ରାଜ୍ୟ

ଆଉ ଦୁଇ ଅଭିଯୁକ୍ତଙ୍କୁ ୱାଣ୍ଟେଡ୍‌ ଘୋଷଣା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଫେରାର ଥିବା ଆଉ ଦୁଇ ଅଭିଯୁକ୍ତଙ୍କୁ କ୍ରାଇବ୍ରାଞ୍ଚ ୱାଣ୍ଟେଡ୍‌ ଘୋଷଣା କରିଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଫ୍‌)ର ପୃଥକ ମାମଲାରେ ଉଭୟ ଅଭିଯୁକ୍ତ ଥିଲେ॥ ଇଓଡବ୍ଲ୍ୟୁ ମାମଲାରେ ୱାଣ୍ଟେଡ୍‌ ହେଲେ ବରଗଡ଼…

ଆଜି ବି ଚାଲି ପାରୁନି ବିଧାନସଭା

ଭୁବନେଶ୍ବର,୩।୧୨(ବ୍ୟୁରୋ): ଆଜି ବି ଆରମ୍ଭ ହେଉ ହେଉ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି ।ତେବେ ବିଧାନସଭା ଶୀତ ଅଧିବେଶର ଆଜି ତୃତୀୟ ଦିନ।…

୨ ଦିନ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ଦିନ ଶିମିଳିପାଳ ବନ୍ଦ ରହିବ। ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ଏହି ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ବର୍ଷା ନେଇ ଶିମିଳିପାଳ ବନ୍ଦ ରହିବ। ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ…

୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ ।…

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୭୦ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୧…

ବେଦାଙ୍ଗଦାସ ମହାନ୍ତିଙ୍କୁ ‘ଇନ୍‌ଫୋସିସ୍‌ ପ୍ରାଇଜ୍‌’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଜ୍ଞାନ ଓ ଅନୁସନ୍ଧାନ କ୍ଷେତ୍ରରେ ଇନ୍‌ଫୋସିସ୍‌ ସାଇନ୍ସ ଫାଉଣ୍ଡେଶନ (ଆଇଏସ୍‌ଏଫ୍‌) ପକ୍ଷରୁ ଗୁରୁବାର ଇନ୍‌ଫୋସିସ୍‌ ପ୍ରାଇଜ୍‌-୨୦୨୧ ଘୋଷଣା କରାଯାଇଛି। ଇଞ୍ଜିନିୟରିଂ ଓ କମ୍ପ୍ୟୁଟର ସାଇନ୍ସ, ହ୍ୟୁମାନିଟିଜ୍‌, ଲାଇଫ୍‌ ସାଇନ୍ସ, ମାଥ୍‌ମେଟିକାଲ ସାଇନ୍ସ, ଫିଜିକାଲ ସାଇନ୍ସ ଓ ସୋସିଆଲ ସାଇନ୍ସରେ ଉତ୍ସର୍ଗୀକୃତ…

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର ଦାସ…

ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା ବିପଦସଙ୍କୁଳ ହୋଇପଡିଛି। ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ ହୋଇ ପଡିଥିବା ବେଳେ ରାସ୍ତା ଖାଲଖମା…

ସାଇକୃପାର ଆଉ ୧୯ ଛାତ୍ରୀଛାତ୍ର ପଜିଟିଭ୍‌

ଢେଙ୍କାନାଳ ଅଫିସ,୩।୧୨ ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ଥିବା ସାଇକୃପା ଆବାସିକ ମହାବିଦ୍ୟାଳୟର ଆଉ ୧୯ ଛାତ୍ରୀଛାତ୍ର ଗୁରୁବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହାକୁ ମିଶାଇ ଗତ ୩ଦିନ ମଧ୍ୟରେ ମୋଟ୍‌ ୫୬ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ…

‘ଶିକ୍ଷକଙ୍କ ସମସ୍ୟା ବୁଝନ୍ତୁ ସରକାର’

ବଇଣ୍ଡା,୩।୧୨(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ଆଠମଲ୍ଲିକ ଶାଖା ପକ୍ଷରୁ ଶିକ୍ଷକ ସମସ୍ୟାକୁ ନେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ଦିଲୀପ କୁମାର ସାହୁ ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri