ରାଜ୍ୟ

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି । ବଡସହରା ପଞ୍ଚାୟତର ଦଣ୍ଡୁଆମାନେ ଆଜି ସକାଳୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ପାରିତ ହୋଇଛି। ପାର୍ବତୀ ଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ୱ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ ରଖି ତ୍ୱରାନ୍ବିତ ଭାବେ କାମ ସମ୍ପୂର୍ଣ୍ଣ କରାଯାଇଥିବା ବେଳେ, ବ୍ରିଜ୍‌ ଖୋଲାଯିବା ଫଳରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି। ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ସୋମବାର ଅପରାହ୍ନରେ ଗିରଫ କରିଥିଲା। ଉଭୟ ଅଭିଯୁକ୍ତଙ୍କୁ ପୋଲିସ ମନ୍ଦିରକୁ…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି ଥାକିଆ ରାସ୍ତା କରାଯିବା ପାଇଁ ୨୦୨୩ ଡିସେମ୍ବର ମାସରେ ପାଣିକୋଇଲି ପୂର୍ତ୍ତ ବିଭାଗ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP, DCPଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସର୍ବାଧିକ ଦେଢ଼ ଲକ୍ଷ ପର୍ଯ୍ୟନ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଏହି ଚିଠି ଲେଖିଛନ୍ତି। ଜନସଂଖ୍ୟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?