ରାଜ୍ୟ

ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୨।୧୨(ବ୍ୟୁରୋ): ରାଜ୍ୟରେ ୨ ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟବାସୀଙ୍କୁ ସତର୍କ ରହିବା ନେଇ ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କୋଭିଡ଼ ନିୟମ ପାଳନ କରିବା ସହ ସଚେତନ ରହିବା ଉପରେ ଗୁରୁତ୍ୱ…

ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍‌ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦…

ଓମିକ୍ରନ ମୁକାବିଲା ନେଇ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଲାଣି । ରାଜ୍ୟରେ ୨ ଜଣ ଓମିକ୍ରନ ଚିହ୍ନଟ ପରେ ସରକାର ସଜାଗ ହେଉଛନ୍ତି । ତେବେ ବୁଧବାର ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ବସିବ । ମୁଖ୍ୟ ଶାସନ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୭କୁ ବୃଦ୍ଧି ପାଇଛି। କେବଳ କେନ୍ଦ୍ରାପଡା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

‘ଡେପୁଟେଶନ ଅବଧି ସରିଲା ପରେ ନିର୍ଦ୍ଦେଶକ ରହିବାର ଅଧିକାର ନାହିଁ’

କଟକ ଅଫିସ,୨୨ା୧୨: ୫ ବର୍ଷ ଡେପୁଟେଶନ ଅବଧି ପୂରିଯିବା ପରେ କେନ୍ଦ୍ର ସରକାରଙ୍କ ଅଧୀନ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (ନିର୍‌ତାର)ର ନିର୍ଦ୍ଦେଶକ ପଦରେ ରହିବାର ଅଧିକାର ଡା. ଶକ୍ତି ପ୍ରସାଦ ଦାସଙ୍କର ନାହିଁ। ଏନେଇ ହାଇକୋର୍ଟ ମୁଖ୍ୟ…

ଖସୁଛି ପାରଦ, ବଢୁଛି ଶୀତବସ୍ତ୍ରର ଚାହିଦା

ଭୁବନେଶ୍ୱର,୨୨। ୧୨: ସାରା ଓଡ଼ିଶାକୁ ଥରାଉଛି ହାଡ଼ଭଙ୍ଗା ଶୀତ। ବଢୁଛି ଜାଡ଼ ଖସୁଛି ପାରଦ। ଦିନରେ ଘରୁ ବାହାରିବା ହେଲାଣି ମୁସ୍‌କିଲ। ଗତ କିଛିଦିନ ହେଲା ଶୀତର ପ୍ରକୋପ ବଢିବାରେ ଲାଗିଛି। ପାରଦ ତଳମୁହାଁ ହୋଇ ରାଜ୍ୟର ୧୯ ଜିଲାରେ ୧୦…

ପରିଶ୍ରମ ପୋର୍ଟାଲରେ ସ୍ବୟଂଚାଳିତ ହେବ ୫୨ ସେବା

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ପରିଶ୍ରମ ପୋର୍ଟାଲର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ୧୭ ତାରିଖରେ ଲୋକାର୍ପଣ କରାଯାଇଛି। ବିଭିନ୍ନ ଶ୍ରମ ଆଇନ ଅନ୍ତର୍ଗତ ସମୁଦାୟ ୫୨ ସେବାକୁ ସମ୍ପୂର୍ଣ୍ଣ…

କଟ୍‌ନୀଛଟ୍‌ନୀ ପରେ ଉଠିଲା ଧାନ

ଝାରସୁଗୁଡ଼ା ଅଫିସ,୨୨ା୧୨: ଝାରସୁଗୁଡ଼ା ସରବାହାଲ ମାର୍କେଟ ୟାର୍ଡ (ଧାନମଣ୍ଡି) ସୋମବାର ଉଦ୍‌ଘାଟନ ହେବା ପରେ ୩ ପଞ୍ଜୀକୃତ ଚାଷୀଙ୍କ ନିକଟରୁ ୩୬୦ବସ୍ତା ଧାନ କିଣାଯାଇଥିଲା। ଦ୍ୱିତୀୟ ଦିନ ମଙ୍ଗଳବାର ମାର୍କେଟ୍‌ ୟାର୍ଡରେ କଟ୍‌ନୀଛଟ୍‌ନୀକୁ ନେଇ ଅଚଳାବସ୍ଥା ଦେଖାଦେଇଥିଲା। ଚାଷୀମାନେ ମଣ୍ଡିରେ ଗାଡିରେ…

ଘର ମରାମତି ପାଇଁ ମିଳିବ ସହାୟତା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଘର ମରାମତି ପାଇଁ ରାଜ୍ୟ ସରକାର ସହାୟତା ଦେବେ। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଞ୍ଚଳ…

ଟ୍ରାଫିକ୍‌ ଆଇଆଇସିଙ୍କ ବିରୋଧରେ ମାମଲା

ଯାଜପୁର ଅଫିସ,୨୨ା୧୨: ଟ୍ରାଫିକ ନିୟମ ଖିଲାପ କରି ନ ଥିବା ସତ୍ତ୍ବେ ଜଣେ ଆଇନଜୀବୀଙ୍କ ନାମରେ ଅନ୍‌ଲାଇନ ଚାଲାଣ କଟାଯିବା ଘଟଣା ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। ଏଥିନେଇ ସମ୍ପୃକ୍ତ ଆଇନଜୀବୀ ଚଣ୍ଡିଖୋଲ ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ଏକ ଅଭିଯୋଗ…

ସେତୁ ଶିଳାନ୍ୟାସକୁ ନେଇ ବିବାଦ ବରୁହାଁ-ବାଲିଚନ୍ଦ୍ରପୁର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୨ା୧୨ (ଡି.ଏନ.ଏ./ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ବାଲିଚଦ୍ରପୁର ପଞ୍ଚାୟତ ଅଧୀନ ବରୁହାଁ-ବାଲିଚନ୍ଦ୍ରପୁର ପୂର୍ତ୍ତ ବିଭାଗ ରାସ୍ତାର ରୁକୁଟିପାଟଠାରେ ବିରୂପା ନଦୀରେ ନିର୍ମାଣ ହେବାକୁ ଥିବା ସେତୁକୁ ନେଇ ବିବାଦ ଉପୁଜିଛି। ବୁଧବାର ପୂର୍ତ୍ତ ବିଭାଗ ତରଫରୁ ଏହି ସେତୁର…

ସରକାରଙ୍କ ଜମି ଅଧିଗ୍ରହଣ, ପଟ୍ଟାରେ ଠିକା ସଂସ୍ଥା

କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଭଦ୍ରକ ଜିଲାର ୪ ବ୍ଲକ ଓ ୩ ଏନ୍‌ଏସି ଅଞ୍ଚଳବାସୀଙ୍କୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଚାନ୍ଦବାଲି ବ୍ଲକ ନୂଆହାଟଠାରେ ମେଗା ପ୍ରକଳ୍ପ ନିର୍ମାଣ ହେଉଛି। ରାଜ୍ୟ ସରକାର ବସୁଧା ଯୋଜନାରେ ଏଥିପାଇଁ ୯୮୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri