କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍ପି
ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ ରବିବାର କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ର୍ତ୍ତିି...
୨୮ରେ ଓପିଏସ୍ସି ପରୀକ୍ଷା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ମାତ୍ର ସପ୍ତାହାନ୍ତ ଶଟ୍ଡାଉନ୍ ପାଇଁ ଏହାକୁ...
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ମୋଟ୍ ୧୭ ଖଣ୍ଡ ଅସନ ଓ ଧଉରା କାଠ ରହିଛି...
ବ୍ଲଡ୍ ବ୍ୟାଙ୍କରେ ରକ୍ତ ଅଭାବ ଆଶଙ୍କା
ସମ୍ବଲପୁର,୨୬।୪(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବାସ୍ଥ୍ୟସେବା ଭଳି ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ମେ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ଯୁବବର୍ଗ...
୩ ଦିନରେ ଗଲାଣି ୮୬୯ ଟନ୍ ଅକ୍ସିଜେନ
କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍ ଯୋଗେ ୮୬୯ ଟନ୍ରୁ ଅଧିକ ମେଡିକାଲ ଅକ୍ସିଜେନ୍ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି।...
ବନ୍ଦ ପଡ଼ିଛି ରାଜ୍ୟର ୫ ଚିନିକଳ
ଯାଜପୁର ଅଫିସ,୨୬ା୪: ରାଜ୍ୟରେ ଖଣିଜ ସମ୍ପଦଭିତ୍ତିକ ଶିଳ୍ପାୟନକୁ ବିକାଶର ଏକମାତ୍ର ଆଧାର ଭାବେ ସରକାର ପ୍ରୋତ୍ସାହିତ କରୁଛନ୍ତି। ଏହାଦ୍ୱାରା କୃଷିର କିପରି ବିନାଶ ସାଧିତ ହେଉଛି ତାହା ଜଳଜଳ ହୋଇ ଦିଶୁଛି। କୃଷିଭିତ୍ତିକ ସମବାୟ ଶିଳ୍ପକୁ ସରକାର ଅଣଦେଖା କରୁଥିବାରୁ...
‘ଜୁନ୍ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ବାତିଲ କରାଯାଇଛି। ମାତ୍ର ମାଟ୍ରିକ ପରୀକ୍ଷା...
ଅମାନିଆଙ୍କ ଲାଗି ବଢୁଛି ସଂକ୍ରମଣ
ଭୋଗରାଇ, ୨୬।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନାର ନୂଆ ଷ୍ଟ୍ରେନ ଦେଖାଦେବା ପରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସ୍ବାସ୍ଥ୍ୟବିଭାଗ, ପ୍ରଶାସନ, ସାମାଜିକ ଅନୁଷ୍ଠାନ ଏଥିପ୍ରତି ସତର୍କ ରହି ସଚେତନତା କରୁଥିବା...
ଅନିଶ୍ଚିତତାରେ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟରୁ ଉତ୍ପାଦନ
ଯାଜପୁର ଅଫିସ,୨୫ା୪: କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦେଶରେ ମେଡିକାଲ ଅକ୍ସିଜେନର ବହୁଳ ଚାହିଦା ରହିଛି। ଏହାର ଅଭାବରୁ ରୋଗୀମାନଙ୍କ ମୃତ୍ୟୁ ଘଟୁଥିବାରୁ ଦେଶରେ ହାହାକାର ପରିସ୍ଥିତି ରହିଛି। ଏହାକୁ ଦୃଷ୍ଟିରେ ରଖି ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍ଆଇଏନ୍ଏଲ୍)ର...
ଶିକାର ପାଇଁ ସୁଯୋଗ ଦେଲେ
ଭୁବନେଶ୍ୱର,୨୬।୪ (ବ୍ୟୁରୋ): ବାରମ୍ବାର ଚଢ଼ାଉ ହେଉଛି। ବିପୁଳ ପରିମାଣର ଛାଲ, ଦାନ୍ତ, ନଖ ଆଦି ବନ୍ୟପ୍ରାଣୀ ସାମଗ୍ରୀ ଜବତ ହେଉଛି। ଜୀବନ୍ତ ବ୍ରଜକାପ୍ତା ଚାଲାଣ ମଧ୍ୟ ଧରାପଡୁଛି। ହେଲେ ଯେତେ ଧରିଲେ ବି ସେତେ ଚୋରା ଚାଲାଣ ହେଉଛି। ଏଥିରୁ...
୧୭ ଓଏଏସ୍ ଅଫିସରଙ୍କୁ ୫ ଜିଲାର କୋଭିଡ୍ ଦାୟିତ୍ୱ
ଭୁବନେଶ୍ୱର,୨୬।୪(ବ୍ୟୁରୋ): କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ୧୭ ଓଏଏସ୍ ଅଧିକାରୀଙ୍କୁ ରାଜ୍ୟ ସରକାର ରବିବାର ପଶ୍ଚିମ ଓଡ଼ିଶାର ୫ଟି ଜିଲାର କୋଭିଡ ସ୍ଥିତି ରକ୍ଷା କରିବାର ଦାୟିତ୍ୱ ପ୍ରଦାନ କରିଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଓଏଏସ୍ ଅଧିକାରୀମାନେ ସମ୍ପୃକ୍ତ...
ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...
Archives


