ରାଜ୍ୟ

ଜୀବିକା ପାଲଟିଛି ଝୋଟ ଶିଳ୍ପ

ବାଲେଶ୍ୱର ଅଫିସ,୧୩|୧୨: ବାଲେଶ୍ୱର ଜିଲାରେ ମିଶନ ଶକ୍ତି ଦ୍ୱାରା ପରିଚାଳିତ ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କୁ ଝୋଟ ଶିଳ୍ପର ବିକାଶ ନିମନ୍ତେ ସରକାର ବିଭିନ୍ନ ସହାୟତା ଯୋଗାଇ ଦେଉଛନ୍ତି। ବାହାନଗା ବ୍ଲକ ପଣପଣା ପଞ୍ଚାୟତ ଅନ୍ତର୍ଗତ ମାଳଦାପଡ଼ା ଗାଁରେ ୭ଟି ଏସ୍‌ଏଚ୍‌ଜି ଗ୍ରୁପ୍‌ର…

କଟକ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡର ହେବ ଶୁଭାରମ୍ଭ

କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିବା ବେଳେ ସୋମବାର କଟକ ଜିଲାରେ ସ୍ମାର୍ଟ…

ରାଜଧାନୀରେ ଆନ୍ତଃରାଜ୍ୟ କାର ଚୋରି ର଼୍ୟାକେଟ୍‌

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍‌ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍‌ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି। ଗିରଫ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ବରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏନ୍‌ସିସି…

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ…

ଆଗେଇପାରୁନି ପ୍ରସ୍ତାବିତ ୩ ବନ୍ଦର କାମ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ ଏକ ନଦୀଭିତ୍ତିକ ବନ୍ଦର ସ୍ଥାପନ ଲାଗି ପ୍ରସ୍ତାବ ରହିଛି। ହେଲେ ଏଯାଏ ପ୍ରସ୍ତାବିତ…

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ରାଜ୍ୟରେ ବଢୁଛି ବେରୋଜଗାରୀ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇଇ)ର ତ୍ରୈମାସିକ ରିପୋର୍ଟ (ମେ’-ଅଗଷ୍ଟ ୨୦୨୧)ରୁ ଏହା ଜଣାପଡ଼ିଛି। ଉକ୍ତ ରିପୋର୍ଟରେ ମଧ୍ୟ ପୂର୍ବ…

‘ଢେଲା ମାଡ଼ ପ୍ରମାଣିତ ହେଲେ ରାଜନୀତି ଛାଡିଦେବି, କମିଶନର ଚାକିରି ଛାଡିବେ କି’

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ ତଥା ନ୍ୟାୟ ପ୍ରଦାନ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମକୁ ପୋଲିସ ଦମନ କରିଥିଲା। ଏହି ଘଟଣାକୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଧାରଣସ୍ଥଳରେ ଢେଲା ମାଡ କରାଯାଇଥିବା…

ଦରମା ବଦଳରେ ବାଧ୍ୟତାମୂଳକ ଅବସର

ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍‌.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ ଦରମା ନ ପାଇବାରୁ ନ୍ୟାୟାଳୟରେ ଆଶ୍ରୟ ନେବାରୁ ସରକାରଙ୍କ ଆକ୍ରୋଶର ଶିକାର ହୋଇଛନ୍ତି…

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ କଳ୍ପନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri