ଭୁବନେଶ୍ୱରେ ପହଞ୍ଚିଲା ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା
ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା...
୨୦୨୨ ଜୁନ ସୁଦ୍ଧା ଅନ୍ଧାରୁଆରେ ଟିକା ଉତ୍ପାଦନ
ଭୁବନେଶ୍ୱର,୭ା୫(ବ୍ୟୁରୋ):ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଭାରତ ବାୟୋଟେକ ଦ୍ୱାରା ଟିକା ଉତ୍ପାଦନ ୟୁନିଟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ୨୦୨୨ ଜୁନ ସୁଦ୍ଧା ଏଠାରେ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ୟୁନିଟ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ବୈଧାନିକ...
ବେକାବୁ ସ୍ଥିତିରେ କରୋନା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୨୭ ମୃତ
ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ...
ଶନି,ରବିବାର ଟ୍ରେନ୍ ବାତିଲ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆସନ୍ତା ୮ରୁ ୧୬ତାରିଖ ମଧ୍ୟରେ ଶନିବାର ଓ ରବିବାର ଚାଲିବାକୁ ଥିବା ୧୧ଯୋଡି ସ୍ବତନ୍ତ୍ର ଟ୍ରେନ୍ ସେବା ବାତିଲ କରାଯାଇଛି। ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝର-ଭୁବନେଶ୍ୱର ବିଶେଷ ଟ୍ରେନ୍, ୦୮୪୨୮/୦୮୪୨୭ ପୁରୀ-ଅନୁଗୋଳ-ପୁରୀ, ୦୮୪୧୨/୦୮୪୧୧...
କୋଟି କୋଟି ଲୁଟୁଛନ୍ତି ସାଇବର ଠକ
ଭୁବନେଶ୍ୱର,୭।୫(ବ୍ୟୁରୋ): ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଲୋକେ ଚେତୁ ନାହାନ୍ତି। ପୋଲିସ କେବଳ ମାମଲା ରୁଜୁ କରି ଚୁପ୍ ବସୁଥିବାରୁ ରାଜ୍ୟରେ ସାଇବର ଠକ ମାତୁଛନ୍ତି। ଲୋକଙ୍କୁ ବୋକା ବନେଇ କୋଟି କୋଟି ଲୁଟୁଛନ୍ତି। ବୈଷୟିକ ଜ୍ଞାନ କୌଶଳ ଅଭାବରୁ...
ଓଡ଼ିଶା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ସହଯୋଗ ଆବଶ୍ୟକ: ଧର୍ମେନ୍ଦ୍ର
ଭୁବନେଶ୍ୱର,୭ା୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସ୍ୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ବାସ୍ଥ୍ୟ ସଙ୍ଗଠନ, ବ୍ୟାଙ୍କିଙ୍ଗ୍ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶାରେ...
ଆଜି ରାଜ୍ୟରୁ ସର୍ବାଧିକ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି
ଭୁବନେଶ୍ୱର,୭ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଶୁକ୍ରବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...
ମାଡି ଚାଲିଛି କରୋନା: ରାଜ୍ୟରେ ଆଜି ୧୨,୨୩୮ ସଂକ୍ରମିତ ଚିହ୍ନଟ: ସୁନ୍ଦରଗଡରୁ ସର୍ବାଧିକ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬,୯୧୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୫୩୨୪ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ସୁନ୍ଦରଗଡ ଜିଲାରୁ...
ବିବାହ ଉତ୍ସବରେ କୋଭିଡ୍ ନିୟମ ଉଲ୍ଲଂଘନ: ୩୦ ହଜାର ଜରିମାନା
ଭଣ୍ଡାରିପୋଖରୀ,୭।୫(ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରହଣିଆ ପଞ୍ଚାୟତ ପୁରସ୍ତମପୁର ଗ୍ରାମରେ ଏକ ବିବାହ ଉତ୍ସବରେ କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗ୍ରାମର ବିଦ୍ୟାଧର ସାମଲଙ୍କ ଝିଅ ବାହାଘର...
ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ସଂକ୍ରମିତ
ବାସୁଦେବପୁର/ପଦ୍ମପୁର,୭।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ତୃତୀୟ ଥର ପାଇଁ କରୋନା ସଂକ୍ରମିତ ହୋଇଛନ୍ତି। ବିଧାୟକଙ୍କ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟ କରୋନା ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ଅଛନ୍ତି। ବିଧାୟକଙ୍କ ପ୍ରତିନିଧି ଅସିତ୍ କୁମାର ଦାସ...
ଅନିଶ୍ଚିତତାରେ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ
କପ୍ତିପଦା,୭।୫(ଡି଼.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଢିପାସାହିରେ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ୩୦ରୁ ଊର୍ଦ୍ଧ୍ୱ ପିଲାଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ବଣପାହାଡ଼ ଘେରା ଶିମିଳିପାଳ ପାଦ ଦେଶରେ ଅବସ୍ଥିତ...
ଅକ୍ସିଜେନ ମ୍ୟାନ ମୁନା
କେନ୍ଦୁଝର, ୭।୫ (ସ୍ବ.ପ୍ର.): କରୋନାର ଦ୍ୱିତୀୟ ଲହର ଏବେ ସାରା ଦେଶରେ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ମେଡିକାଲ ଭିତ୍ତିଭୂମି ଥିଲେ ମଧ୍ୟ ଅକ୍ସିଜେନ ଅଭାବ ସମସ୍ୟାକୁ ଜଟିଳ କରିଦେଉଛି। ଯେଉଁଥିପାଇଁ ବହୁ କରୋନା ଅକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି। ସେଥିଲାଗି...
Archives


