ଆସୁଛି ବଡ଼ଦିନ: ଜମିଲାଣି ବଜାର
ଆସୁଛି ବଡ଼ଦିନ। ରାଜଧାନୀରେ ଧୀରେ ଧୀରେ ଜମିଲାଣି ସାନ୍ତାକ୍ଲଜ, କ୍ରିସ୍ମାସ ଟ୍ରି, ଲାଇଟିଂ ଷ୍ଟାର ଓ ସାଜସଜ୍ଜା ସାମଗ୍ରୀର ବେପାର। ଭଳିକି ଭଳି ସୁସ୍ବାଦୁ କେକ୍ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଚର୍ଚ୍ଚକୁ ମଧ୍ୟ ସଜ୍ଜିତ କରାଯାଉଛି। କରୋନା ମହାମାରୀ ଆତଙ୍କ…
ବ୍ୟାଙ୍କରୁ ୧ କୋଟି ୧୬ ଲକ୍ଷ ଠକେଇ
ଭୁବନେଶ୍ୱର, ୨୨ା୧୨(ବ୍ୟୁରୋ): ଏକ ଘରୋଇ ବ୍ୟାଙ୍କର ଆସିଷ୍ଟାଣ୍ଟ ମ୍ୟାନେଜର ବିଭିନ୍ନ ଗ୍ରାହକଙ୍କ ଆକାଉଣ୍ଟରୁ ୧ କୋଟି ୧୬ ଲକ୍ଷ ଟଙ୍କାର ଲୋନ୍ ଉଠାଇନେଇଛନ୍ତି। ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଫିକ୍ସ ଡିପୋଜିଟ୍ରୁ ୭ଲକ୍ଷ ଟଙ୍କା ଲୋନ୍ ନେଇଥିବା ଜଣାପଡ଼ିବା ପରେ ଘଟଣା…
ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ…
ଜାଡ଼ରେ ଥରୁଛି ରାଜ୍ୟ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତ ଲହରି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହି ଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଗତ ୩ ରୁ ୪ ଦିନ ଧରି ଓଡ଼ିଶା ମଧ୍ୟକୁ…
ଜାଡ଼ରେ ଥରୁଛି ତେଲକୋଇ
ତେଲକୋଇ, ୨୨।୧୨ ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ପାହାଡି ଅଞ୍ଚଳରେ ଶୀତର ଲହରି ଜାରି ରହିଥିବାରୁ କେହି ଘରୁ ବାହାରି ପାରୁନାହାନ୍ତି। ଏପରିକି ଜଙ୍ଗଲ ଅଞ୍ଚଳରେ ଥିବା ଯୁଆଙ୍ଗ ଓ ଭୁୟାଁ ଜନଜାତି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବା…
ଜଳେଶ୍ୱରରେ ଛତିଶଗଡ଼ ପୋଲିସ
ଜଳେଶ୍ୱର, ୨୨।୧୨(ଡି.ଏନ.ଏ.) ଗ୍ରୀନ୍-ରେ ଚିଟ୍ଫଣ୍ଡ ସମଗ୍ର ଦେଶରୁ ୨ହଜାର କୋଟିରୁ ଅଧିକ ଟଙ୍କା ଲୁଟିଥିବା ବେଳେ ଓଡ଼ିଶାରୁ ପ୍ରାୟ ୫୦୦ କୋଟି ଟଙ୍କା ଲୁଟି ନେଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଜଳେଶ୍ୱରଠାରେ ଥିବା ଏହାର ମୁଖ୍ୟ କାଯର୍ୟାଳୟକୁ ୨୦୧୩ ମେ’ରେ…
୩୨ ବର୍ଷ ବିତିଲା, ମିଳୁନି ଜମିପଟ୍ଟା
ବାରିପଦା ଅଫିସ,୨୨।୧୨ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ତଟବର୍ତ୍ତୀ ମଧୁବନ ଅଞ୍ଚଳରେ ଗୃହ ଓ ସହରୀ ବିକାଶ ନିଗମ(ହୁଡକୋ) ପକ୍ଷରୁ ଗୃହ ଯୋଗାଇ ଦିଆଯାଇଥିବା ହିତାଧିକାରୀଙ୍କୁ ଜମିପଟ୍ଟା ଦେବାକୁ ବାରିପଦା ଟାଉନ କଂଗ୍ରେସ ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ଟାଉନ କଂଗ୍ରେସ…
ନିର୍ଦ୍ଦେଶ ଉଲ୍ଲଂଘନ କରି ବଦଳ
ଅନୁଗୋଳ ଅଫିସ, ୨୨।୧୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରଙ୍କ ନିର୍ଦ୍ଦେଶକୁ ଠିକ୍ ଭାବେ କାର୍ଯ୍ୟକାରୀ କରାଯାଉ ନାହିଁ। କେତେବେଳେ ବଦଳି ନିର୍ଦ୍ଦେଶର ପାଳନ ହେଉ ନାହିଁ ତ ପୁଣି କେବେ ବଦଳି ନ କରିବାକୁ ଚିଠି ଆସିଥିବା ସତ୍ତ୍ୱେ ତାହାକୁ…
ବସୁନ୍ଧରା ଯୋଜନାରେ ଜାଗା ମିଳୁ
ତାଳଚେର,୨୨।୧୨(ନି.ପ୍ର.) ସରକାରଙ୍କ ବସୁନ୍ଧରା ଯୋଜନାରେ ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତର ଭୂମିହୀନ ପଛୁଆ ବର୍ଗ ପରିବାରଙ୍କୁ ଜାଗା ଯୋଗାଇ ଦେବାକୁ ତାଳଚେର ଜନ ବିକାଶ କଲ୍ୟାଣ ସଂଘ ପକ୍ଷରୁ ଦାବି କରାଯାଇଛି। ଏ ନେଇ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…
ସହର ସୁରକ୍ଷାକୁ ଗୁରୁତ୍ୱ ନାହିଁ
ଅନୁଗୋଳ ଅଫିସ, ୨୨।୧୨ ବଜାର ମଧ୍ୟରେ ହେଉ କିମ୍ବା କଲୋନୀ, ଲୁଟ୍, ଛିନତାଇ କରି ସହଜରେ ଖସିଯାଉଛନ୍ତି ଦୁର୍ବୃତ୍ତ। ସର୍ବସମ୍ମୁଖରେ ଅପରାଧ ଘଟୁଥିଲେ ମଧ୍ୟ ରୋକିବାକୁ କେହି ନାହିଁ। ପୋଲିସ ପାଟ୍ରୋଲିଂ, ଗୋଇନ୍ଦା ଓ ସ୍ପେଶାଲ ସ୍କ୍ବାଡ୍ ଯେମିତି ଫେଲ ମାରିଛି…
ଛିଣ୍ଡୁନି ଅଡୁଆ, ବଢୁଛି ଚିନ୍ତା
ଢେଙ୍କାନାଳ ଅଫିସ, ୨୨।୧୨ ଅମଳ ହୋଇ ଖଳାରେ ପଡ଼ିଛି ଧାନ। ଝାଳବୁହା ପରିଶ୍ରମର ମୂଲ୍ୟ ପାଇବାକୁ ଜଗିରହିଛନ୍ତି ଚାଷୀ। ଅଥଚ ଢେଙ୍କାନାଳ ଜିଲାରେ ମଣ୍ଡି କେବେ ଖୋଲିବ ଏବଂ କିପରି ଧାନ କିଣାଯିବ ତାହା ସ୍ପଷ୍ଟ ହୋଇପାରୁନାହିଁ। ଏପଟେ ଟୋକନ ଆସି…
ଟ୍ୟୁଶନ୍ ସାରଙ୍କ ନାଁରେ ୨ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଦୁଇ ଜଣ ଛାତ୍ରୀଙ୍କୁ ଜଣେ ଟ୍ୟୁଶନ୍ ମାଷ୍ଟର ଅପହରଣ କରିନେଇଥିବା ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୋଲିସ ଟ୍ୟୁଶନ୍ ସାର୍ଙ୍କ ନାଁରେ ଏକ ଅପହରଣ ମାମଲା (ନଂ.୪୩୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି।…
Archives


