ଖୁବ୍ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ…
ଆଜି କ୍ୟାବିନେଟ୍: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍ ୧୦ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର…
୨୨ ଜିଲାରେ ହେବ ୫୫ ବସ୍ଷ୍ଟାଣ୍ଡ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ, ପର୍ଯ୍ୟଟକମାନଙ୍କ…
ଓଡ଼ିଶାରେ ସଡ଼କ ଦୁର୍ଘଟଣା ମୃତ୍ୟୁ ଅଧିକ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ିଚାଳନା ବହୁ ମୂଲ୍ୟବାନ୍ ଜୀବନକୁ ଉଜାଡ଼ି ଦେଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ହାର ହ୍ରାସରେ ବ୍ରେକ୍ ଲାଗି ପାରୁ ନାହିଁ। ଯାହାକି ଚିନ୍ତାର କାରଣ ହୋଇଛି। ରାଜ୍ୟରେ…
ପୁଅକୁ ବଞ୍ଚାଇବାକୁ ଯାଇ ଗଲା ବାପାଙ୍କ ଜୀବନ
ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଫୁର୍ଲିଝରଣ ଜଳପ୍ରପାତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଳପ୍ରପାତରେ ଖସିପଡିଥିବା ୨ପୁଅକୁ ବଞ୍ଚାଇବାକୁ ଯାଇ ପାଣିରେ ବୁଡି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡର ଜିତେନ୍ଦ୍ର କୁମାର (୪୫)।…
କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଲା
ଭଦ୍ରକ ଅଫିସ, ୨୩।୧୨: କ୍ଷମତାର ଅପବ୍ୟବହାର ମହଙ୍ଗା ପଡ଼ିଛି। ସରକାରୀ ଅର୍ଥ ଆତ୍ମସାତ୍ ଅଭିଯୋଗରେ ପୂର୍ବରୁ ନିଲମ୍ବିତ ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ମଙ୍ଗଳପୁର ସରପଞ୍ଚ ସାବିତ୍ରୀ ମଳିକଙ୍କୁ ବହିଷ୍କୃତ କରାଯାଇଛି। ବିଡିଓ ବସନ୍ତ କୁମାର ସାହାଣୀଙ୍କଠାରୁ ମିଳିଥିବା ସୂଚନା…
ମନ୍ଦିର ଗର୍ଭ ଗୃହରେ ଫାଟ
ସଜନାଗଡ଼,୨୩।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରିଠାରୁ ୫କି.ମି. ଦୂର ସଜନାଗଡ଼ ଗ୍ରାମରେ ଅବସ୍ଥିତ ମା’ ଭୂଧାରଚଣ୍ଡୀଙ୍କ ମନ୍ଦିର ଏବେ ଅସୁରକ୍ଷିତ ଅବସ୍ଥାରେ। ମନ୍ଦିର ଦ୍ୱାରବନ୍ଧ ସହ ମୁଖ୍ୟ ଗର୍ଭଗୃହରେ ପାଣି ଓ ମନ୍ଦିରର ୫୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା…
ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିଲା ଆଉ ଏକ ସଫଳତା
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନକୁ ଆଉ ଏକ ସଫଳତା ମିଳିଛି। ଦେଶର ଷଷ୍ଠ ‘ଇଟ୍ ରାଇଟ୍ ଷ୍ଟେଶନ’ ଭାବେ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ପକ୍ଷରୁ ଏହି ମାନ୍ୟତା ଦିଆଯାଇଛି। ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଷ୍ଟେଶନକୁ ଫୋର୍ ଷ୍ଟାର…
ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ
କଟକ ଅଫିସ,୨୩।୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ବନ୍ଦ ଲଫାପା ମଧ୍ୟରେ ଷ୍ଟାଟସ ରିପୋର୍ଟ ଗୁରୁବାର ହାଇକୋର୍ଟରେ ଦାଖଲ କରିଛି। ମମିତାଙ୍କ ବାପା ଏବଂ ଭାଇ ଦାଏର କରିଥିବା ମାମଲାରେ ଏହି ଷ୍ଟାଟସ ରିପୋର୍ଟ ଦାଖଲ ହୋଇଛି। ଆସନ୍ତା…
ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ ଲକ୍ଷ୍ୟ…
୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା ୩୦ ସମୟରେ ଓଡ଼ିଶା ଉପକୂଳ ଅବଦୁଲ କାଲାମ ଦୀପ ୪ ନଂ ଲଞ୍ଚ ପ୍ୟାଡ୍ରୁ…
ଆସିଲା ଗାଇଡ୍ଲାଇନ୍; କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ-ନୂଆବର୍ଷ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍ ଗାଇଡଲାଇନ୍ ଅନୁସାରେ ଖ୍ରୀଷ୍ଟମାସ…
Archives


