ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୪୪୬କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୪୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୦ ଜଣ ଲୋକାଲ…
ଜାନୁୟାରୀ ୫ରୁ ମାଟ୍ରିକ୍ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା
କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।…
ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ୨ଦିନ ବାତିଲ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଉତ୍ତର କେନ୍ଦ୍ରୀୟ ରେଳପଥ ଅନ୍ତର୍ଗତ ଉତ୍ତର ପ୍ରଦେଶର ନୈନି ଷ୍ଟେଶନଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଭୁବନେଶ୍ୱର-ଆନନ୍ଦବିହାର-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ ଭାୟା ଅନୁଗୋଳ ଓ ଝାରସୁଗୁଡା ଦୁଇଦିନ ପାଇଁ ବାତିଲ ରହିବ। ଭୁବନେଶ୍ୱର-ଆନନ୍ଦବିହାର ସୁପରଫାଷ୍ଟ ଏକ୍ସପ୍ରେସ (୨୨୮୦୫) ଭୁବନେଶ୍ୱରରୁ…
ଭର୍ତ୍ତୃହରି ମହତାବ ଅସୁସ୍ଥ: ପୁଅ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): କଟକ ବିଜେଡି ଏମ୍ପି ଭର୍ତ୍ତୃହରି ମହତାବ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପୁତ୍ରଙ୍କ ସହ ଫୋନ୍ରେ କଥା ହୋଇ ସ୍ବାସ୍ଥ୍ୟବସ୍ଥା ବିଷୟରେ…
ଓଡିଶାରେ ପଶିଲା ଓମିକ୍ରନ: ୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ପଡୋଶୀ ରାଜ୍ୟଗୁଡିକ ପରେ ଏବେ ଓଡିଶାରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି । ରାଜ୍ୟରେ ମଙ୍ଗଳବାର ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୁଇ ଜଣଙ୍କ ମଧ୍ୟରୁ ଜଣେ ଜଗତ୍ସିଂହପୁରର ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତ ଖୋର୍ଦ୍ଧା…
ସ୍ମୃତିରେ ୨୦୨୧
ହାତଗଣତି କେତୋଟି ଦିନ ପରେ ଶେଷ ହେବ ୨୦୨୧ ମସିହା । ନୂଆ ଆଶା, ଆକାଂକ୍ଷା, ଉନ୍ମାଦନା ଓ ସମ୍ଭାବନାକୁ ନେଇ ଆସିବ ନୂତନ ବର୍ଷ। ୨୦୨୧ ବର୍ଷକୁ ବିଦାୟ ସହ ନବବର୍ଷ ୨୦୨୨କୁ ସ୍ବାଗତ ପାଇଁ ଆରମ୍ଭ ହୋଇଗଲାଣି ସଜବାଜ।…
ସୁମିତ୍ଙ୍କ ଘର ବାହାରେ ୧୪୪ ଧାରା ଜାରି
ବ୍ରହ୍ମପୁର ଅଫିସ,୨୧।୧୨: ବ୍ରହ୍ମପୁରର ଚର୍ଚ୍ଚିିତ ଦମ୍ପତି ତପସ୍ବିନୀ-ସୁମିତ୍ ପାରିବାରିକ ମାମଲା ଏବେ ଜୋର ଧରିଛି। ବ୍ରହ୍ମାନଗରରେ ମଙ୍ଗଳବାର ଡାକ୍ତର ସୁମିତ୍ଙ୍କ ଘର ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି ହୋଇଛି। ଏ ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି।…
ରାଜ୍ୟରେ ୪ ଡିଗ୍ରୀକୁ ଖସିଲା ପାରଦ
ଭୁବନେଶ୍ୱର(ବ୍ୟୁରୋ)/ଦାରିଙ୍ଗବାଡ଼ି (ଡି.ଏନ୍.ଏ.)/ଟେନ୍ସା(ଡି.ଏନ୍.ଏ.)୨୧।୧୨: ସମଗ୍ର ରାଜ୍ୟକୁ ହାଡ଼ଭଙ୍ଗା ଶୀତ କବଳିତ କରିଛି। କାଠୁଆ ଜାଡ଼ରେ ଥରୁଛି ଓଡ଼ିଶା। ସଞ୍ଜ ନଇଁବା ମାତ୍ରେ ମାଡ଼ିଆସୁଛି ହାଡ଼ଭଙ୍ଗା ଶୀତ। ଦେହ ହାତ କୋଲା ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ ବଢି ଯାଇଛି…
ଘରେ ପଶିଲେ ତପସ୍ବିନୀ
ବ୍ରହ୍ମପୁର ଅଫିସ,୨୦।୧୨: ନ୍ୟାୟ ଦାବିରେ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ସମ୍ମୁଖରେ ଧାରଣା ଦେଇଥିବା ତପସ୍ବିନୀ ଦାଶଙ୍କ ମୂଳ ପିଟିଶନର ଶୁଣାଣି ସୋମବାର ବ୍ରହ୍ମପୁର ଏସ୍ଡିଜେଏମ୍ଙ୍କ କୋର୍ଟରେ ହୋଇଛି। ଗତ ୯ ତାରିଖରେ ଏହି ପିଟିଶନର ଶୁଣାଣି କରିବା ପରେ ଏସ୍ଡିଜେଏମ୍…
ଶିଶୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍
କେନ୍ଦୁଝର,୨୦।୧୨(ସ୍ବ.ପ୍ର.): ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ଶିଶୁ ହତ୍ୟା ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ମନୋଜ ସାହୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରିକି ୫ ଲକ୍ଷ ଟଙ୍କା ଜରିମାନା ଏବଂ ଅନାଦାୟ…
ଡାକ୍ତର ସୁମିତଙ୍କ ଘର ଗ୍ରୀଲ ଭାଙ୍ଗିଲେ ମହିଳା
ବ୍ରହ୍ମପୁର ଅଫିସ,୨୦ା୧୨: ଡାକ୍ତର ସୁମିତ ଏବଂ ତପସ୍ବିନୀଙ୍କ ପାରିବାରକ କଳହ ନୂଆଁ ମୋଡ଼ ନେଉଛି। ଗୋଟିଏ ପଟେ ନ୍ୟାୟ ଓ ନିଜ ଅଧିକାର ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଧାରଣା ଜାରି ରଖିଥିବା ବେଳେ ସୋମବାର…
Archives


