ପରିଚୟପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ପରିଚୟ ପତ୍ର ନ ଥିଲେ ବି ଟିକାକରଣରୁ କେହି ବଞ୍ଚିତ ହେବେ ନାହିଁ। ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ପରିଚୟପତ୍ର ନ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କୁ କିଭଳି ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ, ସେଥିଲାଗି...
ବଦଳିଲେ ବିଏମ୍ସି କମିଶନର, କାହାକୁ ନୂଆ ନିଯୁକ୍ତି ମିଳିଛି ଜାଣନ୍ତୁ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କମିଶନର ବଦଳିଛନ୍ତି। ବିଏମ୍ସି କମିଶନର ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରି ଦିଆଯାଇଛି। ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହଙ୍କୁ ବିଏମ୍ସି କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସିଂହ ୧୯୯୭ ବ୍ୟାଚର ଆଇଏଏସ...
ଆମ୍ବୁଲାନ୍ସ ଭଡ଼ା ଆକାଶଛୁଆଁ
ଭୁବନେଶ୍ୱର,୧୨ା୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହିଛି। ସ୍ଥିତି ଏପରି ହୋଇଛି ରୋଗୀଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ପଡୁଛି। ଏହାର ସୁଯୋଗ ନେଇ ଏବେ ଘରୋଇ ଆମ୍ବୁଲାନ୍ସ ସେବା ପ୍ରଦାନକାରୀ ସଂସ୍ଥା ଲୋକଙ୍କୁ ଲୁଟୁଛନ୍ତି। ୧୦ କି.ମି....
ଥମୁନି ମୃତ୍ୟୁସଂଖ୍ୟା: ପୁଣି କରୋନା ନେଲା ୧୭ ଜୀବନ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଅନୁଗୋଳ...
ପୁଣି ବଢିଲା କରୋନା ଗ୍ରାଫ୍: ରାଜ୍ୟରେ ଆଜି ୧୦,୯୮୨ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୦,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୮୩୩ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ...
୨ ଜିଲାରେ ସ୍ଥିତି ଉଦ୍ବେଗଜନକ
ଭୁବନେଶ୍ୱର, ୧୨।୫(ବ୍ୟୁରୋ):ରାଜ୍ୟରେ ୧୦ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ। ଗତ ୨୪ଘଣ୍ଟାରେ ୯,୭୯୩ ଚିହ୍ନଟ ହୋଇଛନ୍ତି। ଗତ ୪ଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି ଦୈନିକ ସଂକ୍ରମଣ। ଗତ ୭ତାରିଖରେ ୧୨,୨୩୮ଜଣ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା।...
୧୬ ଦିନ ଭେଣ୍ଟିଲେଟରରେ ବିରୋଧୀ ଦଳ ନେତା:ଡାକ୍ତରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ଗତ ୧୬ ଦିନ ହେବ ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାଏକ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସେପରି ଉନ୍ନତି ହେଉନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଆରବ ସାଗରରେ ବାତ୍ୟା ‘ତାଉକ୍ତାଏ’
ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଆସନ୍ତା ୧୬ ତାରିଖରେ ଆରବ ସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଅଛି । ସକାଳେ ଲଘୁଚାପ...
୧୬ ଜିଲାରେ ହେବ ଆର୍ଟି-ପିସିଆର୍ ଟେଷ୍ଟିଂ ଲାବ୍
ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ରାଜ୍ୟର ୧୬ ଜିଲାରେ ଆର୍ଟି-ପିସିଆର୍ କୋଭିଡ୍-୧୯ ଟେଷ୍ଟିଂ ଲାବରେଟୋରି ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଭଦ୍ରକ, ବୌଦ୍ଧ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମାଲକାନଗିରି,...
ଓଡ଼ିଶାରେ ୨୪.୪% ସଂକ୍ରମଣ: କେନ୍ଦ୍ର
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ର ପଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। କିନ୍ତୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, କର୍ନାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା...
ରାଜ୍ୟରେ ୭ ଅକ୍ସିଜେନ ପ୍ଲାଣ୍ଟ କରିବ ଡିଆର୍ଡିଓ
ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ଓଡ଼ିଶାରେ ୭ଟି ଅକ୍ସିଜେନ ପ୍ଲାଣ୍ଟ ହେବ। ଏସବୁ ପ୍ଲାଣ୍ଟ ପ୍ରତିରକ୍ଷା ଗବେଷଣା ବିକାଶ ପ୍ରତିଷ୍ଠାନ(ଡିଆର୍ଡିଓ) କରିବ। ବୌଦ୍ଧ, କଟକ, ଭଦ୍ରକ, ଗଜପତି, ଝାରସୁଗୁଡ଼ା, ନୟାଗଡ଼ ଓ କୋରାପୁଟରେ ଏହି ଅକ୍ସିଜେନ ପ୍ଲାଣ୍ଟ ହେବ। ସମସ୍ତ ପ୍ଲାଣ୍ଟ ନିର୍ମାଣ ପାଇଁ...
ତାଲିମ ପଇସାରେ ବିଦେଶ ଗସ୍ତ
ଭୁବନେଶ୍ୱର,୧୨ା୫(ଅନିଲ ଦାସ):ଗଁାଗଣ୍ଡାରେ ରହୁଥିବା ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ଯାଉଛନ୍ତି। ଆଉ ଅନେକେ ଘରେ ବସି ରହୁଛନ୍ତି। ସେହି ଯୁବତୀଯୁବକଙ୍କ ହାତକୁ କାମ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି।...
Archives


