ୍ଗ ସମୁଦ୍ର ସୀମା ମଧ୍ୟରେ ବୁଲୁଥିବା ଏକ ଅଣ ପଞ୍ଜୀକୃତ ବାଂଲାଦେଶୀ ବୋଟ୍କୁ ରବିବାର ସ୍ଥାନୀୟ ମତ୍ସ୍ୟଜୀବୀ ଠାବକରି ମେରାଇନ ପୋଲିସ ଜିମା ଦେଇଛନ୍ତି। ଉକ୍ତ ବୋଟ୍ରେ ଥିବା ୨୦ଜଣ ମତ୍ସ୍ୟଜୀବୀଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରିଛି। ମତ୍ସ୍ୟବିଭାଗ…
ପିଲାଙ୍କ ଚାଉଳ ହେରଫେର
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅନୁପୂରକ ପୁଷ୍ଟିକର କାର୍ଯ୍ୟକ୍ରମ(ଏସ୍ଏନ୍ପି) ଜରିଆରେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ରର ଶିଶୁଙ୍କୁ ଚାଉଳ ଯୋଗାଣରେ ବ୍ୟାପକ ହେରଫେର ହୋଇଛି। ପିଲାଙ୍କ ପାଇଁ ଆସୁଥିବା ଚାଉଳକୁ ଜିଲା ସମାଜ କଲ୍ୟାଣ ଅଧିକାରୀ(ଡିଏସ୍ଡବ୍ଲ୍ୟୁଓ) ଏବଂ ପରିହବନ ଏଜେଣ୍ଟ…
ପ୍ରତ୍ୟେକ ଜିଲାରୁ ମଗାଗଲା ପିଲାଙ୍କ ତଥ୍ୟ
ଭୁବନେଶ୍ୱର,୨୬।୧୨ (ବ୍ୟୁରୋ): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଟିକାକରଣ ଏବଂ ଗାଇଡ୍ଲାଇନ୍ ପାଳନକୁ ଗୁରୁତ୍ୱ ଦିଆଯାଉଛି। ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ ଓ ବୁଷ୍ଟର ଡୋଜ୍ ଟିକା ଦେବାପାଇଁ ପ୍ରଧାନମନ୍ତ୍ରୀ…
ଦା’ରେ କାଟିଦେଲେ ସ୍ତ୍ରୀଙ୍କ ଗଳା
ସମ୍ବଲପୁର,୨୬ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ବତେମୁରା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଲକ୍ଷ୍ମୀ ରାକସ (୩୨)ଙ୍କ ଗଳା କାଟି ସ୍ବାମୀ ଆନନ୍ଦ ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ସ୍ବାମୀ ଆନନ୍ଦଙ୍କୁ ଗିରଫ କରିଛି। ମୃତଦେହ ବ୍ୟବଚ୍ଛେଦ…
ସିଆରପିଏଫ୍ କ୍ୟାମ୍ପରେ ଏସ୍ଆଇଙ୍କୁ ପିଟିପିଟି ମାରିଦେଲେ
ମାଲକାନଗିରି,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଭେଙ୍କେଟପୁରମ୍ ପୋଲିସ ଷ୍ଟେଶନ ଅନ୍ତର୍ଗତ ସିଆରପିଏଫ୍ କ୍ୟାମ୍ପରେ ରବିବାର ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଫଳରେ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଏସ୍ଆଇ ରମେଶ ଚନ୍ଦ୍ର। ଅନ୍ୟ…
ସ୍ବାମୀ, ପୁଅକୁ ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣବଳାତ୍କାର
ଜୟପୁର,୨୬।୧୨(ନି.ପ୍ର.): ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୬/୨୧) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ମମତା ପାଣିଗ୍ରାହୀ କହିଛନ୍ତି। ଅଭିଯୋଗ…
ବିଜେଡି ପ୍ରତିଷ୍ଠା ଦିବସରେ ସୁପ୍ରିମୋଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ କର୍ମୀ ଓ ଭାଇ ଭଉଣୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଆପଣମାନଙ୍କ ନିରନ୍ତର ଭଲପାଇବା…
ଜମିରୁ ଶୁଖୁନି ପାଣି
ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ସରକାରଙ୍କ ପକ୍ଷରୁ ମଣ୍ଡି ଖୋଲିବାରେ ବିଳମ୍ବ ହେବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପ୍ରଥମ…
ଛଟପଟ ହୋଇ ମଲା ଦନ୍ତା, ପହଞ୍ଚିଲାନି ବନ ବିଭାଗ
ଖୋର୍ଦ୍ଧା ଅଫିସ,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍ ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଥିରେ ଅନ୍ୟ ୨ଟି ହାତୀ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ…
କଟକଣାକୁ ମାନିଲେନି
ଭୋଗରାଇ, ୨୬ା୧୨(ଡି.ଏନ.ଏ.) କରୋନା ବିପଦ ଟଳି ନ ଥିବା ବେଳେ ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ପରାମର୍ଶକ୍ରମେ ରାଜ୍ୟ ସରକାର ବଡ଼ଦିନ ଏବଂ ନବବର୍ଷ ନିମନ୍ତେ କେତେକ ନିର୍ଦ୍ଦେଶନାମା ଜାରି କରିଛନ୍ତି।…
ଆଜି ବିିଜେଡି ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ…
ରାଜ୍ୟରେ ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪ ଚିହ୍ନଟ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…
Archives


