ରାଜ୍ୟ

ପଡ଼ିଶା ଘର ଆଗରେ ପରିସ୍ରା କରିବାରୁ ଗଲା ଜୀବନ

ଜଗତ୍‌ସିଂହପୁର,୧୮।୧୨: ଘର ଆଗରେ ପରିସ୍ରା କରିବାରୁ ପଡ଼ୋଶୀଙ୍କୁ ହତ୍ୟା କରିଛନ୍ତି ଜଣେ ୩୫ ବର୍ଷୀୟ ଯୁବକ। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁରର ନିମାପଡ଼ା ଗାଁରେ। ମୃତକ ହେଲେ ୪୦ ବର୍ଷୀୟ ଅଭୟ କୁମାର ନାୟକ। ପେଶାରେ ସେ ଜଣେ ଅଟୋ ଡ୍ରାଇଭର।…

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ…

ଓଲଟିଲା ମାଲବାହୀ ଟ୍ରେନ ବଗି

କୋରାପୁଟ/ଜୟପୁର,୧୭ା୧୨(ନି.ପ୍ର.): କେ-କେ ଲାଇନରେ ଶୁକ୍ରବାର ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଓଲଟି ପଡିଛି। ଫଳରେ କିରଣ୍ଡୁଲ-କୋରାପୁଟ ମଧ୍ୟରେ ଯାତ୍ରୀବାହୀ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏପରିକି ଏହି ଲାଇନରେ ଯାଉଥିବା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ରେଳ ବିଭାଗ ବାତିଲ କରିଛି।…

ଟିକା ନେବା ପରେ ଗଲା ୨ ଜୀବନ

କୁଳିଅଣା,୧୭ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଧୀନ କେଶରପୁର ବିଦ୍ୟାଳୟ ଟିକାକରଣ କେନ୍ଦ୍ରରେ ଗୁରୁବାର ପ୍ରଥମ ଡୋଜ୍‌ କୋଭିସିଲ୍ଡ ଟିକା ନେବାର କିଛି ସମୟ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିପିନ ମହାନ୍ତ। ଟିକା ନେଇ ଘରକୁ…

ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ…

ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ବରୂପ…

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ ଛାତରୁ ଖସି ବଅଁରପାଳ ଥାନା ଗୋତମରା ଗ୍ରାମର ପଦ୍ମଚରଣ ବିଶ୍ୱାଳଙ୍କ ପୁଅ ଚିକୁନ ବିଶ୍ୱାଳ(୨୧)ଙ୍କ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ…

ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ରାଜ୍ୟର ବିଭିନ୍ନ ମେଡିକାଲ କଲେଜଗୁଡ଼ିକରେ ଚିକିତ୍ସା ମୂଲ୍ୟାଙ୍କନ ବୋର୍ଡ (ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ)ର ପୁନର୍ଗଠନ କରାଯାଇଛି ା ଏହି ବୋର୍ଡଗୁଡ଼ିକ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନରେ ଦେଖାଦେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ଅପିଲ୍‌ ପ୍ରାଧିକରଣଙ୍କୁ ସହାୟତା ଦେବେ ା ଭିନ୍ନକ୍ଷମ ପ୍ରମାଣପତ୍ରର…

ଥରକରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ପିଲାମାନେ ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତିଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ସହିତ ଆତ୍ମବିଶ୍ୱାସ…

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ ଶାନ୍ତିଶୃଙ୍ଖଳାର ସହ ଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri