ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…
ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ…
ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ
ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି, କେଜିରୁ ପିଜି ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଟପ୍ପରମାନଙ୍କୁ ବନ୍ୟପ୍ରାଣୀ କେନ୍ଦ୍ର ବନ୍ତାରା…
ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍ ଆବେଦନ ସମୟସୀମା
ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର ସମୟସୀମା ଏପ୍ରିଲ ୯ ତାରିଖ ଯାଏ ଥିଲା। ଏବେ ଏହାକୁ ମାସେ ବୃଦ୍ଧି…
ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର
ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି ଗୋଟିଏ ଜିଲାରେ ମଧ୍ୟ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ ।…
ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…
ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ ଗୁରୁବାର ଅଭିଯୋଗ ହୋଇଛି। ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗ୍ରାମର ୧୮ ବର୍ଷୀୟା…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ ସରକାର ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କଲେ ରାଜ୍ୟ ସାରା ଆନ୍ଦୋଳନ ହେଵ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଶ୍ରମିକ ସଞ୍ଜୟ ପ୍ରଧାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଲେଜଛକ ସ୍ଥିତ ବସଷ୍ଟାଣ୍ଡ ଠାରେ ବିଭିନ୍ନ ମହାପୁରଷଙ୍କ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ ଯୁବକଙ୍କୁ ବାନ୍ଧିଛି ପୋଲିସ । ଏସପିଙ୍କ ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଏସଡିପିଓ କମଳ…
ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା ଓ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅରଡ଼ପଲ୍ଲୀ ଗ୍ରାମର ଝାଣ୍ଟୁ ଜେନା ଓ ତାଙ୍କର…
ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍ ସିଲିଣ୍ଡର, ଜବତ କରି ଉପଜିଲାପାଳ…
ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍ ସିଲିଣ୍ଡର୍କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ ଘରୋଇ ଗ୍ୟାସ୍ ସିଲିଣ୍ଡର୍ ଅଭାବ ଦେଖିବାକୁ ମିଳିଛି। ଯାହାର ପ୍ରଭାବ ଗଜପତି ଜିଲାରେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍ କାଟ୍
ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍କାଟ୍ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଅଘୋଷିତ ବିଦ୍ୟୁତ୍…

