ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କରପା ପଞ୍ଚାୟତ ପେଟିଲିଗୁଡା ଶ୍ରୀରାମ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିବା ସହ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭାଜପା ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ମନ୍ତ୍ରୀ ଗଜପତି…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସଭାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସଂଯୋଜନା କରିଥିଲେ। ଏନଏସି ଅଧ୍ୟକ୍ଷ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି ଗ୍ୟାସ । ୫ କେଜିଆ ଗ୍ୟାସ ସିଲିଣ୍ଡର ବିତରଣ ପ୍ରସଙ୍ଗରେ ଦ୍ବନ୍ଦ ରହିଥିବା…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି ଜାତୀୟ ଫସଲ ନଷ୍ଟ ହୋଇଯାଇଛି । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ରେ…
ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା
ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ ଲାଠୋର ଥାନା ଅଧୀନ ଫୁଲଝର ଗ୍ରାମର ହେମନ୍ତ ଶବର(୫୫) ବୋଲି ଜଣାପଡ଼ିଛି। ପୋଲିସ…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର ଆଇନ ଆଣିବେ। ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର ଅଞ୍ଚଳରେ ଏହି ହତ୍ୟାକାଣ୍ଡ ହୋଇଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ବର୍ତ୍ତମାନ…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର ନିକଟରେ ଥିବା ପମ୍ପ ହାଉସ୍ରେ ବୁଧବାର…

