ରାଜ୍ୟ

ଅସହାୟଙ୍କ ସାହା ପାଲଟିଛନ୍ତି ଜଳନ୍ଧର

ନିରାକାରପୁର,୧୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପ୍ରତିହତ କରିବା ପାଇଁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ଜାଗାରେ ନିରାଶ୍ରୟ, ଅସହାୟ, ଭିକ୍ଷୁକ, ମାନସିକ ବିକାରଗ୍ରସ୍ତମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି...

ମହିଳା ଓ ଶିଶୁ ବିକାଶ ବିଭାଗର ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର, ୧୬ା୫(ବ୍ୟୁରୋ): ମହିଳା, ଶିଶୁ, କିଶୋରୀ, ଗର୍ଭବତୀ ଓ ପ୍ରସୂତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ...

ଜେଲ କର୍ମଚାରୀଙ୍କୁ ମୋବାଇଲ ମନା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଝାରପଡ଼ା ସ୍ବତନ୍ତ୍ର ଜେଲ କର୍ମଚାରୀଙ୍କ ପାଇଁ କଡ଼ା ନିୟମ ଗ୍ରହଣ କରାଯାଇଛି। କାରାଗାର ଅଧିକ୍ଷକ, ଜେଲରଙ୍କ ବ୍ୟତୀତ ଅନ୍ୟ କର୍ମଚାରୀମାନେ ଡ୍ୟୁଟି ସମୟରେ ଜେଲ ଭିତରକୁ ମୋବାଇଲ ଫୋନ ନେଇ ପାରିବେ ନାହିଁ। ସେହିପରି ଜେଲ ଆଇଜିଙ୍କ ତତ୍ତ୍ୱାବଧାନରେ...

ବଢ଼ିପାରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଗତ କିଛିଦିନ ହେବ ସଂକ୍ରମଣ ହାର ୧୦ ହଜାର ଉପରେ ରହୁଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ମେ’ ୫ ତାରିଖରୁ ସମଗ୍ର ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା...

ପୁଣି ୧୯ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୬।୫(ବ୍ୟୁରୋ): କରୋନା ନେଲା ଆଉ ୧୯ ଜୀବନ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩୧୩ରେ ପହଞ୍ଚିଛି। ମୃତକମାନେ ୧୦ ଜିଲାର ଥିବା ବେଳେ ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ଜଣ ଅଛନ୍ତି। ସେହିଭଳି ଅନୁଗୋଳ ଓ...

ବନ୍ଦ ହେଲା ଧାରାବାହିକ, ଚଳଚ୍ଚିତ୍ର ଶୁଟିଂ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଲକ୍‌ଡାଉନ୍‌ ସତ୍ତ୍ୱେ ବୋଲ ମାନୁନାହିଁ କରୋନା। ତେଣେ ଦିନକୁ ଦିନ ହୁ ହୁ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳିସ୍ଥିତିରେ ଜରୁରୀକାଳୀନ ସେବା ବ୍ୟତିତ ଅନ୍ୟ ସମସ୍ତ ସେବାକୁ ବନ୍ଦ କରିଦିଆଯାଇଥିବା ବେଳେ ରବିବାର ଏସ୍‌ଆର୍‌ସିଙ୍କ ପକ୍ଷରୁ...

ବେକାବୁ କରୋନା: ଆଜି ରାଜ୍ୟରେ ୧୧,୭୩୨ ପଜିଟିଭ୍‌ ଚିହ୍ନଟ; ପୁଣି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୭୩୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୬୫୬୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୧୬୩ ଲୋକାଲ କେସ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବରଗଡ଼ ଅଫିସ,୧୫।୫: ବରଗଡ଼ ଜିଲା ଭଟଲି ବ୍ଲକ ମୁରୁମକେଲ ଗ୍ରାମରେ ଶନିବାର ଜ୍ବଳନ୍ତା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଭଟଲି ଅଗ୍ନିଶମ ବିଭାଗ କର୍ମଚାରୀମାନେ ଉଦ୍ଧାର କରି ଥିଲେ। ପରେ ଅଗ୍ନିଶମ କର୍ମଚାରୀ ନିଜ ଗାଡିରେ ଆହତ...

ଉଠିିଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଥାଳ

ସମ୍ବଲପୁର,୧୫ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ଥାଳ ଉଠିଛି। କରୋନା କଟକଣାରେ ପରମ୍ପରା ଅନୁସାରେ କାର୍ଯ୍ୟ ସମ୍ପନ୍ନ ହୋଇଛି। ପ୍ରମୁଖ ଶୈବପୀଠ ବାଲିବନ୍ଧା ସୋମନାଥ ବାବା, ନନ୍ଦପଡ଼ା ଶ୍ରୀ ଶ୍ରୀ ବମ୍‌ବରାଡ ବାଲୁଙ୍କେଶ୍ୱର ବାବା, ଝାଡୁଆପଡ଼ା ଲୋକନାଥ...

ଖାଇ ପାରିଲେନି ବାହାଘର ଭୋଜି

ସାରସକଣା,୧୫ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ଝାରପୋଖରିଆ ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଥିଲା। ଖବର ପାଇ ଝାରପୋଖରିଆ ଥାନା ଆଇଆଇସି ସୁଦର୍ଶନ ଗାଙ୍ଗୋଇ ଏବଂ ସାରସକଣା ତହସିଲଦାର ସତ୍ୟବାନ ନାଏକ...

ଘରେ ପହଞ୍ଚିବ ଟିକା

ଛତ୍ରପୁର,୧୫।୫: କରୋନା ଟିକା ପାଇଁ ବରିଷ୍ଠ ନାଗରିକ ହଇରାଣ ହେଉଛନ୍ତି। ଟିକାକରଣ କେନ୍ଦ୍ରରେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଠିଆ ହେବାକୁ ପଡ଼ୁଛି। ଏଭଳି ଅସୁବିଧାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗରରେ ଘରେ ବରିଷ୍ଠ ନାଗରିକମାନଙ୍କୁ ଟିକା...

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର ଶନିବାର ଅପରାହ୍ନରେ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ବିଶେଷକରି ଆରମ୍ଭରୁ ଅଧିକ ପ୍ରଭାବିତ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri