ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ
କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆ ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ବିସ୍ଫୋରଣ ପରେ ଡିଜିପି ଖୁରାନିଆ ତୁରନ୍ତ…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ-ଚାଷୀ ମୁହାଁମୁହିଁ: ଧାନ କିଣାବିକା ପଞ୍ଜିକରଣକୁ ନେଇ…
ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଧାନ ଅମଳ କାର୍ଯ୍ୟ ଜୋର୍ ଧରିଛି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ନିଜ କଷ୍ଟୋପାର୍ଜିତ ଧାନ ଅମଳ କରୁଛନ୍ତି। ଅନ୍ୟପଟେ, ଏ ପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା, ଜିଲାର ପ୍ରାୟ…
ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ ଅଧିବେଶନ…
ଦିଲ୍ଲୀରେ ବିସ୍ଫୋରଣ କଲେ ଆତଙ୍କବାଦୀ! ପୁରୀରେ ହାଇଆଲର୍ଟ ଜାରି…
ଭୁବନେଶ୍ୱର,୧୦।୧୧: ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍ପି ସୂଚନା ଦେଇଛନ୍ତି। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡ ସହ ଶ୍ରୀମନ୍ଦିର ଚତୁଃପାଶର୍ବ, ରେଲେୱ ଷ୍ଟେଶନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ ଜାରି କରାଯାଇଛି। ପାଟ୍ରୋଲିଂ ବୃଦ୍ଧି ସହ ସମସ୍ତ ଆଇଆଇସିଙ୍କୁ…
ଯୋଗାଣ ସହାୟିକା ବିରୋଧରେ ସାଂଘାତିକ ଅଭିଯୋଗ: ହିତାଧିକାରୀଙ୍କ ଦସ୍ତଖତ ନକଲକରି…
ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଯୋଗାଣ ସହାୟିକା ରାଜେଶ୍ୱରୀ ଗୌଡ଼ଙ୍କ ବିରୋଧରେ ସୋମବାର ଜନଜାତି ବହୁଳ ଅଶୋକ ନଗର, ସଅ ଢେପ, ରାଧା ନଗର ପ୍ରଭୃତି ଗ୍ରାମର ବହୁସଂଖ୍ୟକ ମହିଳା ପୁରୁଷ ବ୍ଲକ କାର୍ଯ୍ୟାଳୟରେ…
ସ୍ବାମୀ ମୃତ୍ୟୁର ୨ଘଣ୍ଟା ପରେ ଜନ୍ମ ହେଲା ଝିଅ
ନାକଟିଦେଉଳ, ୧୦ା୧୧(ବୈକୁଣ୍ଠନାଥ ସାହୁ): ବିଧିର ବିଧାନ ବଡ଼ ବିଚିତ୍ର। ବାଇକ୍ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁର ୨ଘଣ୍ଟା ପରେ କନ୍ୟା ସନ୍ତାନ ଜନ୍ମଦେଲେ ସ୍ତ୍ରୀ। ଏପଟେ ଜନ୍ମର କେଇ ଘଣ୍ଟା ପୂର୍ବରୁ ବାପଛେଉଣ୍ଡ ହୋଇଗଲା ନିଷ୍ପାପ ଶିଶୁ। ଆସନ୍ନ ପ୍ରସବା ସ୍ତ୍ରୀଙ୍କୁ ଦେଖି…
ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ନିର୍ଦ୍ଧାରଣ ହେବ ୧୪ ପ୍ରାର୍ଥୀଙ୍କ ଭାଗ୍ୟ
ନୂଆପଡ଼ା,୧୦।୧୧: ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତାକାଲି ନଭେମ୍ବର ୧୧ (ମଙ୍ଗଳବାର) ଭୋଟ୍ ଗ୍ରହଣ କରାଯିବ। ନିର୍ବାଚନକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ମୋଟ୍ ୮ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ୧୪ ଜଣ…
ECIଙ୍କ ଦୃଷ୍ଟି ଆକର୍ଷଣ କଲେ ନବୀନ: ଆଣିଲେ ବଡ଼ ଅଭିଯୋଗ
ଭୁବନେଶ୍ୱର,୧୦।୧୧: ନୂଆପଡ଼ା ଉପନିର୍ବାଚନରେ ଆଚରଣବିଧି ଉଲ୍ଲଙ୍ଘନ ହେଉଥିବା ଅଭିଯୋଗ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ECIଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୪୮ ଘଣ୍ଟାର ନୀରବତା ଅବଧିକୁ କଡ଼ା କଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ନବୀନ ECIଙ୍କ ନିକଟରେ ଦାବି କରିଛନ୍ତି।…
ଓଡ଼ିଶାରେ ଖେଳିବ ଶୀତଲହରୀ: ୬ ଜିଲାକୁ ଆଇଏମଡିର ୱାର୍ଣ୍ଣିଂ
ଭୁବନେଶ୍ୱର,୧୦।୧୧: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ, ଝାରସୁଗୁଡ଼ା, କନ୍ଧମାଳ, ଏବଂ ସୁନ୍ଦରଗଡ଼ ସମେତ ଅନେକ ଜିଲା ପାଇଁ ଶୀତଲହରୀ ସତର୍କତା ଜାରି କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ ପାଇବ…
ଅଭିଯୁକ୍ତଙ୍କ ଘରେ ବୁଲିଲା ବୁଲ୍ଡୋଜର
ବଡ଼ବିଲ,୧୦।୧୧: କେନ୍ଦୁଝର ଜିଲା ବଡ଼ବିଲରେ ବୁଲିଲା ବୁଲ୍ଡୋଜର। ପ୍ରଶାସନ ପକ୍ଷରୁ ସରକାରୀ ଜମିରେ ଥିବା ୪ ଅଭିଯୁକ୍ତଙ୍କ ଘରକୁ ବୁଲ୍ଡୋଜର ଲଗାଇ ଭାଙ୍ଗି ମାଟିରେ ମିଶାଇ ଦିଆଯାଇଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ…
ଡୁଲୁରୀ ପାଇନବଣରେ ପର୍ଯ୍ୟଟକଙ୍କୁ ମିଳୁନି ଶୁଦ୍ଧ ପାନୀୟ ଜଳ, ବଣଭୋଜି ପାଇଁ ଆସି ହେଉଛନ୍ତି ହଟହଟା
ଦାରିଙ୍ଗବାଡ଼ି,୧୦ା୧୧(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଦୈନିକ ଶହ ଶହ ପର୍ଯ୍ୟଟକ ପରିବାର ସାଙ୍ଗସାଥୀ ସହ ଆସି ଦାରିଙ୍ଗବାଡ଼ି ବୁଲିବା ସହ ବଣଭୋଜି କରି ମଜା ନିଅନ୍ତି। ଦାରିଙ୍ଗବାଡ଼ିର ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ କିସୁବାଡ଼ି ଜଳପ୍ରପାତ, ଡୁଲୁରୀ ପାଇନବଣ ଏବଂ…
ପଣସ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ମୋହନା,୧୦ା୧୧(ମନ୍ମଥ ମିଶ୍ର): ପଣସ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଛି। ମୃତ ଯୁବକ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ ମାଣିକପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମଣ ଦଳାଇଙ୍କ ସାନ ପୁଅ କୁମୁଦ(୨୫)। ଚନ୍ଦ୍ରଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ…
Archives


