ପରିବା ଗାଡ଼ିରୁ ମିଳିଲା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ
ଜୟପୁର, ୧।୫: ପନିପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ତାହା ଜୟପୁର ସଦର ଥାନା ପୋଲିସ ହାତରେ ଧରାପଡିଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ମହିନ୍ଦ୍ରା ପିକ୍ଆପ, ୩ଟି ବାଇକ,...
ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ
ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ...
ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ
ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ଉପସ୍ଥିତ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର...
ବନ୍ଦ ରହିବ ଧର୍ମାନୁଷ୍ଠାନ
ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି କରାଯାଇଛି। ଦିନକୁ ଦିନ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ...
୫ଦିନ ଧରି ନାବାଳିକାଙ୍କୁ ବଳାତ୍କାର
ବାରିପଦା ଅଫିସ, ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା(ନଂ. ୪୮/୨୧) ରୁଜୁ କରି ଅଭିଯକ୍ତ ଯୁବକଙ୍କୁ ଗିରଫ...
ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ
ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ କରୁଥିବା ଦେଖିବାକୁ ମିକିଛ। ଏହିପରି ଏକ ଘଟଣାକ୍ରମରେ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ...
ରାଜ୍ୟର ପ୍ରଥମ କମର୍ସିଆଲ କୋର୍ଟ ଉଦ୍ଘାଟିତ
ସମ୍ବଲପୁର, (ବ୍ୟୁରୋ)/କଟକ ଅଫିସ,୧।୫: ସମ୍ବଲପୁର ଜିଲାରେ ରାଜ୍ୟର ପ୍ରଥମ କମର୍ସିଆଲ କୋର୍ଟ ଶୁକ୍ରବାର ଉଦ୍ଘାଟିତ ହେବା ସହ ଦ୍ୱିତୀୟ ସିନିୟର ସିଭିଲ କୋର୍ଟ (ଜମି ଅଧିଗ୍ରହଣ ସମ୍ବନ୍ଧୀୟ) ଓ ଡିଜିଟାଲ ରେକର୍ଡ ରୁମ୍ ଲୋକାର୍ପଣ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି...
ସମ୍ପତ୍ତି ତାଲିକା ଦାଖଲ ସମୟ ଜୁନ୍ ୩୦କୁ ଘୁଞ୍ଚିଲା
ଭୁବନେଶ୍ୱର,୧।୫(ବ୍ୟୁରୋ)” ରାଜ୍ୟ ସରକାର କର୍ମଚାରୀମାନଙ୍କର ସମ୍ପତ୍ତି ତାଲିକା ଦାଖଲ ସମୟ ସୀମାକୁ ଜୁନ୍ ୩୦ ଯାଏ ବୃଦ୍ଧି କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ବିଭାଗ, ରାଜସ୍ବ କମିଶନର ଏବଂ ଜିଲାପାଳମାନଙ୍କୁ ଜଣାଇ ଦିଆଯାଇଛି।...
ଅନୁଗୋଳରୁ ହରିୟାଣାକୁ ଗଲା ଅକ୍ସିଜେନ ଏକ୍ସପ୍ରେସ୍
ଭୁବନେଶ୍ୱର, ୧।୫ (ବ୍ୟୁରୋ): କାର୍ଗୋ ଫ୍ଲାଇଟ୍ରେ ଦୁଇଟି ଖାଲି ଅମ୍ଳଜାନ ଟ୍ୟାଙ୍କର ଗୁରୁବାର ସାରେ ଓଡ଼ିଶା ଆସିଥିଲା। ଅନୁଗୋଳସ୍ଥିତ ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ୩୨ ଟନ୍ ଅମ୍ଳଜାନ ଭର୍ତ୍ତି କରାଯାଇ ଉକ୍ତ ଦୁଇ ଟ୍ୟାଙ୍କରକୁ ଶୁକ୍ରବାର ସକାଳେ ଭାରତୀୟ...
କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି
ମାଲକାନଗିରି,୧।୫(ଡି.ଏନ୍.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦ ଜଣଙ୍କୁ ପଡ଼ିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରୁ କେତେକ ଘରେ...
ରାଜ୍ୟରେ କରୋନା ନେଲା ଆଉ ୧୧ ମୁଣ୍ଡ: ଡରାଇଲାଣି ଖୋର୍ଦ୍ଧା
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏହି ୧୦...
କରୋନା ଭାଙ୍ଗିଲା ସବୁ ରେକର୍ଡ: ରାଜ୍ୟରେ ଦିନକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ; କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା। ଦିନକରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୮୭...
Archives


