ରାଜ୍ୟ

ବରଗଡ଼ରେ ପୁଣି ବୁଲିଲା ବୁଲ୍‌ଡୋଜର

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ବୁଧବାର ସ୍ଥାନୀୟ ବାନ୍ଦୁଟିକ୍ରା ଛକରୁ ଘୁଲିପାଲି ଛକ ରାସ୍ତା ପାଶର୍‌ବ ଜବରଦଖଲ ଉଚ୍ଛେଦ କରାଯାଉଛି। ରାସ୍ତା ପ୍ରଶସ୍ତିକରଣ ଓ ଡ୍ରେନ ନିର୍ମାଣ ପାଇଁ ଏହି ଉଚ୍ଛେଦ ଚାଲିଛି। ତେବେ…

୨୦୨୬ କ୍ୟାଲେଣ୍ଡରରେ ୨୯ ଦିନ ସରକାରୀ ଛୁଟି: ଜାଣନ୍ତୁ କେଉଁ କେଉଁ ଦିନ ଅଫିସ୍‌ ବନ୍ଦ

ଭୁବନେଶ୍ୱର,୧୨ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬ ବର୍ଷ ଲାଗି କ୍ୟାଲେଣ୍ଡର ଜାରି କରାଯାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାବର୍ଷ କ୍ୟାଲେଣ୍ଡରରେ ୨୯ଟି ସାଧାରଣ ଛୁଟି ତଥା ସରକାରୀ ଛୁଟି ରହିଛି। ୨୦୨୬ ବର୍ଷ ପାଇଁ କ୍ୟାଲେଣ୍ଡରରେ…

ଆଉ ଥରେ ହେଉ ନୂଆପଡ଼ା ଉପନିର୍ବାଚନ, କଂଗ୍ରେସ ବଟନ ଟିପିଲେ ଭାଜପାକୁ ଯାଉଛି: ସାଂଘାତିକ ଅଭିଯୋଗ କଲା କଂଗ୍ରେସ

ଭୁବନେଶର,୧୨।୧୧: ନୂଆପଡ଼ାର ଉପନିର୍ବାଚନରେ ଭୋଟ ଚୋରି ନେଇ ସାଙ୍ଘାତିକ ଅଭିଯୋଗ ଆଣିଛି କଂଗ୍ରେସ। ଏହି ଅବସରରେ ମଙ୍ଗଳବାର ଏକ ପ୍ରେସ ବାର୍ତ୍ତା ମାଧ୍ୟମରେ ପିସିସି ଉପସଭାପତି ତଥା ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ଖବରଦାତାଙ୍କୁ ସୂଚନା ପ୍ରଦାନ କରି କହିଛନ୍ତି, ୨୬…

୧୭ ଠିକାଦାରଙ୍କ ହାତରେ ୩୫,୦୦୦ କୋଟିର ପ୍ରକଳ୍ପ: ଚାହିଁ ରହିଛନ୍ତି ୩୨,୦୦୦ ଗାଁର ଲୋକେ

ଭୁବନେଶ୍ୱର,୧୨ା୧୧(ରବିନାରାୟଣ ଜେନା):ଓଡ଼ିଶାବାସୀଙ୍କୁ କିଭଳି ବିଶୁଦ୍ଧ ପାନୀୟଜଳ ହାତପାଆନ୍ତାରେ ମିଳିବ ସେନେଇ ରାଜ୍ୟ ସରକାରଙ୍କ ନିଦ ନାହିଁ। ପାଣି ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ‘ମିଶନ ପାଓ୍ବାର’କୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ସମ୍ପୃକ୍ତ…

୧୫ରୁ ବରଗଡ଼ ଧନୁଯାତ୍ରା କଳାକାର ଚୟନ: ନୂଆ କଳାକାରଙ୍କୁ ସୁଯୋଗ

ବରଗଡ଼,୧୧।୧୧(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର…

ସରିଲା ନୂଆପଡ଼ା ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ୱର/ନୂଆପଡ଼ା,୧୧ା୧୧(ରବିନାରାୟଣ ଜେନା/ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ମଙ୍ଗଳବାର ଶେଷ ହୋଇଛି। ସମ୍ବେଦନଶୀଳ ଏବଂ ସଖୀ ବୁଥ୍‌ ସମେତ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ମତଦାନ ପ୍ରାୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଛି। ରାତି ୯ଟା ପର୍ଯ୍ୟନ୍ତ ୭୯.୦୨ପ୍ରତିଶତ ମତଦାନ ସାବ୍ୟସ୍ତ ହୋଇଛି।…

ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ…

କିଏ ପାଚେରି ଉପରେ ତ କିଏ ଲଟାବୁଦା ତଳେ ଖାଉଛନ୍ତି ମଧ୍ୟାହ୍ନଭୋଜନ, ଏହି ଦୃଶ୍ୟ ସାମ୍ନାକୁ ଆସିବା ପରେ…

ଖଜୁରୀପଡ଼ା,୧୧ା୧୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ସମ୍ମୁଖରେ ଥିବା ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଥିବା ଦେଖିବାକୁ ମିଳିଛି। କିଏ ପାଚେରି ଉପରେ ତ କିଏ ବିଦ୍ୟୁତ ଖୁଣ୍ଟ ପାଖରେ ଆଉ କିଏ ପୁଣି ଲତାବୁଦା…

SI ପରୀକ୍ଷା କେଳେଙ୍କାରୀ, CBI ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୧।୧୧: ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର CBI ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ ଯାଇ ଜାମିନରେ ଆସିଛନ୍ତି। ଏପରିକି ମାମଲାର…

ଭୁବନେଶ୍ୱରରେ ହିଟ୍‌ ଆଣ୍ଡ ରନ୍‌ : ସିସିଟିଭିରେ କଏଦ ଘଟଣାର ଭିଡ଼ିଓ…

ଭୁବନେଶ୍ୱର,୧୧।୧୧: ରାଜଧାନୀ ଭୁବନେଶ୍ୱରରେ ହିଟ୍‌ ଆଣ୍ଡ ରନ୍‌। ଏଜି ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଚାଲିଯାଇଛି ଜଣେ ସ୍କୁଟି ଚାଳକଙ୍କ ଜୀବନ। ଘଟଣାଟି ସିସିଟିଭିରେ କଏଦ ହୋଇଛି। ବର୍ତ୍ତମାନ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ସିସିଟିଭି ଫୁଟେଜ୍‌…

ସରିବାକୁ ବସିଲାଣି ଶିକ୍ଷାବର୍ଷ, ହେଲେ ହାଇସ୍କୁଲ ପିଲାଙ୍କୁ ଏଯାଏ ମିଳିନି ୟୁନିଫର୍ମ

ଜି.ଉଦୟଗିରି,୧୧ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ମିଳି ନ ଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୮ ମାସ ବିତିଗଲାଣି…

ନୂଆପଡ଼ା ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୬୫.୫୬% ମତଦାନ

ନୂଆପଡ଼ା,୧୧।୧୧(ମକାରୁ ବେମାଲୁ): ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୬୫.୫୬% ପ୍ରତିଶତ ଭୋଟର ନିଜ ମତାଧିକାର ସାବ୍ୟସ୍ତ କରିଥିବା ସୂଚନା ମିଳିଛି। ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri