ହଟ୍ଟଗୋଳରେ ଖର୍ଚ୍ଚ ଦାବି ପାରିତ
ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗିଲୋଟିନ ମାଧ୍ୟମରେ ପାରିତ ହୋଇଛି ୩୯ ବିଭାଗର ଖର୍ଚ୍ଚ…
ଆଶା ବାନ୍ଧି ବସିଛନ୍ତି ଆଶାୟୀ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ନିମନ୍ତେ ତୁରନ୍ତ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତି ବୟସ ସୀମା ୪୨ବର୍ଷକୁ ବୃଦ୍ଧି, ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ଓ ବେଆଇନ ଭାବେ ଚାଲୁଥିବା ସ୍କୁଲ୍କୁ ବନ୍ଦ ଦାବି କରି ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା କନିଷ୍ଠ ଶିକ୍ଷକ…
ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା
ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା କରାଯାଇଥିବା ଏଠାରେ ଆଲୋଚନା ହେଉଛି। ଅନୁଦାନ ଅଭାବରୁ ସ୍କୁଲଗୁଡିକ…
୫ ଡିଗ୍ରୀ ଖସିବ ପାରଦ, ଆଜିଠୁ ବଢ଼ିବ ଶୀତ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଓଡ଼ିଶା ଉପରେ ଏକ ଟ୍ରପ୍ ଲାଇନ ରହିଛି। ଏଥିସହିତ ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁଚାପ ଯୋଗୁ ସମୁଦ୍ରରୁ ଜଳୀୟ ବାଷ୍ପ ସ୍ଥଳଭାଗକୁ ଆସିବା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ,…
ଏଣିକି ଅନ୍ଲାଇନରେ ବୁକ୍ କରିହେବ ଭକ୍ତନିବାସ
ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା…
ରାଜ୍ୟରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୮…
ରାଜ୍ୟରେ ୩ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣ ଏବଂ ବରଗଡରୁ ଜଣେ ଆକ୍ରାନ୍ତଙ୍କର…
ଛିଡ଼ା ହୋଇଥିବା ଟ୍ରକ୍କୁ ପଛରୁ ପିଟିଲେ
ଝାରସୁଗୁଡା ଅଫିସ୍,୧୨।୧୨: ଝାରସୁଗୁଡ଼ା ଜିଲା ତାଳପଟିଆ ଫାଣ୍ଡି ଅଧୀନ ଦୁଲର୍ଗା ଗୌଡପଡା ଛକରେ ଗୁରୁବାର ରାତିରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ଟ୍ରକ୍ ପଛରେ ପିଟି ହୋଇ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବାଇକ୍ରେ ଥିବା ୩…
ହସ୍ପିଟାଲରେ ମିହର ଦାସ
ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା…
୩ ଘଣ୍ଟା ପରେ ମୋବାଇଲ ଟାଓ୍ବାରରୁ ଉଦ୍ଧାର ହେଲେ ଯୁବକ
ଜୁନାଗଡ,୯।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଣିଜରା ପଞ୍ଚାୟତ ପୁରୁଣାସର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ ସମସ୍ୟାକୁ ନେଇ ଗ୍ରାମର ଜଣେ ଯୁବକ ସ୍ଥାନୀୟ ୧୮୦ ଫୁଟ ଉଚ୍ଚର ମୋବାଇଲ ଟାୱାରରେ ଚଢି ଯାଇଥିଲେ। ପରେ…
ମାଓବାଦୀଙ୍କ ଭୟ ଦୂର କରିବ ବିଏସ୍ଏଫ କ୍ୟାମ୍ପ
ମାଲକାନଗିରି/ଚିତ୍ରକୋଣ୍ଡା,୯ା୧୨(ଡି.ଏନ.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ମାଓବାଦୀଙ୍କ ପାର୍ଦୁଭାବକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ତଥା ପଣସପୁଟ ପଞ୍ଚାୟତ ଘନବେଢାଠାରେ ଗୁରୁବାର ଏକ ବିଏସ୍ଏଫ୍ କ୍ୟାମ୍ପ ପ୍ରତିଷ୍ଠା ହୋଇଛି। ବିଏସଏଫ ଡ଼ିଆଇଜି ସଞ୍ଜୟ କୁମାର ସିଂ, ମାଲକାନଗିରି ଏସ୍ପି…
କ୍ଷେତରୁ ମିଳିଲା ନବଜାତ ଶିଶୁର ମୃତଦେହ
ଟିକିରି,୯।୧୨(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ସଦରସ୍ଥିତ ନୂଆସାହି ନିକଟ ଜମିରୁ ଏକ ନବଜାତ ଶିଶୁର ମୃତଦେହ ଜବତ କରାଯାଇଛି। ଏ ନେଇ କାଶୀପୁର ଥାନାରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ସୂଚନା ଅନୁଯାୟୀ, ଜମିରେ ନବଜାତ…
Archives


