ବନ୍ୟପ୍ରାଣୀଙ୍କୁ ବିପଦ କୃତ୍ରିମ ଜଳଧାରଣ ଗାତ
ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ପ୍ରାକୃତିକ ଜଙ୍ଗଲରେ ଆର୍ଦ୍ରତା ସଂରକ୍ଷଣରେ ଉନ୍ନତି ଆଣିବା ପାଇଁ ଓଡ଼ିଶା ବନ ବିଭାଗ କୃତ୍ରିମ ଗାତ ଖୋଳୁଛି। ଗତ ୪-୫ ବର୍ଷ ହେଲା ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଏଭଳି ଗାତ ସବୁ ରହିଛି। ଏହି ଗାତଗୁଡ଼ିକ ସ୍ଥାନୀୟ ଉଦ୍ଭିଦ…
ରାଜ୍ୟରେ ୧୧ ସାଇବର ଅପରାଧ ଥାନା ଖୋଲିବ
ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଓଡ଼ିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଛି। ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ସାଇବର ଅପରାଧ ଅଧିକ ଭାବରେ ସମ୍ପୃକ୍ତ।…
ବଟି ମାଗି ଗିରଫ ହେଲେ ମହିଳା ଖବରଦାତା
ଉମରକୋଟ, ୧୪।୧୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଜଣେ କାର୍ଯ୍ୟରତ ମହିଳା ଖବରଦାତାଙ୍କୁ ବଟି ମାଗିବା ଓ ଜାତିଆଣ ଆକ୍ଷେପ ଅଭିଯୋଗରେ ରାଇଘର ପୋଲିସ ଗିରଫ କରିଛି। ଗିରଫ ଖବରଦାତା ହେଲେ ମାମୁନି ଚକ୍ରବର୍ତ୍ତୀ। ସୂଚନାନୁଯାୟୀ, ମାମୁନି ରାଇଘର ଗୋନା ଅଞ୍ଚଳର…
ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ
ବରଗଡ଼ ଅଫିସ୍,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍ ଧାନ ଜବତ କରିଛି। ଜବତ ଧାନର ପରିମାଣ ୩୨ କୁଇଣ୍ଟାଲ ୯୦କିଗ୍ରା ରହିଛି । ନିୟନ୍ତ୍ରିତ ବଜାର କମିଟି(ଆର୍ଏମ୍ସି) କର୍ମଚାରୀ…
ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ
ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୁମ ଛେଚିବା…
ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୪।୧୨(ବ୍ୟୁରୋ): ବିବାହ ପ୍ରେଶେସନରେ ମାନୁନାହାନ୍ତି କରୋନା କଟକଣା। ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍ରେ ନାଚୁଛନ୍ତି ବରଯାତ୍ରୀ। ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ଦୃଦ୍ରୋଗ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି । ଏନେଇ…
ଡିବିରି ନିଆଁରେ ଜଳିଗଲେ କଲେଜ ଛାତ୍ରୀ
ବଣାଇଁ,୧୪।୧୨(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଧୀନ ଭାଲୁଡୁଙ୍ଗୁରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗିଯିବାରୁ ଯୁକ୍ତ ତିନି ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ବପ୍ନେଶ୍ୱରୀ ମୁଣ୍ଡା। ଖବର ପାଇ ବଣାଇଁ…
‘ଓମିକ୍ରନ’ରୁ ସୁରକ୍ଷା ଦେବ ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସମସ୍ତଙ୍କୁ ଯଥାଶୀଘ୍ର ଟୀକା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିକା ଶତ ପ୍ରତିଶତ କାମ ନ ହେଲେ ବି କ୍ରସ୍ ପ୍ରୋଟେକ୍ସନ ଦେବ । ସାମାଜିକ କର୍ମୀ ଟିକା ନେବାକୁ ପ୍ରତି ଗାଁରେ ପ୍ରୋତ୍ସାହିତ…
ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୩୭କୁ ବୃଦ୍ଧି ପାଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ତେବେ ଆଜି ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ବୁଧବାର ଓଡିଶା ଆସିବେ ନୀତି ଆୟୋଗ ଉପାଧ୍ୟକ୍ଷ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ବୁଧବାର ୩ ଦିନିଆ ଓଡ଼ିଶା ଆସିବେ। ତେବେ କାଲି ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହେବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିବେ। ବୈଠକରେ ରାଜ୍ୟ…
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୭୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୪ ଜଣ ଲୋକାଲ…
ପାଣି ଚିନ୍ତାରେ କନ୍ଧପଡ଼ାବାସୀ
ଢେଙ୍କାନାଳ ଅଫିସ, ୧୪।୧୨ ଢେଙ୍କାନାଳ ସଦର ବ୍ଲକ ଶୁଆଖାଇକାଟେଣୀ ପଞ୍ଚାୟତର କନ୍ଧପଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରାମରେ ଖୋଳାଯାଇଥିବା ବୋରୱେଲଟି ଅଚଳ ହୋଇପଡିଥିବାରୁ ୨ ମାସ ହେଲା ପିଇବା ପାଣି ଆସୁନି। ଗ୍ରାମବାସୀ ଗ୍ରାମ୍ୟ ଜଳଯୋଗାଣ ଓ…
Archives


