ହାଇକୋର୍ଟରେ ପରୀ ମାମଲା : ୭ରେ ପରବର୍ତ୍ତୀ ଶୁଣାଣି
ନୟାଗଡ଼ ଅଫିସ, ୫।୫: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ବୁଧବାର ନାବାଳକ କଲେଜ ଛାତ୍ରଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ହୋଇଛି । ବିଚାରପତି ଏସ୍.କେ. ପାଣିଗ୍ରାହୀ ଏହାର ଶୁଣାଣି କରିଥିଲେ। ପରବର୍ତ୍ତୀ ଶୁଣାଣି ୭ ତାରିଖରେ...
ପୋଲିସ ଅଧିକାରୀଙ୍କ ପ୍ରତାରଣା: ଷ୍ଟାଫ୍ନର୍ସଙ୍କ ଆତ୍ମହତ୍ୟା
ଝାରସୁଗୁଡ଼ା ଅଫିସ,୫ା୫: ଖାକିରେ ପୁଣି ଲାଗିଛି କଳଙ୍କର ଦାଗ। ଝାରସୁଗୁଡ଼ା ଜିଲାର ଜଣେ ପୋଲିସ ଅଧିକାରୀଙ୍କ ପ୍ରତାରଣା ସହି ନ ପାରି ମହିଳା ଷ୍ଟାଫ୍ନର୍ସ ଆତ୍ମହତ୍ୟା କରିଛନ୍ତି। ଏ ନେଇ ବନହରପାଲି ଥାନା ପୋଲିସ ଏକ ମାମଲା(ନଂ.୫୪/୨୧) ରୁଜୁ କରି...
୩୯ ପୋଲିସ କରୋନା ଆକ୍ରାନ୍ତ
ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍ ସଚେତନତା, ଆମାନିଆଙ୍କୁ...
ଚାକିରି ପ୍ରଲୋଭନ ଦେଇ ଯୁବତୀ ଚାଲାଣ
କୋରୁକୋଣ୍ଡା, ୫ା୫- ଚାକିରି ପ୍ରଲୋଭନ ଦେଇ ୪୦ରୁ ଊର୍ଦ୍ଧ୍ୱ ଯୁବତୀଙ୍କୁ ନିଆଯାଉଥିଲା ତାମିଲନାଡୁ। ସେମାନଙ୍କୁ କୁହାଯାଇଥିଲା ବଲାଙ୍ଗୀରର ଏକ ସିଲେଇ କମ୍ପାନୀରେ ଦିଆଯିବ ନିଯୁକ୍ତି। ପ୍ରଥମେ ୪୦ରୁ ଅଧିକ ଆଦିବାସୀ ଝିଅଙ୍କୁ ଏକ ପ୍ରାଥମିକ ବିଦ୍ୟାଳୟରେ ୧ ମାସ ଧରି...
କ୍ଷେତରେ ଅନେଇ ରହିଥିଲା ମୃତ୍ୟୁ, ଏକାଠି ଚାଲିଗଲେ ୨ ସାଙ୍ଗ
କୋଷାଗୁମୁଡ଼ା,୫।୫: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଟେମରା ଗ୍ରାମର ଦୁଇ ନାବାଳିକାଙ୍କର ବୁଧବାର ବଜ୍ରପାତରେ ମୃତ୍ୟୁ ହୋଇଛି। ମୃତକ ହେଲେ ଊର୍ମିଳା ଭତ୍ରା ଓ ହୀରାଦେଈ ଭତ୍ରା। ପ୍ରକାଶ ଯେ, ଊର୍ମିଳା, ହୀରାଦେଈ, ଲତା କେଉଟ ଓ ମେନକା ଭତ୍ରା...
ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା ନେଇ ପାରିବେ ନାହିଁ କରୋନା ଟିକା
ଭୁବନେଶ୍ୱର,୫।୫: ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା କରୋନା ଟିକା ନେଇ ପାରିବେ ନାହିଁ। ବୁଧବାର ଏହି ସୂଚନା ଦେଇଛନ୍ତି ଏସ୍ବି ମେଡିକାଲ ସ୍ତ୍ରୀ ଏବଂ ପ୍ରସୂତି ବିଭାଗ ମୁଖ୍ୟ ତୁଷାର ଜ୍ୟୋତି କର। ଏପରି କି କରୋନା ସଂକ୍ରମଣ ସମୟରେ...
୧୦ରୁ ଊର୍ଦ୍ଧ୍ୱ ଜିଲାରେ ବଜ୍ରପାତ ସମ୍ଭାବନା
ଭୁବନେଶ୍ବର,୫।୫: ରାଜ୍ୟର ବିଭିନ୍ନ ଜିଲାରେ କାଳବେଶାଖୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରି ଲୋକଙ୍କୁ ସତର୍କ...
ଆଜି କରୋନାରେ ଆଖିବୁଜିଲେ ୧୬ ଆକ୍ରାନ୍ତ
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ...
ରାଜ୍ୟରେ ଆଜି ୯,୮୮୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୮୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୬୧୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪,୨୭୮ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି...
ମାମଲା ରୁଜୁ କରି ଚୁପ୍ ବସିଛି ପୋଲିସ
ଚୌଦ୍ୱାର,୫ା୫(ଡି.ଏନ୍.ଏ.):କଟକ ଜିଲା ଟିପିଏମ୍ ଫାଣ୍ଡି ଅଧୀନ ଦାଶରଥୀପାଟଣା ଗ୍ରାମର ହିମାଂଶୁ ଦାସ(୨୫) ଗତ ୮ ଦିନ ହେବ ନିଖୋଜ ଅଛନ୍ତି। ଏ ସମ୍ପର୍କରେ ତାଙ୍କ ପରିବାର ଲୋକେ ଟିପିଏମ୍ ଫାଣ୍ଡି ଓ ଚୌଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ହେଲେ ଚୌଦ୍ୱାର...
ବୀମାଭୁକ୍ତ କାର୍ଯ୍ୟରତ ଖବରଦାତାଙ୍କୁ ଟିକା
ଭୁବନେଶ୍ୱର, ୫।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକଟ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବରଦାତାମାନେ ଅହରହ କାର୍ଯ୍ୟ କରୁଛନ୍ତି। ଇତିମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଖବରଦାତାଙ୍କ କୋଭିଡ୍ରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ଖବରଦାତାମାନେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ...
ଅଭିଯୋଗ ପାଇଁ ଘରକୁ ଯିବ ପୋଲିସ
ଭୁବନେଶ୍ୱର,୫।୫(ବ୍ୟୁରୋ):ଆଜିଠାରୁ ରାଜ୍ୟରେ ୧୪ ଦିନିଆ ଲକ୍ଡ଼ାଉନ୍ ଲାଗୁ ହେଉଛି। ଏହି ସମୟରେ ସହରାଞ୍ଚଳରେ ଶଟ୍ଡାଉନ୍ କଟକଣା ମଧ୍ୟ ଜାରି ରହିବ। ତେଣୁ କଟକ ଓ ଭୁବନେଶ୍ୱରରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।...
Archives


