ରାଜ୍ୟ

ଭିତରକନିକାରେ ଡଲଫିନ୍‌ ଗଣନା ୧୬ରେ

ରାଜନଗର,୧୧।୧୨(ଡି.ଏନ.ଏ.): ଭିତରକନିକା ଅଞ୍ଚଳରେ ଚଳିତମାସ ୧୬ରୁ ୧୮ ତାରିଖ ଯାଏ ଡଲଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଡଲଫିନ ଗଣନା କରାଯିବ ବୋଲି ରାଜନଗର ଡିଏଫ୍‌ଓ…

ପ୍ରତିପକ୍ଷଙ୍କୁ ଜବାବ ତଲବ

କଟକ ଅଫିସ,୧୧।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ସମ୍ପର୍କିତ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଆସନ୍ତା ୧୩ ସୁଦ୍ଧା ଜବାବ ତଲବ ପାଇଁ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ସମସ୍ତ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୩ ତାରିଖରେ…

ବିଧାନସଭା ଅଧାରୁ ବନ୍ଦ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର ଅପରାହ୍ନରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାନସଭା ଅଧିବେଶନକୁ ବନ୍ଦ…

ବୋହିନେଲେ ଲୁହାପଥର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଖଣି ରାଜସ୍ବରେ ବ୍ୟାପକ ହେରଫେର ଓ ଅନିୟମିତତା ହୋଇଛି। ଲିଜ୍‌ଧାରୀ ଅନୁମୋଦିତ ପରିମାଣଠାରୁ ଅଧିକ ପରିମାଣର ଲୁହାପଥର ଉତ୍ତୋଳନ କରିଥିଲେ ମଧ୍ୟ ଖଣି ଯୁଗ୍ମ ନିର୍ଦ୍ଦେଶକ ସେମାନଙ୍କଠାରୁ ବଳକା ମୂଲ୍ୟ ଆଦାୟ କରିନାହାନ୍ତି। ଫଳରେ ସରକାରଙ୍କୁ ଖଣି ଟିକସ ବାବଦରେ…

ଧିରେ ଧିରେ ସଂକ୍ରମିତ ହେଉଛି ଶରୀରର ଅନ୍ୟଅଙ୍ଗ

କଟକ ଅଫିସ, ୧୧ା୧୨- ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ବ୍ୟସ୍ଥାବସ୍ଥା ଏବେ ସଙ୍କଟାପନ୍ନ ରହିଛି। କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ କଟକର ଏକ ଘରୋଇ ହସ୍ପିଟାଲରେ ଗତ ୭ ତାରିଖରୁ ଚିକିତ୍ସିତ ହେଉଛନ୍ତି। ଏବେ ସେ ଭେଣ୍ଟିଲେଟରରେ ରହିଥିବାବେଳେ…

ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍‌ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ୧୨ ଓ ୧୩ ତାରିଖ ୨…

ଡିବିରିରେ ଜଳିଗଲା ସଂସାର

ପାଟଣା,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ଜଡ଼ିଚାତର ଗାଁ ଉପରସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗି ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲାଲମୋହନ ମହାନ୍ତ(୬୨) ଓ ତାଙ୍କ ସ୍ତ୍ରୀ ଲବଙ୍ଗ(୫୫)। ସୂଚନା…

ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍‌ଓପିକୁ ନେଇ କିଛି…

ବରଗଡ଼ ଧନୁଯାତ୍ରା ସ୍ଥଗିତ

ବରଗଡ଼ ଅଫିସ୍‌,୧୦।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ମହୋତ୍ସବ ସମିତି ଅଧ୍ୟକ୍ଷ ତଥା ଜିଲାପାଳ ମୋନିଷା…

ନାବାଳିକାଙ୍କୁ ଗର୍ଭବତୀ କଲେ ବଡ଼ ଭଉଣୀଙ୍କ ଦିଅର

ଜୟପୁର, ୧୦ା୧୨(ନି.ପ୍ର.): ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଇ ଗର୍ଭବତୀ କରିଥିବା ନେଇ କୋରାପୁଟ ଜିଲା ଜୟପୁର ମହିଳା ଥାନା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୋଗ ମୁତାବକ,…

ଡାକ୍ତର ସୁମିତଙ୍କୁ ଖୋଜି ପାଉନାହାନ୍ତି ତପସ୍ବିନୀ

ଆସିକା,୧୦।୧୨(ଡି.ଏନ୍‌.ଏ.): ବ୍ରହ୍ମପୁର ବ୍ରହ୍ମାନଗରଠାରେ ଶାଶୁ ଘରେ ସ୍ବାମୀଙ୍କ ସହ ରହିବାକୁ ଦାବି କରି ତପସ୍ବିନୀ ଦୀର୍ଘ ଦିନ ଧରି ଶଶୁର ଘର ବାରଣ୍ଡାରେ ଧାରଣା ଦେଇଥିଲେ। ମାମଲା କୋର୍ଟରେ ପହଞ୍ଚି ଥିଲା। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ତପସ୍ବିନୀ ଦାସ ଗତ ୩…

୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri