ରାଜ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ…

‘ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଦିଗ୍‌ଦର୍ଶନ ଦେବ’

ଯାଜପୁର ଟାଉନ,୧୬ା୧୨(ଡି.ଏନ.ଏ.): ଯାଜପୁର ଏନ୍‌ସି କଲେଜ ପଡ଼ିଆଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭର୍ଚ୍ଚୁଆଲ ମାଧ୍ୟମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରାଯାଇଛି। ଯାଜପୁର ଜିଲାର ୩୧୧ ପଞ୍ଚାୟତ, ୨ଟି ପୌରପରିଷଦ ଅଞ୍ଚଳର…

ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଜେଏସ୍‌ଡବ୍ଲ୍ୟୁର ଘୋଷଣା

ଜଗତ୍‌ସିଂହପୁର ଅଫିସ, ୧୬ା୧୨: ପାରାଦୀପରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନେଇ କମ୍ପାନୀ ପକ୍ଷରୁ ବିଭିନ୍ନ ଘୋଷଣା କରାଯାଇଛି। ଏହି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ୮ଟି ରାଜସ୍ବ ଗ୍ରାମ ଯଥା ପୋଲାଙ୍ଗ, ବାୟାନାଳକନ୍ଧ, ଜଟାଧାର, ନୂଆଗାଁ, ଗୋବିନ୍ଦପୁର, ପାଟଣା, ଢିଙ୍କିଆ ଓ ମାହାଳରେ ଜମି…

ଚିକିତ୍ସା ବାବଦ ଅର୍ଥକୁ ଶିକ୍ଷାରେ ଖର୍ଚ୍ଚ କର

କେନ୍ଦ୍ରାପଡ଼ା ଅଫିସ, ୧୬।୧୨: କେନ୍ଦ୍ରାପଡ଼ା ଜିଲା ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ସେବାରେ ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ୧୧ଟାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ଏହି କାର୍ଡ ବଣ୍ଟନର…

ସ୍ମାର୍ଟ ହେଲ୍‌ଥ କାର୍ଡରେ ସାରା ଓଡ଼ିଶା

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ଆରମ୍ଭ ହୋଇଥିବା ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ସାମିଲ ହୋଇଛି ସାରା ଓଡ଼ିଶା। ଅଗଷ୍ଟ ୨୦ରେ ମାଲକାନଗିରିରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଶେଷ ହୋଇଛି। ବୁଧବାର ଅନ୍ତିମ…

ଆଜିଠୁ ୨ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୧୬।୧୨: କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି। ଚଳିତ ମାସ ୧୬ ଏବଂ ୧୭ ତାରିଖରେ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର…

ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୫ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଓଡ଼ିଶା ମଧ୍ୟକୁ ବୁଧବାରଠାରୁ…

ଆଜିଠାରୁ ଶ୍ରୀମନ୍ଦିରରେ ନୂଆ ଏସ୍‌ଓପି

ପୁରୀ ଅଫିସ ୧୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୁଧବାର ନୂଆ ଏସ୍‌ଓପି ଜାରି କରାଯାଇଛି। ଏହି ନୂଆ ଏସ୍‌ଓପି ଚଳିତ ମାସ ୧୬ ତାରିଖ ଅର୍ଥାତ୍‌ ଗୁରୁବାରଠାରୁ ଲାଗୁ ହେବ। କୋଭିଡ୍‌ର ସମ୍ଭାବ୍ୟ ତୃତୀୟ ଲହର ଏବଂ ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନକୁ…

ଆଜିଠୁୁ ଭିତରକନିକାରେ ଡଲଫିନ୍‌ ଗଣନା

ରାଜନଗର, ୧୬ା୧୨(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ମୁହାଣ ଓ ବଙ୍ଗୋପସାଗରର ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ଡଲଫିନଙ୍କର ଗଣନା କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ ହେବ। ବୁଧବାର ଗୁପ୍ତିଠାରେ ଗଣନାକାରୀମାନଙ୍କୁ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି, ଏସିଏଫ ବିରଞ୍ଚତ୍…

ଗୋବିନ୍ଦଙ୍କ ଜାମିନ ଶୁଣାଣି ୨୧କୁ ଘୁଞ୍ଚିଲା

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୧୬।୧୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ପୁଣି ଘୁଞ୍ଚିଲା। ପରବର୍ତ୍ତୀ ଶୁଣାଣି ଆସନ୍ତା ୨୧ତାରିଖରେ ହେବ ବୋଲି କଣ୍ଟାବାଞ୍ଜି ଏଡିଜେ ଦିନ…

ହାଇକୋର୍ଟରେ ରିପୋର୍ଟ ଦାଖଲ

କଟକ ଅଫିସ,୧୬ା୧୨: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ୩୦ଟି ଜିଲାର ଆଇନସେବା ପ୍ରାଧିକରଣ(ଡିଏଲଏସଏ) ପକ୍ଷରୁ ମୁଦା ଲଫାପା ମଧ୍ୟରେ ତଦନ୍ତ ରିପୋର୍ଟ ହାଇକୋର୍ଟଙ୍କ ନିକଟରେ ଦାଖଲ କରାଯାଇଛି। ଏହି ମାମଲାର…

ଆଧୁନିକ ସୁବିଧା ସହ ଭୁବନେଶ୍ୱର-ନୟାଗଡ଼ ଟାଉନ୍‌ ମେମୁ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଧୁନିକ ସୁବିଧା ସହ ଭୁବନେଶ୍ୱର-ନୟାଗଡ଼ ଟାଉନ-ଭୁବନେଶ୍ୱର (୦୮୪୨୩/୦୮୪୨୪) ମେମୁ ଟ୍ରେନ୍‌ ପୁରୁଣା ସମୟରେ ଚଳାଚଳ ଆରମ୍ଭ କରିଛି। ଏଥିରେ ସିସିଟିଭି ପର୍ଯ୍ୟବେକ୍ଷଣ, ୬ ମେମୁ କୋଚ୍‌ ଓ ୨ ମୋଟର କାର ମେମୁ କୋଚ୍‌ ସହ କେତେକ ଅତ୍ୟାଧୁନିକ ସୁବିଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri