ରାଜ୍ୟ

ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’ ସୁବିଧା: ଘରକୁ ଯାଇ ସାମ୍ପଲ ଆଣିବେ…

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଥମେ ବୟସ୍କଙ୍କ ପରେ ଏବେ ଭିନ୍ନକ୍ଷମଙ୍କୁ ମିଳିବ ‘ଡୋର ସର୍ଭିସ’। ଏବେ ଏହି ସୁବିଧା ଭୁବନେଶ୍ୱର ସହରରେ ବସବାସ କରୁଥିବା ଭିନ୍ନକ୍ଷମଙ୍କୁ ମିଳିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ ସିଂ ଶନିବାର ସୂଚନା ଦେଇଛନ୍ତି। ପୂର୍ବରୁ କେବଳ ବୟସ୍କ...

୧୮ ଜିଲାକୁ ୟେଲୋ ୱାର୍ନିଂ: ରବିବାର ସକାଳଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର,...

ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି। ବର୍ତ୍ତମାନ କୌଣସି ମତ୍ସ୍ୟଜୀବୀ...

ଏଣିକି ଓ୍ବେବ୍‌ସାଇଟ୍‌ରୁ ପାଇପାରିବେ ନିଜର କରୋନା ଟେଷ୍ଟ ରିପୋର୍ଟ: ନୂତନ ବ୍ୟବସ୍ଥା ବିଷୟରେ ଜାଣନ୍ତୁ

ଭୁବନେଶ୍ୱର,୨୨।୫(ବ୍ୟୁରୋ): କରୋନା ପରୀକ୍ଷା ସମ୍ପର୍କିତ ରିପୋର୍ଟ ଏବେ ଘରେ ବସି ପାଇହେବ। କାରଣ ଏଣିକି ଓ୍ବେବ୍‌ସାଇଟ୍‌ରେ ଟେଷ୍ଟ ରିପୋର୍ଟ ମିଳିବା ନେଇ ଶନିବାର ସୂଚନା ପ୍ରଯୁକ୍ତି ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ନୂତନ ବ୍ୟବସ୍ଥା ଅନୁଯାୟୀ ରାଜ୍ୟ କୋଭିଡ୍‌...

୨୪ରେ ଭୀଷଣ ରୂପ ନେଇ ଉପକୂଳମୁହାଁ ହେବ ୟାସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’କୁ ନେଇ ଆଇଏମ୍‌ଡିର ପୂର୍ବ ଆକଳନ ଠିକ୍‌ ହୋଇଛି। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟା ରୂପ...

ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୨୦ ଜଣ ମହାରଣା...

ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାତ୍ୟା...

ବାତ୍ୟା ‘ୟାସ୍‌’: ୨୫ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ...

୧୯୨୯ କଲ୍‌ ସେଣ୍ଟରକୁ ଆସିଲାଣି ୫୦ହଜାରରୁ ଊର୍ଦ୍ଧ୍ୱ କଲ୍‌

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କରୋନା ସମ୍ପର୍କିତ ସଚେତନତା ତଥା ପରାମର୍ଶ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୨୪ଘଣ୍ଟିଆ ୧୯୨୯ କଲ୍‌ ସେଣ୍ଟର କାର୍ଯ୍ୟ କରୁଛି। ପ୍ରତିଦିନ ଲୋକମାନେ ଏଠାକୁ କରୋନା ସମ୍ପର୍କିତ ତଥ୍ୟ ପାଇବା...

ବାତ୍ୟା ପାଇଁ ଦରବୃଦ୍ଧି: ଆଳୁ ୨୦ ଟପିଲା

ବାଲିଅନ୍ତା,୨୨ା୫(ଡି.ଏନ.ଏ): ରାଜ୍ୟରେ ଲକଡାଉନ, ଶଟ୍‌ଡାଉନ ଚାଲିଥିବାବେଳେ ଏବେ ପୁଣି ସମ୍ଭାବ୍ୟ ବାତ୍ୟା ଗରିବ ଓ ମଧ୍ୟବିତଙ୍କ ପାଇଁ ଦାଉ ସାଧିଛି। ଖାଇବାତେଲ ଓ ଡାଲି ଦର ବୃଦ୍ଧି ଯୋଗୁ ଗରିବ ଲୋକେ ହନ୍ତସନ୍ତ ହେଉଥିବା ବେଳେ ହଠାତ୍‌ ବାତ୍ୟା ପାଇଁ...

ୟାସ୍‌ ପାଇଁ ୭୪ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୨ା୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ପ୍ରାୟ ୭୪ ଟ୍ରେନ୍‌ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବତଟ ରେଳପଥ ପରିସରରେ ଭୁବନେଶ୍ୱର ଏବଂ ପୁରୀ ଭଳି ସ୍ଥାନରୁ ଯାତ୍ରା ଆରମ୍ଭ କରୁଥିବା ଏବଂ...

ଅଙ୍ଗନଓ୍ବାଡି କର୍ମୀଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ ଧରି ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତାମାନେ ଆଗଧାଡିର ଯୋଦ୍ଧା ଭାବେ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri