ବୀମାଭୁକ୍ତ କାର୍ଯ୍ୟରତ ଖବରଦାତାଙ୍କୁ ଟିକା
ଭୁବନେଶ୍ୱର, ୫।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକଟ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବରଦାତାମାନେ ଅହରହ କାର୍ଯ୍ୟ କରୁଛନ୍ତି। ଇତିମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଖବରଦାତାଙ୍କ କୋଭିଡ୍ରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ଖବରଦାତାମାନେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ...
ଅଭିଯୋଗ ପାଇଁ ଘରକୁ ଯିବ ପୋଲିସ
ଭୁବନେଶ୍ୱର,୫।୫(ବ୍ୟୁରୋ):ଆଜିଠାରୁ ରାଜ୍ୟରେ ୧୪ ଦିନିଆ ଲକ୍ଡ଼ାଉନ୍ ଲାଗୁ ହେଉଛି। ଏହି ସମୟରେ ସହରାଞ୍ଚଳରେ ଶଟ୍ଡାଉନ୍ କଟକଣା ମଧ୍ୟ ଜାରି ରହିବ। ତେଣୁ କଟକ ଓ ଭୁବନେଶ୍ୱରରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।...
ଆଜିଠୁ ରାଜ୍ୟରେ ଲକ୍ଡାଉନ: ସାଧାରଣ ଯାତାୟାତ ଉପରେ କଟକଣା
ଭୁବନେଶ୍ୱର,୫/୫(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣ ବେଳକୁ ବେଳ ମାଡ଼ି ଚାଲିଛି। କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ହାର ୮ହଜାର ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାରଠାରୁ ମେ’ ୧୯ତାରିଖ ସକାଳ ୫ଟା ଯାଏ ସମଗ୍ର ରାଜ୍ୟରେ...
ଆହୁରି ୪ ଦିନ ଝଡ଼ବର୍ଷା
ଭୁବନେଶ୍ୱର,୫ା୫(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ନାହିଁ। ଗତ କିଛିଦିନ ହେବ ଲାଗିରହିଥିବା ଝଡ଼ବର୍ଷା ତାତି କମାଇ ଦେଇଛି। ପାରଦ ତଳମୁହାଁ ରହିଛି। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ସବୁଠି ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ...
ନିର୍ବାଚନ ସରିଲା, ତେଲ ଦର ବଢ଼ିଲା
ଭୁବନେଶ୍ୱର,(ବ୍ୟୁରୋ) ନୂଆଦିଲ୍ଲୀ,୫ା୫: ଦେଶବାସୀ ଯାହା ଆଶଙ୍କା କରୁଥିଲେ ତାହା ବର୍ତ୍ତମାନ ସତ ହୋଇଛି। ପଶ୍ଚିମବଙ୍ଗ ସମେତ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ଦେଶ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର...
‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୫(ବ୍ୟୁରୋ): ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡ଼ିଆ ସାହିତି୍ୟକମାନଙ୍କୁ...
ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୬୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୧ ଏବଂ...
ଆଜି ରାଜଧାନୀରୁ ୧୧୧୬ ପଜିଟିଭ୍ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୬୫୫...
ଓଡ଼ିଶାରେ ପହଞ୍ଚିଲା ଆଉ ୧ ଲକ୍ଷ ଟିକା
ଭୁବନେଶ୍ୱର,୪।୫(ବ୍ୟୁରୋ): ଆମ ରାଜ୍ୟରେ ମଙ୍ଗଳବାର ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଛି। ଟିକା ଆସି ପହଞ୍ଚିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। କାରଣ ଟିକା ଅଭାବରୁ ଅନେକ ଜିଲାରେ ଟିକାକରଣ ବନ୍ଦ ରହିଛି। ଫଳରେ ଜନଅସନ୍ତୋଷ ପ୍ରକାଶ ପାଇଛି।...
ଘୋଷଣା ହେଲା ଖରାଛୁଟି: ଅନ୍ଲାଇନ୍ କ୍ଲାସ, ପରୀକ୍ଷା ବନ୍ଦ
ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ମେ’ ୫ ତାରିଖ ଠାରୁ ୩୧ ତାରିଖ ଯାଏ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି ସରକାର। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ...
ଫ୍ରି-ଫାୟାର ଗେମ୍ ପାଇଁ ମୃତ୍ୟୁ ସନ୍ଦେହ
ଭୁବନେଶ୍ୱର,୪।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ରାଜକୁମାର ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ବନ୍ଦ କୋଠରୀରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଉକ୍ତ ଘରେ ତାଙ୍କ ସାଙ୍ଗ ଶୋଇଥିବାବେଳେ ମୃତଦେହ ନିକଟରେ ଏକ...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ
ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍ ନିଗମ (ଓଏଚ୍ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଭିଡ୍-୧୯ ନିମନ୍ତେ ୩ କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ଓପିଜିସି ୧ କୋଟି ଟଙ୍କା ଏବଂ...
Archives


