ରାଜ୍ୟ

ଓମିକ୍ରନ ସଂକ୍ରମିତ ଦେଶରୁ ୨ ଦିନରେ ଓଡ଼ିଶା ଆସିଛନ୍ତି ୩୮୦

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ’ ଭୟ ରହିଥିବା ବେଳେ ଓଡ଼ିଶାକୁ ମଧ୍ୟ ଚିନ୍ତା ଘାରିଛି। ଓମିକ୍ରନ ସଂକ୍ରମଣ ଦେଶରୁ ଓଡ଼ିଶାକୁ ୩୮୦ ଜଣ ଫେରିଛନ୍ତି। ଗୁରୁବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା…

୭ ଡିଗ୍ରୀକୁ ଖସିଲା

ଦାରିଙ୍ଗବାଡି,୨।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ତାପମାତ୍ରା ୭ ଡିଗ୍ରୀକୁ ଖସି ଆସିଛି। ଯାହାକି ଚଳିତ ବର୍ଷର ଏ ପର୍ଯ୍ୟନ୍ତ ସବୁଠାରୁ କମ୍‌ ତାପମାତ୍ରା ବୋଲି ବିଡିଓ ଗଦାଧର…

ମାସ୍କ ନ ପିନ୍ଧିଲେ ଫାଇନ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଭାରତରେ ଚିହ୍ନଟ ହୋଇସାରିଛି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ଦେଖା ଦେଇଛି। ମାସ୍କ ଚେକିଂ କଡ଼ାକଡ଼ି କରିବା ସହ ଫାଇନ ଆଦାୟ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ନାଇଟ…

୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨।୧୨(ବୂ୍ୟରୋ): ଦୁର୍ନୀତି ବିରୋଧରେ କଠୋର ହେଉଛନ୍ତି ରାଜ୍ୟ ସରକାର। ସେଥିପାଇଁ ଆଜି ପୁଣି ୩ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଭାବେ ଅବସର ଦିଆଯାଇଛି। ଏହାଛଡ଼ା ଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଦୁଇ କର୍ମଚାରୀଙ୍କ ପେନ୍‌ସନ ବନ୍ଦ କରାଯାଇଛି। ବାଧ୍ୟତାମୂଳକ ଅବସର ଦିଆଯାଇଥିବା…

୧୦୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୨।୧୨(ବୂ୍ୟରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହେବ ୱେଲ ମାର୍କଡ ଲୋ’ ପ୍ରେସର । ଡିପ୍ରେସନ ହେବା ପରେ ବାତ୍ୟାର ଗତିପଥ ଅଧିକ ସ୍ପଷ୍ଟ ହୋଇପାରିବ । ତେବେ ଏହା ପ୍ରଭାବରେ ଆସନ୍ତା କାଲି ରାତିରୁ ଆରମ୍ଭ ହୋଇଯିବ…

ବାତିଲ୍‌ ହେଲା ୯୫ ଟ୍ରେନ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ । ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିବ…

ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନର ପ୍ରସ୍ତୁତି: ଉପକୂଳବାସୀଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ

ଛତ୍ରପୁର,୨ା୧୨(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଜି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାର ସମୁଦ୍ର ତଟବର୍ତ୍ତୀ ଓ ନଦୀ କୁଳିଆ ଅଞ୍ଚଳର ବ୍ଲକ…

ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର,୨।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ୨ୟ ଦିନ। ଆରମ୍ଭ ହେଉ ହେଉ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି ।…

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ରାଜ୍ୟରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୪…

ଅବ୍ୟବସ୍ଥାରେ ପରିବେଶ ପର୍ଯ୍ୟଟନ କେନ୍ଦ୍ର

ଚଣ୍ଡିଖୋଲ,୨।୧୨(ଡି.ଏନ.ଏ.): ଶୀତ ଋତୁ ଆସିଲେ ବିଭିନ୍ନ ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ। ଗତ ବର୍ଷ କୋଭିଡ୍‌ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଦେଖାଯାଇ ନ ଥିଲା। ଚଳିତ ବର୍ଷ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଲୋକାରଣ୍ୟ ହେବା ଆଶା ରଖାଯାଇଛି। ତେବେ କୋଟିକୋଟି ଟଙ୍କା ଖର୍ଚ୍ଚ କରାଯାଇ…

ସ୍କୁଲ ଚକ ଚକିଆ: ୧୦ ଶିକ୍ଷକ ପଦବୀ ଖାଲି

ନାଉଗାଁ,୧ା୧୨(ସ୍ବ.ପ୍ର.): ରାଜ୍ୟରେ ସ୍କୁଲ ରୂପାନ୍ତରୀକରଣ ଯୋଜନା କାମ ଜୋରସୋର୍‌ ଚାଲିଛି। ସ୍କୁଲଗୁଡିକର କାୟା ବଦଳି ଯାଇଛି। ସବୁ ଚକାଚକ୍‌ ସ୍ମାର୍ଟ କ୍ଲାସରୁମ ଏବଂ ସ୍କୁଲ ପରିସର ଝଲସୁଛି। ଶିକ୍ଷା ବ୍ୟବସ୍ଥାରେ ଏହି ଯୋଜନା ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ଆକଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri