ରାଜ୍ୟ

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି ଔଷଧ…

କଟକଣାରେ ହେବ ଦୁର୍ଗାପୂଜା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ପାଖେଇ ଆସିଲାଣି ଦୁର୍ଗାପୂଜା। କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି। ପୂଜାକୁ ସମ୍ପୂର୍ଣ୍ଣ ନିରାଡ଼ମ୍ବର…

ଅଧାରେ ଲାଖିଛି ବିକାଶ

ଯାଜପୁର ଅଫିସ,୨୪ା୯: ଯାଜପୁର ଜିଲା ସଦର ମହକୁମାର ନବକଳେବର ପରିପ୍ରେକ୍ଷୀରେ ଆଉ ଏକ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ ମାନ୍‌ସାପୋଲଠାରୁ ବିରଜା ମହିଳା କଲେଜ ଛକ ଏବଂ ଜିଲା ସଦର ଡାକ୍ତରଖାନାଠାରୁ କାଲିଘାଟ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ରହିଛି।…

ରକ୍ତରଞ୍ଜିତ ହେଉଛି ରାଜପଥ

ଅନୁଗୋଳ ଅଫିସ, ୨୪ା୯ଶେଷ ହେଉନି ସମ୍ପ୍ରସାରଣ। ଆଗଉନି ଓଭରବ୍ରିଜ୍‌, ଅଣ୍ଡରପାସ୍‌ ନିର୍ମାଣ। ପୂରଣ କରାଯାଉନି ଖାଲଖମା କି ମରାମତି ହେଉନି ବାଇପାସ୍‌। ୫ ବର୍ଷ ହେଲା ଏପରି ଅବସ୍ଥା ଯୋଗୁ ଏକପ୍ରକାର ମରଣଯନ୍ତା ପାଲଟିଛି ଅନୁଗୋଳ ଦେଇ ଯାଇଥିବା ୫୫ ନଂ.…

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ନଦୀର ଜଳପତ୍ତନ ହ୍ରାସ ପାଇଛି। ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା…

ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ ବେଦନାରେ ଛଟପଟ ହେଉଥିବା ସୂଚନା ମିଳିଛି। ବନବିଭାଗ, ପୋଲିସ ଓ ପ୍ରାଣୀଧନ ଚିକିତ୍ସକ…

ସୁବର୍ଣ୍ଣରେଖାରେ ପୁଣି ବନ୍ୟା -୨୫ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୪।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡ ରାଞ୍ଚତ୍ ମାଳଭୂମି ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହୁଥିବାରୁ ପ୍ରବଳ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଚାନ୍ଦିଲି ଡ୍ୟାମ୍‌ ସହିତ ଗାଲୁଡିହି, କରକାଇ, ବାଙ୍କବଲ ଆଦି ଜଳାଧାରରୁ ଉଦ୍‌ବୃତ୍ତ ବର୍ଷାଜଳ ପର୍ଯ୍ୟାୟକ୍ରମେ ସୁବର୍ଣ୍ଣରେଖାକୁ ନିଷ୍କାସିତ ହେଉଛି। ଆସନ୍ତା…

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ ହେଁ ବୁଧବାର ଅପେକ୍ଷାକୃତ ହ୍ରାସ ପାଇଥିବାରୁ ବନ୍ୟା ଆଶଙ୍କା ନାହିଁ। ବସ୍ତା ବ୍ଲକର ମଥାନୀଠାରେ…

ଜାଲରେ ପଡୁନାହାନ୍ତି ବଡ଼ ଇଲିଶି

ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି ମାଛର ସ୍ବାଦ ଅନ୍ୟ ମାଛଠାରୁ ନିଆରା ହୋଇଥିବାରୁ ଏହାର ଚାହିଦା ଅଧିକ। କିନ୍ତୁ ଏବେ…

କଳିଙ୍ଗରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୪।୯(ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ମେଗା ଇଭେଣ୍ଟ। ଆଉ ଠିକ୍‌ ଦୁଇମାସ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ ହେବ। ଗୁରୁବାର ଆୟୋଜିତ ଏକ ସ୍ବତନ୍ତ୍ର…

ଦ୍ୱିତୀୟ ଡୋଜ୍‌ ନେଉନାହାନ୍ତି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଟିକାକରଣକୁ ବିଶ୍ୱବ୍ୟାପୀ ଗୁରୁତ୍ୱ ଦିଆଯାଉଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହାକୁ ନେଇ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଥିଲା। ଏବେ ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁୁ ସେତେଟା ଆଗ୍ରହ ପ୍ରକାଶ ପାଉନାହିିଁ। ଟିକା…

ଡ୍ରାଇଭିଂ ଟେଷ୍ଟ ଦେଉଥିଲେ ଏସ୍‌ପି: ସମୁଦ୍ରରେ ଫସିିିଲା ପୋଲିସ ଭ୍ୟାନ୍‌

ବାଲେଶ୍ୱର ଅଫିସ,୨୪।୯: ବାଲେଶ୍ୱର ଜିଲାର ପୋଲିସ ନାମରେ ଥିବା ଏକ ଗାଡ଼ି (ନଂ. ଓଡ଼ି୦୫ବିଏ-୪୬୧୬) ବୁଧବାର ରାତିରେ ଚାନ୍ଦିପୁର ଆଇଟିଆର୍‌ର ନିଷିଦ୍ଧାଞ୍ଚଳ ୬ହଜାର ପଏଣ୍ଟ ତଥା ମହିଁଷାଳି ପୋଲ ନିକଟ ସମୁଦ୍ର ଭିତରେ ଫସିଯାଇଥିବା ସୂଚନା ମିଳିଛି। ଗତ ଏପ୍ରିଲରେ ବାଲେଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri