ରାଜ୍ୟ

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ ହୋଇଥିବା ବିଏମସି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ସକ୍ରିୟ...

ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଏ ନେଇ ଜିଲା ପ୍ରଶାସନକୁ ମଧ୍ୟ ଅବଗତ କରାଯାଇଥିବା...

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର...

ପୁଣି ଗର୍ଜିଲେ ଯୁକ୍ତ ଦୁଇ ଛାତ୍ରୀଛାତ୍ର: ବାତିଲ ହେଉ ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ପରୀକ୍ଷା କେବେ ହେବ ଏଯାବତ୍‌ ସ୍ଥିର ହୋଇ ନାହିଁ, ଏପରି ସ୍ଥିତି ଲାଗି ରହିଲେ ଆଗକୁ ଉଚ୍ଚ ଶିକ୍ଷାରେ ଅନେକ ଅସୁବିଧା ହେବ । ତେଣୁ ଶୀଘ୍ର ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଉ। ଏପରି ଦାବି କରି...

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ ରବିବାର କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ର୍ତ୍ତିି...

୨୮ରେ ଓପିଏସ୍‌ସି ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍‌ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ମାତ୍ର ସପ୍ତାହାନ୍ତ ଶଟ୍‌ଡାଉନ୍‌ ପାଇଁ ଏହାକୁ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ମୋଟ୍‌ ୧୭ ଖଣ୍ଡ ଅସନ ଓ ଧଉରା କାଠ ରହିଛି...

ବ୍ଲଡ୍‌ ବ୍ୟାଙ୍କରେ ରକ୍ତ ଅଭାବ ଆଶଙ୍କା

ସମ୍ବଲପୁର,୨୬।୪(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବାସ୍ଥ୍ୟସେବା ଭଳି ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ମେ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ଯୁବବର୍ଗ...

୩ ଦିନରେ ଗଲାଣି ୮୬୯ ଟନ୍‌ ଅକ୍ସିଜେନ

କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍‌ ଯୋଗେ ୮୬୯ ଟନ୍‌ରୁ ଅଧିକ ମେଡିକାଲ ଅକ୍ସିଜେନ୍‌ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି।...

ବନ୍ଦ ପଡ଼ିଛି ରାଜ୍ୟର ୫ ଚିନିକଳ

ଯାଜପୁର ଅଫିସ,୨୬ା୪: ରାଜ୍ୟରେ ଖଣିଜ ସମ୍ପଦଭିତ୍ତିକ ଶିଳ୍ପାୟନକୁ ବିକାଶର ଏକମାତ୍ର ଆଧାର ଭାବେ ସରକାର ପ୍ରୋତ୍ସାହିତ କରୁଛନ୍ତି। ଏହାଦ୍ୱାରା କୃଷିର କିପରି ବିନାଶ ସାଧିତ ହେଉଛି ତାହା ଜଳଜଳ ହୋଇ ଦିଶୁଛି। କୃଷିଭିତ୍ତିକ ସମବାୟ ଶିଳ୍ପକୁ ସରକାର ଅଣଦେଖା କରୁଥିବାରୁ...

‘ଜୁନ୍‌ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି। ମାତ୍ର ମାଟ୍ରିକ ପରୀକ୍ଷା...

ଅମାନିଆଙ୍କ ଲାଗି ବଢୁଛି ସଂକ୍ରମଣ

ଭୋଗରାଇ, ୨୬।୪(ଡି.ଏନ.ଏ.):  ପଶ୍ଚିମବଙ୍ଗରେ କରୋନାର ନୂଆ ଷ୍ଟ୍ରେନ ଦେଖାଦେବା ପରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସ୍ବାସ୍ଥ୍ୟବିଭାଗ, ପ୍ରଶାସନ, ସାମାଜିକ ଅନୁଷ୍ଠାନ ଏଥିପ୍ରତି ସତର୍କ ରହି ସଚେତନତା କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri