ରାଜ୍ୟ

ଅମଳ କମିବ, ଆୟ ପ୍ରଭାବିତ ହେବ

ରସୁଲପୁର,୬ା୧୨(ଡି.ଏନ.ଏ.): ବାତ୍ୟା ଜଓ୍ବାଦ ବିପଦ ଟଳିଥିବାରୁ ରସୁଲପୁର ବ୍ଲକ ଅଞ୍ଚଳରେ ପବନ ବେଗ କମ ପରିଲକ୍ଷିତ ହୋଇଛି। ଫଳରେ ମଞ୍ଚା ଜାତୀୟ ଫସଲ ବିଶେଷକରି ପାନବରଜ ଚାଷୀଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ହେଲେ ପରିବା ଫସଲ କିଆରିରେ ବର୍ଷା ଜଳ…

ତୁହାକୁତୁହା ବର୍ଷା, ଚାଷୀ ଆଖିରେ ଲୁହ

କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ସକାଳ ୮ଟା ସୁଦ୍ଧା ଜିଲାରେ ମୋଟ ୪୩୪ ମିଲିମିଟର ବର୍ଷା ହୋଇଛି; ଯାହା ଚାଷୀଙ୍କ…

ଦାଉ ସାଧିଲା ବାତ୍ୟା ‘ଜଓ୍ବାଦ’

ଜଗତ୍‌ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍‌ସିଂହପୁର ପୌରାଞ୍ଚଳର ଓ ବ୍ଲକ ଅଞ୍ଚଳରେ ୭୧ ମିମି, ବିରିଡ଼ି ୧୯, ରଘୁନାଥପୁର ୮୫, ବାଲିକୁଦା ୧୪୫,…

ଫସଲ ନଷ୍ଟରୁ ଚାଷୀ ଆତ୍ମହତ୍ୟା

ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ ଶବର (୫୭)। ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧାନ ଫସଲ ନଷ୍ଟ…

ଉଜୁଡ଼ିଲା ଧାନ, ପରିବା ଫସଲ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ବାତ୍ୟାର ପ୍ରଭାବ ସବୁଠୁ ଅଧିକ ଜଗତ୍‌ସିଂହପୁର ଜିଲାରେ ପଡ଼ିଛି। ପାରାଦୀପ, ତିର୍ତ୍ତୋଲ, ଏରସମା ଓ ରଘୁନାଥପୁର ବ୍ଲକର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ତିର୍ତ୍ତୋଲରେ ବ୍ଲକ ଅଧୀନ କଟରା, ଗୋବିନ୍ଦପୁର, ପଟିଲୋ, କନିମୂଳ, ଗୋପାଳପୁର, କନକପୁର, କୋଲର, ସାମନ୍ତରାପୁର, ବିଷନପୁର,…

ରାଜ୍ୟରେ ଚାଲୁଛି ୪୯ ଶୀତଳଭଣ୍ଡାର

ଭୁବନେଶ୍ୱର,୬।୧୨(ବ୍ୟୁରୋ): ରାଜ୍ୟରେ ସମୁଦାୟ ୧୩୧ଟି ଶାତଳଭଣ୍ଡାର ପ୍ରତିଷ୍ଠା ହୋଇଛି। ସେଥିରୁ ୨ଟି ଶୀତଳ ଭଣ୍ଡାର ଆଳୁ ମିଶନ ଅଧୀନରେ ହୋଇଛି। ଆଳୁ ମିଶନ ବାବଦରେ ୩୦୨ ଲକ୍ଷ ଟଙ୍କା ଅର୍ଥ ବ୍ୟୟ ହୋଇଛି। ଏତଦ୍‌ ବ୍ୟତୀତ ବିଦ୍ୟୁତ୍‌ ଶୁଳ୍କ ରିହାତି ବାବଦରେ…

ପର୍ସ ଫେରାଇଲେ ୩ ବନ୍ଧୁ

ପିପିଲି,୬।୧୨(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର ପୂର୍ବାହ୍ନରେ ପୁରୀ ଯିବା ବାଟରେ ପିପିଲି ବଜାରରେ ନିଜର ଟଙ୍କା ଏବଂ ସମସ୍ତ…

ଅନ୍ୟକୁ ରୋଜଗାର ଦେଇଛନ୍ତି ବନିତା

ଏମ୍‌ଭି୭୯,୬ା୧୨(ଡି.ଏନ.ଏ.): ଇଚ୍ଛା ଓ ଆଗ୍ରହ ଥିଲେ ଜଣେ ଯେକୌଣସି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିପାରେ। ତା’ର ସଫଳତାକୁ କୌଣସି ପ୍ରତିବନ୍ଧକ ରୋକିପାରେ ନାହିଁ। ମାଲକାନଗିରି ଜିଲା ପରି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଜଣେ ଝିଅ ନିଜ ଆଗ୍ରହ ଓ ନିଷ୍ଠା ବଳରେ…

ବର୍ଷାରେ ଭାଙ୍ଗିଲା ଚାଷୀ ମନୋବଳ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ଚଳିତ ବର୍ଷ ଓଡ଼ିଶାର ଚାଷ ଓ ଚାଷୀଙ୍କ ପାଇଁ କୌଣସି ଦୃଷ୍ଟିରୁ ଶୁଭଙ୍କର ହୋଇପାରିନାହିଁ। ଚାଷ କାର୍ଯ୍ୟ ଆରମ୍ଭରୁ ମୌସୁମୀର ଅନିୟମିତତା ଯୋଗୁ ତଳି ପୋଡିଗଲା। ତା’ ପରେ କେଣ୍ଡାରେ ଫସଲ ଧରିବା ସମୟରେ ଅଦିନିଆ ବର୍ଷା ଫସଲକୁ କ୍ଷତି…

ଗହଣା ଦୋକାନରୁ କୋଟିଏରୁ ଊର୍ଦ୍ଧ୍ୱ ଚୋରି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରାଜଧାନୀରେ ରାତି ଅସୁରକ୍ଷିତ ହୋଇପଡ଼ିଲାଣି। ପୋଲିସକୁ ଚ୍ୟାଲେଞ୍ଜ ଦେଇ ଦୁର୍ବୃତ୍ତମାନେ ରାତିରେ ଯାଉଥିବା ଲୋକଙ୍କୁ ଲୁଟିବା ସହ ବିଭିନ୍ନ ସ୍ଥାନରେ ଚୋରି କରୁଛନ୍ତି। ଏହି କ୍ରମରେ ଶନିବାର ବିଳମ୍ବିତ ରାତିରେ ରାଜଧାନୀରେ ଏକ ଗହଣା ଦୋକାନରେ ବଡଧରଣର ଚୋରି ହୋଇଛି।…

ପିଅନଙ୍କ ହତ୍ୟା ପଛରେ ପରକୀୟା ପ୍ରୀତି

କେନ୍ଦୁଝର,୫।୧୨(ସ୍ବ.ପ୍ର.): କେନ୍ଦୁଝର ପଣ୍ଡାପଡା ଥାନା ଅନ୍ତର୍ଗତ ବଡକମଣ୍ଡରା ଗ୍ରାମରେ ସ୍କୁଲ ପିଅନ ନିରଞ୍ଜନ ନାଏକଙ୍କ ମୃତଦେହ ଶନିବାର ଏକ କୂଅରୁ ମିଳିଥିଲା। ତାଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ଅଭିଯୋଗରେ ପୋଲିସ ରବିବାର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

କେନ୍ଦ୍ରର ତାଗିଦ ପରେ ଉତ୍ତର ରଖିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ଓଡ଼ିଶାରେ ଟେଷ୍ଟିଂ କମିବା ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାକୁ ନେଇ ଶନିବାର କେନ୍ଦ୍ର ସରକାର ଉଦବେଗ୍‌ ପ୍ରକାଶ କରିବା ପରେ ରବିବାର ସ୍ବାସ୍ଥ୍ୟ ବିଭାଗ ପ୍ରତିକ୍ରିୟା ରଖିଛି। ଏହି ସମ୍ପର୍କରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri