ରାଜ୍ୟ

କଲେଜ ଛାତ୍ରୀଙ୍କୁ ଅପହରଣ

ପଦ୍ମପୁର, ୩୦।୪: ଭଦ୍ରକ ଜିଲା ସଦର ବ୍ଲକ ସାବରଙ୍ଗ ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ସାବରଙ୍ଗ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଗତ ୨୬ ତାରିଖ ରାତିରେ ତାଙ୍କ...

ରାଜ୍ୟରେ ଅଭାବ ନାହିଁ ରେମ୍‌ଡେସିଭିର

ଭୁବନେଶ୍ୱର,୩୦।୪: ରାଜ୍ୟରେ ଦୈନିକ ୧୨ଶହ ରେମ୍‌ଡେସିଭିର ଆବଶ୍ୟକ ହେଉଛି। ବର୍ତ୍ତମାନ ୪୩ ହଜାର ଷ୍ଟକ ରହିଛି। ଶନିବାର ଆଉ ୨୧ ହଜାର ପହଞ୍ଚିବ। ଯେଉଁ ଅଭାବ କଥା କୁହାଯାଉଛି, ସେସବୁ ବେସରକାରୀ ଡାକ୍ତରଖାନାଗୁଡିକରେ ବୋଲି ଶୁକ୍ରବାର ଏହି ସୂଚନା ଦେଇଛନ୍ତି...

ରାଜ୍ୟରେ ଦିନ ୨ଟାରୁ ବନ୍ଦ ହେବ ବଜାର

ଭୁବନେଶ୍ୱର,୩୦।୪: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦିନ ୨ଟାରୁ ଦୋକାନ ବଜାର ବନ୍ଦ ରଖିବାକୁ ରାଜ୍ୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଏନେଇ ମହାସଂଘ ରାଜ୍ୟ ସରକାରଙ୍କୁ ଅବଗତ...

ପ୍ରଥମ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କୁ ଦିଆଯିବ ଅଗ୍ରାଧିକାର: ଟିକା ପହଞ୍ଚିଲେ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଏହାକୁ ରୋକିବାକୁ ହେଲେ ଟିକାକରଣକୁ ତ୍ୱରାନ୍ବିତ କରିବାକୁ ହେବ। ତେବେ ଆଗାମୀ ଦିନରେ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କୁ ଟିକା ଦିଆଯିବ। ଏନେଇ ଶନିବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ...

କୋଭିଡ୍‌ ପଜିଟିଭ୍‌ ହେବା ମାତ୍ରେ ତରବର ହୋଇ ହସ୍ପିଟାଲ ଆସନାହିଁ; ଗୁରୁତର ହେଲେ ଆମ୍ବୁଲାନ୍ସ ଆଣିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଏବେ ସ୍ଥିତି ନିୟନ୍ତ୍ରଣରେ। ହେଲେ ଆଗକୁ କ’ଣ ହେବ ତାହା କହିବା କଷ୍ଟକର। କିଛି ଏଭଳି ଢ଼ଙ୍ଗରେ ଆଗାମୀ ଦିନରେ ଆସୁଥିବା ବିପଦ ନେଇ ସତର୍କ କରିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଶନିବାର...

କରୋନା ଔଷଧର ଅଭାବ ନାହିଁ, ଏବେ ରାଜ୍ୟରେ ୪୩ ହଜାର ରେମଡେସିଭିର ଷ୍ଟକ୍‌ ରହିଛି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଲଗାତାର ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଭାରତର ପ୍ରଭାବିତ ଅନେକ ରାଜ୍ୟରେ ରୋଗୀମାନେ ଆବଶ୍ୟକୀୟ ସ୍ବାସ୍ଥ୍ୟସେବା ପାଇପାରୁନାହାନ୍ତି। ଫଳରେ ଅନେକ ରୋଗୀଙ୍କ ମୃତ୍ୟୁ ଘଟୁଛି। ତେବେ ଓଡ଼ିଶାରେ ମଧ୍ୟ କରୋନା ଔଷଧ ରେମଡେସିଭିର ଅଭାବ ଥିବା...

ଏବେ ନିୟନ୍ତ୍ରଣରେ, ଆଗକୁ କ’ଣ ହେବ କହିବା କଷ୍ଟକର; ରୁହନ୍ତୁ ସତର୍କ-ସଚେତନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଭାରତରେ ଦୈନିକ ସଂକ୍ରମଣ ୩ ଲକ୍ଷ ପାର କରିଥିବା ବେଳେ ଓଡ଼ିଶାରେ ଏହା ପାଖାପାଖି ୯ ହଜାରରେ ପହଞ୍ଚିଲାଣି। ଏଭଳି ସ୍ଥିତି ଜାରି ରହିଲେ ଆଗାମୀ ଦିନରେ ପରିସ୍ଥିତି ନିୟନ୍ତ୍ରଣ କରାଯାଇ...

ଗଞ୍ଜାମ ଜିଲାପାଳନଙ୍କ ଦିଗପହଣ୍ଡି ଗସ୍ତ: କରୋନା ମୁକାବିଲା ନିମନ୍ତେ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଦେଲେ ଗୁରୁମନ୍ତ୍ର

ଦିଗପହଣ୍ଡି,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତ କରିଥିଲେ। ଏହି ଅବସରରେ ସେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ନିର୍ବାଚିତ ଜନପ୍ରତିନିଧିଙ୍କ ସହ କରୋନା ମୁକାବିଲା ନେଇ...

ନିୟନ୍ତ୍ରଣ ବାହାରେ କରୋନା: ପଶ୍ଚିମ ଓଡ଼ିଶା ସମେତ ଟୁଇନ୍‌ ସିଟିରେ ହୋଇପାରେ ୭ ଦିନିଆ ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୪(ବ୍ୟୁରୋ): ପଶ୍ଚିମ ଓଡ଼ିଶାର କେତେକ ଜିଲା ସମେତ ଟୁଇନ୍‌ ସିଟିରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ସପ୍ତାହ ପରେ ଅନ୍ତତଃ ପକ୍ଷେ ଏକ ସପ୍ତାହ ପାଇଁ ପ୍ରଭାବିତ ଅଞ୍ଚଳରେ ଲକ୍‌ଡାଉନ୍‌...

ଟିକାକରଣକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୩୦।୪: ସରକାର ମେ’ ୧ରୁ ୧୮ ବର୍ଷରୁ ୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଟିକାକରଣ ପାଇଁ ଘୋଷଣା କରିଥିଲେ। ମାତ୍ର ଟିକାକରଣ ନେଇ ଏବେ ଦ୍ୱନ୍ଦ୍ୱ ଦେଖାଦେଇଛି। ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଦ୍ୱନ୍ଦ୍ୱ ପ୍ରକାଶ...

ମେ’ ୧ରୁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଏହି ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅର୍ଥାତ୍‌ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ...

ଆନ୍ତଃରାଜ୍ୟ ସଞ୍ଚାରଣ ଶୁଳ୍କ ହ୍ରାସ ହେଲେ ବିଦ୍ୟୁତ ଦର କମିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): କେନ୍ଦ୍ରୀୟ ସଂସ୍ଥାଗୁଡ଼ିକରୁ ବିଦ୍ୟୁତ ସଞ୍ଚାରଣ ପାଇଁ ଲାଗୁ କରାଯାଇଥିବା ପରିବହନ ଶୁଳ୍କ ହ୍ରାସ କରିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଦାବି କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନସ୍ଥ ବିଦ୍ୟୁତ ଉତ୍ପାଦନକାରୀ ସଂସ୍ଥାଗୁଡ଼ିକରୁ ପିଜିସିଆଇଏଲ୍‌ର ବିଦ୍ୟୁତ ସଞ୍ଚାରଣ ନେଟୱାର୍କ ମାଧ୍ୟମରେ ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri