ଦୁର୍ଘଟଣାରେ ମାମୁ-ଭଣଜା ମୃତ, ଭାଣିଜୀ ଗୁରୁତର
ମାଲକାନଗିରି,୨୩।୫: ମାଲକାନଗିରି ଜିଲା ଗୌଡ଼ଗୁଡ଼ାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାମୁ ଓ ଭଣଜାଙ୍କ ମୃତ୍ୟୁ ଘଟିଛି। ସେହିପରି ଭାଣିଜୀ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଏମ୍ଭି-୦୧ ଗ୍ରାମର ମାମୁ ମିଥୁନ ବଶ୍ୱାସ(୨୮) ଏବଂ ଭଣଜା...
ଶିଶୁ ବିଶେଷଜ୍ଞ ବୋଲାଉଥିବା ନକଲି ଡାକ୍ତର ଗିରଫ
ଝାରସୁଗୁଡ଼ା ଅଫିସ,୨୩ା୫: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରୁ ଜଣେ ନକଲି ଡାକ୍ତରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିିଛି। ସେ ହେଲେ ଛତିଶଗଡ଼ ଦୁର୍ଗ ଜିଲା ଭଂସୁଲିର ରମେଶ କୁମାର ସାହୁ(୪୫)। ଏ ନେଇ ବେଲପାହାଡ଼ ଥାନା...
କୋଭିଡ୍ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ
ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ...
ନକଲି ମଦରେ ବ୍ରାଣ୍ଡେଡ୍ ଲୋଗୋ
ଭଦ୍ରକ ଅଫିସ/ପଦ୍ମପୁର, ୨୩।୫ (ଡି.ଏନ.ଏ.)- ବାସୁଦେବପୁର ବ୍ଲକର ଆର୍ତ୍ତୁଂ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଦୀର୍ଘଦିନ ହେଲା ଚାଲିଥିଲା ନକଲି ବିଦେଶୀ ମଦ ତିଆରି କାରଖାନା। ସେମାନଙ୍କ ପାଖରେ ଥିଲା ମଦ ପ୍ରସ୍ତୁତିରେ ବ୍ୟବହାର ହେଉଥିବା ସ୍ପିରିଟ, କେମିକାଲ। କେବଳ ଏତିକି...
ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ
ଜଗତ୍ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ...
ଚିଙ୍ଗୁଡ଼ି ପ୍ରୋସେସିଂପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍: ୩ ମହିଳା ଗୁରୁତର
ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ...
ଆସୁଛି ‘ୟାସ’: ବେଶି ପ୍ରଭାବିତ ହେବ ଜଗତସିଂହପୁର-କେନ୍ଦ୍ରାପଡ଼ା-ଭଦ୍ରକ-ବାଲେଶ୍ୱର-ମୟୂରଭଞ୍ଜ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟା ‘ୟାସ’ରେ ପରିଣତ ହେବାକୁ ଯାଉଛି। ଏହା ରବିବାର ଅବପାତରେ ପରିଣତ ହୋଇସାରିଛି। ସୋମବାର ସକାଳ ସୁଦ୍ଧା ଏହା ବାତ୍ୟା ଏବଂ ପରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି...
ବାତ୍ୟା ନେଇ ଛୁଟି ବାତିଲ୍
ଭୁବନେଶ୍ୱର,୨୩।୫:(ବ୍ୟୁରୋ): ବାତ୍ୟା ‘ୟାସ’ ନେଇ ପୂର୍ବରୁ ରାଜ୍ୟ ସରକାର ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଏଥିରେ ଜଳ ସମ୍ପଦ ବିଭାଗ ମଧ୍ୟ ଯୋଡ଼ି ହୋଇଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ...
ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ‘ୟାସ୍’
ଭୁବନେଶ୍ୱର,୨୩।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ସୋମବାର ସକାଳ ସୁଦ୍ଧା ବାତ୍ୟା ‘ୟାସ’ରେ ପରିଣତ ହେବ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ସାମୁଦ୍ରିକ ଝଡ଼ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଏବଂ ସାଗର ଦ୍ୱୀପ...
ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍ଡିଆରଏଫ୍ର ସଚେତନତା
ଭୋଗରାଇ,୨୩ା୫(ଡି.ଏନ୍.ଏ.): ଆସୁଛି ବାତ୍ୟା ୟାସ୍। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ଥିବାରୁ ଦୁଇରାଜ୍ୟର କୂଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ...
କୋଭିଡ୍ ହସ୍ପିଟାଲ ରୋଗୀଙ୍କ ସହ କଥା ହେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍କେସିଜି କୋଭିଡ୍ ହସ୍ପିଟାଲରେ ଥିବା କରୋନା ରୋଗୀଙ୍କ ସହ ଭିଡିଓ କଲ୍ରେ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ରବିବାର କଥା ହୋଇଛନ୍ତି। ସେଠାରେ ଚାଲିଥିବା ଡାକ୍ତରୀ ଚିକିତ୍ସା, ଖାଦ୍ୟ ଓ ପରିମଳ ଉପରେ ରୋଗୀମାନଙ୍କୁ...
ୟାସ୍ ପ୍ରଭାବରେ ଏହି ୪ ଜିଲା ହେବ ଅଧିକ ପ୍ରଭାବିତ
ଭୁବନେଶ୍ୱର,୨୩।୫(ଡି.ଏନ୍.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟାରେ ଏହା ଡିପ୍ରେଶନ ବା ଅବପାତରେ ପରିଣତ ହେବା ପରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। କ୍ରମେ ଆହୁରି...
Archives


