ରାଜ୍ୟ

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌...

ପହଞ୍ଚୁନି ପ୍ରକଳ୍ପ ପାଣି

ବଇଣ୍ଡା,୨୭ା୪(ପରିକ୍ଷିତ ସାହୁ) ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ମାଳମାଳ ଯୋଜନା ରହିଛି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ ଏ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି। ଏହି କାରଣରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ ଦେଖିବାକୁ ମିଳିଥିଲା। ବନ୍ଦ ଡାକରା ଯୋଗୁ ଜିଲାରେ ସମସ୍ତ ସରକାରୀ ବସ୍‌ ଚଳାଚଳ...

କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର

ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍‌ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ ତାଙ୍କର ପ୍ରସବ କିପରି ହେବ ସେ ନେଇ ପରିବାର ଲୋକେ ଚିନ୍ତିତ...

ଲୁଟ୍‌ ବେଳେ ପହଞ୍ଚିଗଲା ପୋଲିସ; ଟଙ୍କା, ସୁନା, ବାଇକ୍‌ ଛାଡ଼ି ପଳାଇଲେ ଲୁଟେରା

ଟିଟିଲାଗଡ଼, ୨୬।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟ୍‌ପାଟ୍‌ ବଢି ଚାଲିଛି। ସୋମବାର ଟଙ୍କା, ସୁନା ଲୁଟିବା ବେଳେ ଲୁଟେରା ପାଟ୍ରୋଲିଂ କରୁଥିବା ପୋଲିସ ସହ ମୁହଁାମୁହିଁ ହେବା ପରେ ଲୁଟ୍‌ ସାମଗ୍ରୀ ଛାଡି ପଳାଇଛନ୍ତି। ଏପରି କି ଲୁଟେରାଙ୍କ...

ମେ’ ୩୧ ସୁଦ୍ଧା ଶେଷ ହେବ ସ୍କୁଲରେ ନାମଲେଖା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର...

ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ ହୋଇଥିବା ବିଏମସି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ସକ୍ରିୟ...

ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଘୋଷଣା କରାଯାଇଛି। ଏ ନେଇ ଜିଲା ପ୍ରଶାସନକୁ ମଧ୍ୟ ଅବଗତ କରାଯାଇଥିବା...

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ଦାଖଲ କଲେ ପ୍ରାର୍ଥିପତ୍ର

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର...

ପୁଣି ଗର୍ଜିଲେ ଯୁକ୍ତ ଦୁଇ ଛାତ୍ରୀଛାତ୍ର: ବାତିଲ ହେଉ ପରୀକ୍ଷା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ପରୀକ୍ଷା କେବେ ହେବ ଏଯାବତ୍‌ ସ୍ଥିର ହୋଇ ନାହିଁ, ଏପରି ସ୍ଥିତି ଲାଗି ରହିଲେ ଆଗକୁ ଉଚ୍ଚ ଶିକ୍ଷାରେ ଅନେକ ଅସୁବିଧା ହେବ । ତେଣୁ ଶୀଘ୍ର ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଉ। ଏପରି ଦାବି କରି...

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ ରବିବାର କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ର୍ତ୍ତିି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri