ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ...
ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ
ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ...
୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍, ମାନୁଫାକ୍ଚରିଂ,...
କ୍ୟୁଏସ୍ ଓ୍ବାର୍ଲ୍ଡ ର଼୍ୟାକିଙ୍ଗ୍ରେ କିଟ୍କୁ ଭାରତରେ ସର୍ବୋଚ୍ଚ ସ୍ଥାନ
ଭୁବନେଶ୍ୱର,୨୯।୪: କ୍ୟୁଏସ୍ ୱାର୍ଲ୍ଡ଼ ର଼୍ୟାଙ୍କିଙ୍ଗ୍ରେ କିଟ୍କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍ ପ୍ରଦାନ କରାଯିବା ପରେ କିଟ୍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ...
୬ ଜିଲାରୁ ୧୨ ଜୀବନ ନେଲା କରୋନା
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୨ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ...
ଭୁବନେଶ୍ୱର କୋର୍ଟ ୭ ଦିନ ପର୍ଯ୍ୟନ୍ତ ହେଲା ସିଲ୍
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏପରିକି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କରୋନାର ପ୍ରଭାବ ପଡିଛି। ବିଭିନ୍ନ କର୍ମଚାରୀ କରୋନରେ ଆକ୍ରାନ୍ତ ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର କୋର୍ଟକୁ...
ଭୁବନେଶ୍ୱର, କଟକ ପାଇଁ ଚିନ୍ତା ବଢ଼ିଲା: ଗୋଷ୍ଠୀ ସଂକ୍ରମଣ ସ୍ଥିତି
ଭୁବନେଶ୍ୱର, ୨୯।୪(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରେନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୮୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କେବଳ ରାଜଧାନୀରୁ ରହିଛନ୍ତି...
ଆଜି ବି ୬ ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ...
୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ
କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର ସ୍ଥିତି ଅଧିକ ଗୁରୁତର ହୋଇ ପଡୁଛି। ଏଥିପାଇଁ ଜିଲାପାଳ ଆଶିଷ ଠାକରେ...
ସଙ୍ଗିନ ହେଉଛି ସ୍ଥିତି
ଅନୁଗୋଳ ଅଫିସ, ୨୯।୪: ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍...
ଜୀବନ ବଞ୍ଚାଉଛି ଚୁଆପାଣି
କପ୍ତିପଦା,୨୯ା୪(ଡି.ଏନ୍.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର...
ଓଭରହେଡ୍ ଟାଙ୍କି ଅଛି, ମିଳୁନି ପାଣି
ଭଦ୍ରକ ଅଫିସ,୨୯।୪-ଭଦ୍ରକ ଜିଲାରେ ପାନୀୟ ଜଳ ଯୋଗାଣ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାରେ ମୋଟ ୧୮୬ଟି ଓଭରହେଡ୍ ଟାଙ୍କି କାର୍ଯ୍ୟକ୍ଷମ ଥିବା କୁହାଯାଉଛି। ହେଲେ ସମସ୍ତ ଟାଙ୍କି କେବଳ କାଗଜକଲମରେ କାର୍ଯ୍ୟକ୍ଷମ ବୋଲି ସାଧାରଣରେ ଅଭିଯୋଗ...
Archives


