ରାଜ୍ୟ

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଜଣାଶୁଣା କଣ୍ଠଶିଳ୍ପୀ ତପୁ ମିଶ୍ର ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ କୋଭିଡ୍‌ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ତପୁଙ୍କ ପରିବାର ପକ୍ଷରୁ କୌଣସି...

ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଆକଳନ କରୁଛନ୍ତି। ବର୍ତ୍ତମାନ ସ୍ଥିତିରେ ଲୋକଙ୍କୁ ଉପଯୁକ୍ତ...

ଆଜି ରାଜ୍ୟରୁ ସର୍ବାଧିକ ୨୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୪୩୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୩୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ପ୍ରକାଶ। ଖୋର୍ଦ୍ଧା ଏବଂ କୋରାପୁଟ...

ଅରୁଣା ମହାନ୍ତି ସଙ୍ଗୀତ ନାଟକ ଏକାଡେମୀ ସଭାପତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଏକାଡେମୀ ପାଇଁ ଗୁରୁବାର ନୂତନ ସଭାପତି, ଉପସଭାପତି ଓ ସଚିବଙ୍କୁ ମନୋନୀତ କରାଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଶାରଳା ପୁରସ୍କାରପ୍ରାପ୍ତ କବି ଡ....

୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଜାରି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍‌ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ,...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା...

ଅମଳ ସରିଲା, ଏବେ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ ଖର୍ଚ୍ଚ ପରେ ଚାଷୀ ସରକାରୀ ମୂଲ୍ୟରେ ଧାନ ବିକ୍ରି କରି ନ ପାରି...

ଡରାଇଲାଣି ସମ୍ଭାବ୍ୟ ବାତ୍ୟା

ଭୋଗରାଇ,୨୧।୫(ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ବାଲେଶ୍ୱର ଓ ପଶ୍ଚିମବଙ୍ଗ ଉପୂକଳରେ ତାଣ୍ଡବ ରଚାଇବ ବୋଲି ବିଭିନ୍ନ ପାଣିପାଗ ଦପ୍ତର ଆଗୁଆ ସତର୍କ ସୂଚନା ଦେବା ଯୋଗୁ ଉପକୂଳବାସୀ ଭୟଭୀତ ହୋଇପଡିଛନ୍ତି। ବାଲେଶ୍ୱର ଜିଲାପାଳ, ଏସ୍‌ପିଙ୍କ ସହ...

୨୬ରେ ଆସୁଛି ‘ୟାସ୍‌’

ଭୁବନେଶ୍ୱର, ୨୧ା୫(ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ୟାସ୍‌’କୁ ନେଇ ପଶିଲାଣି ଛନକା। ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଘୂର୍ଣ୍ଣିଝଡ଼ରେ ପରିଣତ...

ହୃଷୀକେଶ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି

ଭୁବନେଶ୍ୱର, ୨୧ା୫ (ବ୍ୟୁରୋ):ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଗୁରୁବାର ନିଯୁକ୍ତି ପାଇଛନ୍ତି ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ। ଉନ୍ନୟନ କମିଶନର ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟି ସୁପାରିସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିବାପରେ...

୧୪ ଦିନର ଶିଶୁକନ୍ୟାର ମୃତ୍ୟୁ ପରେ ବିଷ ପିଇଲେ ମା’ବାପା

କେନ୍ଦୁଝର, ୨୦ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅଧୀନ ଗୁମୁରା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୧୪ଦିନର ଶିଶୁକନ୍ୟାଙ୍କ ମୃତ୍ୟୁରେ ମର୍ମାହତ ହୋଇ ମା’ ବାପା ବିଷ ପିଇ ଦେଇଥିଲେ। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ...

ମହାମାରୀ ତାଲିକାଭୁକ୍ତ ‘ବ୍ଲାକ୍‌ ଫଙ୍ଗସ୍‌’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ‘ବ୍ଲାକ୍‌ ଫଙ୍ଗସ୍‌’କୁ ରାଜସ୍ଥାନ ଓ ତେଲଙ୍ଗାନା ମହାମାରୀ ଘୋଷଣା କରିବା ପରେ ଓଡ଼ିଶା ସରକାର ଗୁରୁବାର ଏହାକୁ ମହାମାରୀ ଆଇନ-୧୮୯୭ରେ ଅନ୍ତର୍ଭୁକ୍ତ କରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri