ରାଜ୍ୟ

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୬ା୧୨- ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ବିଚାରପତି ଗୁରୁପ୍ରସାଦ ସାହୁ। ଏହା ସହିତ ୧୩ ହଜାର ଟଙ୍କା ଜରିମାନା ଦେବାକୁ…

ଓଡ଼ିଶାରେ ୪୦% ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନାହିଁ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନ୍‌ ସଂକ୍ରମଣ ବ୍ୟାପିଥିବା ଦେଶରୁ ଓଡ଼ିଶା ଆସିଥିବା ୨୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନଭେମ୍ବର ୨୪ ପରେ ଓଡ଼ିଶା ଆସିଥିବା ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ପଜିଟିଭ୍‌ ଚିହ୍ନଟ ପରେ ସେମାନେ କରୋନାର…

ଦଳ ଛାଡ଼ିଲେ କଂଗ୍ରେସ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ସୁନ୍ଦରଗଡ,୬।୧୨(ଡି.ଏନ୍‌.ଏ.): ବରିଷ୍ଠ ନେତା ତଥା ତଳସରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡା. ପ୍ରଫୁଲ୍ଲ କୁମାର ମାଝି ସୋମବାର କଂଗ୍ରେସ ଛାଡ଼ିଛନ୍ତି। ଡା ମାଝି ଆନୁଷ୍ଠାନିକ ଭାବେ ଦଳରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି।…

ଏଥର ଛାଡ଼ିବୁନି : ଅଙ୍ଗନଓ୍ବାଡି କର୍ମୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବର୍ଷ ତଳେ ରାଜରାସ୍ତାକୁ ଓହ୍ଲାଇଥିଲୁ । ଆନ୍ଦୋଳନ କରିଥିଲୁ। ଦାବି ପୂରଣ କରିବାକୁ ନେହୁରା ହୋଇଥିଲୁ। ଆମକୁ ଆଶ୍ୱାସନା ଦେଇ ଉଠାଇଦେଲେ। କିଛି ପୂରଣ କଲେ, କିଛି ଭୁଲିଗଲେ। ହେଲେ ଏଥର ଛାଡ଼ିବୁନି ଭଲରେ ଭଲରେ ଆମ ଦାବି ନ…

ଓଡିଶା ଫେରନ୍ତା ୨୪୬ ପଜିଟିଭ, ସାମ୍ପଲ ଟେଷ୍ଟ ପାଇଁ ପଠାଗଲା ନମୁନା

ଭୁବନେଶ୍ୱର,୬।୧୨(ବ୍ୟୁରୋ) : ନଭେମ୍ବର ୨୪ ପରେ ବିଦେଶରୁ ଓଡିଶା ଫେରିଥିବା ବେଳେ ଲୋକଙ୍କ ମଧ୍ୟରୁ ୨୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କିଏ ଓମିକ୍ରନ ଆକ୍ରାନ୍ତ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇପାରି ନାହିଁ। ୨୪୬ ପଜିଟିଭଙ୍କ ସାମ୍ପଲ…

ବର୍ଷାପାଣିରେ ଭାସୁଛି ବର୍ଷକର ଦାନା

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ବାତ୍ୟା ପ୍ରଭାବରେ ତିନିଦିନ ଲଗାଣ ବର୍ଷାରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଚାଷଜମି ଜଳମଗ୍ନ ହୋଇଯାଇଛି। ପାଚିଲା ଧାନ ଏବେ ବର୍ଷା ପାଣିରେ ଭାସୁଥିବା ଦେଖିବାକୁ ମିଳିଛି। ବିଶେଷ କରି କାଇଁଚପୁର ପଞ୍ଚାୟତ ମଳିଜଗନ୍ନାଥପୁର ଗ୍ରାମର ଚାଷଜମି ଏହି ବାତ୍ୟାରେ…

୪୦% ବିଦେଶ ଫେରନ୍ତା ଦେଇଛନ୍ତି ଭୁଲ ଠିକଣା

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଓମିକ୍ରନକୁ ନେଇ ସମଗ୍ର ଦେଶକୁ ଚିନ୍ତା ଘାରିଛି । ବିଭିନ୍ନ ରାଜ୍ୟରୁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଓଡ଼ିଶାରେ ଏ ଯାଏ କେହି ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ହେଲେ ରାଜ୍ୟକୁ ଆସିଥିବା ବିଦେଶ…

ଭିଜା ରାଜଧାନୀରେ ଚଳଚଞ୍ଚଳ ମଣିଷ

ମନରେ ଥିଲା ବାତ୍ୟାର ଭୟ। କୋହଲା ପାଗକୁ ବର୍ଷା ବି ଲାଗି ରହିଥିଲା। ରାତି ପାହିଥିଲେ ମଧ୍ୟ ଅନ୍ଧାର ଡରାଉଥିଲା। ରବିବାର ହୋଇଥିବାରୁ ଚାକିରିଆଙ୍କ ଅଫିସ୍‌ ଚିନ୍ତା ନ ଥିଲା। କିନ୍ତୁ ରାଜଧାନୀର ସେମାନଙ୍କ ଆଖରୁ ରାତିରୁ ନିଦ ଉଭେଇ ଯାଇଥିଲା।…

ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ପଞ୍ଚମ ଦିନରେ ବି ଚାଲି ପାରିଲାନି ବିଧାନସଭା। ଆଜି ଅଧିବେଶନ ଆରମ୍ଭରୁ ପୁଣି ଥରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି । ଫଳରେ ଗୃହକୁ ଅପରାହ୍ଣ ୪ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ମମିତା ନ୍ୟାୟ ପାଇଁ ମନ୍ତ୍ରୀ…

ଆଜି ରାଜ୍ୟରୁ ୧୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୯ ଶିଶୁ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୩୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୨ ଜଣ ଚିହ୍ନଟ ହୋଇଥିବା…

ଆସନ୍ତାକାଲି ଠାରୁ ରାଜ୍ୟରେ ପାଗ ପରିବର୍ତ୍ତନ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଜୱାଦ’ ଗଭୀର ଅବପାତର ରୂପ ନେବା ପରେ ରବିବାର ଅପରାହ୍ଣରେ ଅବପାତରେ ପରିଣତ ହୋଇଥିଲା। ଆଉ ଏହି ଅବପାତ ଦୁର୍ବଳ ହୋଇଯାଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ…

୧୦୦୦ କାର୍ଡଧାରୀ ରାଶନ ସାମଗ୍ରୀରୁ ବଞ୍ଚିତ

ରସୁଲପୁର,୬ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକରେ ୧୦୦୦ରୁ ଊର୍ଦ୍ଧ୍ୱ ରାଶନକାର୍ଡଧାରୀ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ହିତାଧିକାରୀଙ୍କ ନାମ ଏକାଧିକ କାର୍ଡରେ ରହିଥିବାରୁ ସେମାନଙ୍କ କାର୍ଡ ବାତିଲ କରି ଦିଆଯାଇଛି। ଏହି ବର୍ଗରେ ଆସୁଥିବା କାର୍ଡଧାରୀଙ୍କ ରାଶନ ସାମଗ୍ରୀ ରିଟେଲରଙ୍କ କୋଟାରୁ କାଟି ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri