ରାଜ୍ୟ

ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ...

ଆମ୍ବୁଲାନ୍ସରେ ଲାଗିଲା ଜିପିଏସ୍‌

ଭୁବନେଶ୍ୱର,୧୫ା୫(ବ୍ୟୁରୋ): କରୋନା ସଂକ୍ରମିତଙ୍କୁ ଯଥାଶୀଘ୍ର କୋଭିଡ୍‌ କେୟାର ହସ୍ପିଟାଲ(ସିଏଚ୍‌ସି) ଓ କୋଭିଡ୍‌ କେୟାର ସେଣ୍ଟର(ସିସିସି)କୁ ପଠାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ଏକ ପଦକ୍ଷେପ ହାତକୁ ନେଇଛି। ଏବେ କୋଭିଡ୍‌ ସଂକ୍ରମିତଙ୍କୁ ହସ୍ପିଟାଲ ପଠାଇବା ପାଇଁ ୬୪ଟି...

ରୋଷେଇବେଳେ ଗ୍ୟାସ୍‌ ଲିକ୍‌, ପୋଡ଼ିଗଲେ ୮

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ପାତ୍ରପଡ଼ା ଅଞ୍ଚଳରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯିବାରୁ ୪ ପରିବାରର ୮ଜଣ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ମହିଳା ରହିଛନ୍ତି। ଆହତମାନେ ହେଲେ ପବିତ୍ର ସ୍ବାଇଁ,...

ମାସ୍କର ଠିକ୍‌ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍‌ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଶୁକ୍ରବାର କଟକ ଏସ୍‌ସିବି ମେଡିକାଲର...

ଭାକ୍ସିନ ପାଇଁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କଲା ରାଜ୍ୟ

ଭୁବନେଶ୍ୱର,୧୫ା୫ (ବ୍ୟୁରୋ): କୋଭିଡ୍‌ ଟିକା କିଣିବା ପାଇଁ ଓଡ଼ିଶା ସରକାର ଶୁକ୍ରବାର ଗ୍ଲୋବାଲ ଟେଣ୍ଡର ଆହ୍ବାନ କରିଛନ୍ତି। ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେଶନ ଲିଃ (ଓଏସ୍‌ଏମ୍‌ସିଏଲ୍‌) ପକ୍ଷରୁ ଏନେଇ ଇ-ଟେଣ୍ଡର ପୋର୍ଟାଲ (https://tendersodisha.gov.in) ଜରିଆରେ ଯୋଗ୍ୟ ବିଡର୍‌ଙ୍କଠାରୁ ଦରଖାସ୍ତ ଆହ୍ବାନ...

ପିଲାଙ୍କ ପ୍ରତି ବଢ଼ିବ ରିସ୍କ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ଶକ୍ତିଶାଳୀ ରହିଛି। ଏହି ଲହରରେ ଏବେ ଯୁବପିଢ଼ି ଓ ଶିଶୁ ବହୁ ଆକ୍ରାନ୍ତ ହେଉଛନ୍ତି। ଏଯାବତ୍‌ ୨୯,୪୧୩ ପିଲା ଆକ୍ରାନ୍ତ ହୋଇସାରିଲେଣି। ତେବେ ବୟସ୍କଙ୍କ ତୁଳନାରେ ପିଲାମାନେ କମ୍‌ ଗୁରୁତର ହେଉଛନ୍ତି।...

ପୁଣି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ଅନ୍ତେବାସୀଙ୍କୁ କରୋନା ଭୟ

ଭଦ୍ରକ ଅଫିସ,୧୫।୫-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। ଜିଲାରେ ବିଚାରାଧୀନ ବନ୍ଦୀ ଓ ସଜା କାଟୁଥିବା ଅପରାଧୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ଚିନ୍ତାର ବିଷୟ ପାଲଟିଛି। ଫଳରେ ଏହି ଜେଲ ଅନ୍ତେବାସୀଙ୍କୁ...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର...

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା...

ପାରୋଲରେ ଗଲେ ୫ କଏଦୀ

କେନ୍ଦୁଝର,୧୫ା୫(ଡି.ଏନ.ଏ.)-କରୋନା ସଂକ୍ରମଣ ବଢ଼ୁଥିବାବେଳେ ଜେଲରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କଏଦୀ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ସଜ୍ଜା କାଟୁଥିବା ବନ୍ଦୀଙ୍କୁ ୯୦ ଦିନିଆ ଛୁଟି(ପାରୋଲ)ରେ ଛାଡ଼ିବା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।...

ଘରୋଇ ଲାବ୍‌କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟେଷ୍ଟ୍‌ ପ୍ରସଙ୍ଗରେ ଘରୋଇ ଲାବ୍‌କୁ କଡ଼ା ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri