ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା। ଏଠାରୁ ତାଙ୍କ ପାର୍ଥିବ ଶରୀରକୁ ସଡ଼କ ପଥରେ ତାଙ୍କ ଜନ୍ମମାଟି ଅନୁଗୋଳ…
ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ ପାର୍ଥୀବ…
ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା ମାସକୁ ୫ କେଜି ମାଗଣା ଚାଉଳ ଦିଆଯିବ। ଏଥିରେ ୯ ଲକ୍ଷ ୧୫…
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୧…
ବିକାଶଠାରୁ ବହୁ ଦୂରରେ ଝରକାଢ଼ି ସାନ୍ତାଳିପଡ଼ା
ମହାକାଳପଡ଼ା,୧୧।୧୨ (ଡି.ଏନ.ଏ.): ମୌଳିକ ସେବାରୁ ବଞ୍ଚିତ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ପଞ୍ଚାୟତର ଏକ ନମ୍ବର ୱାର୍ଡର ଝରକାଢ଼ି ସାନ୍ତାଳିପଡ଼ା। ପଡାରେ ୩୦ରୁ ଅଧିକ ପରିବାର ବସବାସ କରୁଥିବାବେଳେ ଶହେରୁ ଅଧିକ ଜନସଂଖ୍ୟା ବିଶିଷ୍ଟ କୁହାଯାଇଛି।…
ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧୧।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀଯୁବକଙ୍କ ମଧ୍ୟରେ ସାମ୍ପ୍ରତିକ ସମୟରେ ଆକର୍ଷଣ ବୃଦ୍ଧି ପାଉଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଥିବାରୁ ଯୁବପିଢ଼ିଙ୍କ ଏହି ଶିକ୍ଷା ଆବଶ୍ୟକତା ହୋଇଛି। ଏହାର ସୁଯୋଗ ନେଉଛନ୍ତି କେତେଗୋଟି ଜାଲ୍ ସଂସ୍ଥା।…
ଛୁଟିରେ ସୁମିତ, ଅପହରଣ ଆଶଙ୍କା କଲେ ତପସ୍ବିନୀ
ଆସିକା,୧୧।୧୨(ଡି.ଏନ.ଏ.): ବ୍ରହ୍ମପୁର ଏସ୍ଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଡାକ୍ତର ସ୍ବାମୀଙ୍କ ସହ ଆସିକା ଚିନିଶିଳ୍ପ ଅତିଥି ଭବନରେ ରହୁଥିବା ତପସ୍ବିନୀ ଦାସ ପୁଣି ଅଡ଼ୁଆରେ ପଡ଼ିଛନ୍ତି। ସ୍ବାମୀ ସୁମିତ ସାହୁ ଶୁକ୍ରବାର ସକାଳେ ଆସିକା ବ୍ଲକ ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ରାତି…
କଂଗ୍ରେସ ଭବନରେ ପଶି ପିଟିଲା ପୋଲିସ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍ସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜ୍ୟବ୍ୟାପୀ ଚାଲିଥିବା ଆନ୍ଦୋଳନ ଭୟଙ୍କର ରୂପ ନେଇଛି। ଗତ ଦୁଇଦିନ ଧରି ରାଜଧାନୀରେ ରକ୍ତ ବୋହିଛି। ଗୁରୁବାର ପୋଲିସର ଲାଠି ମାଡ଼ରେ ବହୁ ଯୁବ ଭାଜପା…
ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି, ଦଳର ସାଙ୍ଗଠନିକ କାର୍ଯ୍ୟ, ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମହିଳାଙ୍କ ପ୍ରତି ନିର୍ଯାତନା ଓ…
୪ ବର୍ଷ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡ
ଭଦ୍ରକ ଅଫିସ, ୧୧।୧୨: ବୟସ ମାତ୍ର ୪ ବର୍ଷ ୬ ମାସ। ତୁଳସୀ ଦୁଇପତ୍ରରୁ ବାସିଲା ଭଳି ତାଙ୍କ ପ୍ରତିଭା ଏବେଠାରୁ ବାସିଲାଣି। ହିନ୍ଦୀ ଓ ଇଂଲିଶରେ ୮୦ଟି ରାଇମ୍ସ ଗାଇ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛନ୍ତି ଭଦ୍ରକ…
ଚାଇଲ୍ଡ ଲାଇନର ଚଢାଉ: ୨ ସ୍ଥାନରୁ ୨୧ ଉଦ୍ଧାର
ମାଲକାନଗିରି,୧୧।୧୨ (ଡି.ଏନ୍.ଏ.): ମାଲକାନଗିରି ଜିଲା ଚାଇଲ୍ଡ ଲାଇନ ପକ୍ଷରୁ ଶୁକ୍ରବାର ୨ଟି ସ୍ଥାନରୁ କାର୍ଯ୍ୟରେ ନିୟୋଜିତ ଥିବା ୧୦ ଶିଶୁଶ୍ରମିକ ଏବଂ ତେଲଙ୍ଗାନାକୁ ଶ୍ରମିକ ଭାବେ କାମ କରିବାକୁ ଯାଉଥିବା ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ମାଲକାନଗିରିସ୍ଥିତ ସଂସ୍କୃତି ଭବନ କାର୍ଯ୍ୟାଳୟ…
Archives


