ରାଜ୍ୟ

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।  ବ୍ୟକ୍ତି…

ରାଜଧାନୀରେ ପୁଣି ଗଡ଼ିବ ମୋ ସାଇକେଲ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀରେ ସାଇକେଲ ଚାଳକଙ୍କ ପାଇଁ ଖୁସି ଖବର ଆସିଛି। ପୁଣି ପୂର୍ବଭଳି ସ୍ମାର୍ଟସିଟିରେ ସମସ୍ତ ମୋ ସାଇକେଲ ଚାଲିବ । ଏ ନେଇ ସ୍ମାର୍ଟସିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ମୋଟ ୨ହଜାର ସାଇକେଲର ପରିଚାଳନା ଦାୟିତ୍ୱ ୩ଟି କମ୍ପାନୀକୁ ଦିଆଯାଇଥିଲା।…

‘ଅଗ୍ନି ପ୍ରାଇମ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୧୮ା୧୨: ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର ଅନ୍ତର୍ଗତ ଭଦ୍ରକସ୍ଥିତ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଶନିବାର ପୂର୍ବାହ୍ନ ୧୧ଟା ୬ମିନିଟ୍‌ରେ ଅଗ୍ନି ପ୍ରାଇମ (ଅଗ୍ନି-ପି) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ବିଭିନ୍ନ ଟେଲିମେଟ୍ରି, ରାଡାର, ଇଲେକ୍ଟ୍ରୋ-ଅପ୍ଟିକାଲ ଷ୍ଟେଶନ ପୂର୍ବ ଉପକୂଳରେ…

୪ ଔଷଧ ଦୋକାନରୁ ୧୦ ଲକ୍ଷ ଚୋରି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀସ୍ଥିତ ଖଣ୍ଡଗିରି ଏମ୍‌ସ ରୋଡରେ ସିରିଜି ଚୋରି ହୋଇଛି। ୪ଟି ମେଡିଶିନ ଦୋକାନରୁ ନଗଦ ୩ ଲକ୍ଷ ଓ ଔଷଧ ଚୋରି ହୋଇଛି। ନଗଦ ଟଙ୍କା ଓ ଔଷଧ ମିଶାଇଲେ ୧୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଶୁକ୍ରବାର…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୨କୁ ବୃଦ୍ଧି ପାଇଛି। କେବଳ ମୟୁରଭଞ୍ଜ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଜାନୁୟାରୀ ୪ରୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୨ ଜଣ ଲୋକାଲ କେସ…

ବ୍ୟାଙ୍କ ଧର୍ମଘଟ: କାରବାର ପ୍ରଭାବିତ

ଢେଙ୍କାନାଳ ଅଫିସ,୧୮।୧୨ କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ସର୍ବଭାରତୀୟସ୍ତରରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ (ୟୁଏଫ୍‌ବିୟୁ) ଆହ୍ବାନରେ ଚାଲିଥିବା ୨ଦିନିଆ ଧର୍ମଘଟ ଶୁକ୍ରବାର ଶେଷ ହୋଇଛି। ଦେଶରେ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ…

‘କଲେଜ ଭିତ୍ତିଭୂମି ସୁଦୃଢ଼ କର’

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କଲେଜଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ଲାଗି ଏକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାନୁଷ୍ଠାନ ପରିବେଶ ୟ ସବୁଜିମା ଭରା, ପରିଚ୍ଛନ୍ନ ଓ ଶାନ୍ତ…

ନୂଆବର୍ଷରୁ ଅନୁଗୋଳରୁ ଗଡ଼ିବ ମେମୁ ଟ୍ରେନ୍‌

ଅନୁଗୋଳ ଅଫିସ, ୧୮।୧୨ ତାଳଚେର ଷ୍ଟେଶନରୁ ଛାଡ଼ୁଥିବା ଅନୁଗୋଳ-ପୁରୀ ମେମୁ ଟ୍ରେନ୍‌ ଅନୁଗୋଳ ଠାରୁ ଚଳାଚଳ କରିବା, ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ୍‌ ସହିତ ସମସ୍ତ ଯାତ୍ରୀବାହୀ ଟ୍ରେନ୍‌ ସ୍ବାଭାବିକ ଚଳାଚଳ କରାଇବା ଆଦି ଦାବିରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଅନୁଗୋଳ ଜିଲା କମିଟି ପକ୍ଷରୁ…

ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ କୃଷ୍ଣରାମ ମହାପାତ୍ର ଅତିଥି ଭାବେ ଯୋଗଦେଇ କହିଲେ, ସମାଜ…

ଦାୟିତ୍ୱ, କର୍ତ୍ତବ୍ୟବୋଧ ଅଭାବ

ଅନୁଗୋଳ ଅଫିସ, ୧୮।୧୨ ଜିଲାର ମୁଖ୍ୟ ଚିକିତ୍ସାଳୟ। ରୋଗୀସେବା ପାଇଁ ଭଲ ଭିତ୍ତିଭୂମି ସହ ବିଭିନ୍ନ ବିଭାଗରେ ବିଶେଷଜ୍ଞ, ଡାକ୍ତର ରହିଛନ୍ତି ଏଠାରେ। ତେଣୁ ଉନ୍ନତ ଚିକିତ୍ସା ସୁବିଧା ପାଇବା ଆଶା, ବିଶ୍ୱାସ ରଖି ଅନୁଗୋଳ ଜିଲାର କୋଣ ଅନୁକୋଣରୁ ଦୈନିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri